ମେଟ୍ରୋ

୯ରୁ ଆନ୍ଦୋଳନକୁ ଓହ୍ଲାଇବ ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ

ଭୁବନେଶ୍ୱର,୩।୨ (ବ୍ୟୁରୋ):କ୍ୟାବିନେଟ୍‌ ବୈଠକରେ ଅଧ୍ୟାପକ ଓ କର୍ମଚାରୀଙ୍କ ପାଇଁ ସ୍ଥିରୀକୃତ ପଦ୍ଧତିକୁ ନିଖିଳ ଓଡ଼ିଶା ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ ପକ୍ଷରୁ ତୀବ୍ର ବିରୋଧ କରାଯାଇଛି। ଗତ ଡିସେମ୍ବର ୧୦ରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ୭ମ କମିଶନ…

ବିଏସ୍‌କଓ୍ବୋଇରେ ମିଛ ପ୍ରଚାର କରାଯାଉଛି: ସୁରଜ

ଭୁବନେଶ୍ବର,୩ା୨(ବ୍ୟୁରୋ):କେନ୍ଦ୍ର ବଜେଟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ କମିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ତଥ୍ୟ ସମ୍ପୂର୍ଣ୍ଣ ଭୁଲ୍‌ ଓ ନିରାଧାର ବୋଲି ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୁରଜ କହିଛନ୍ତି,…

ଆୟୁଷ୍ମାନ ଯୋଜନାର ମିଛ ଧରାପଡ଼ିଛି: ବିଜେଡି

ଭୁବନେଶ୍ବର,୩ା୨(ବ୍ୟୁରୋ):ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) କାର୍ଯ୍ୟକାରୀ କରୁଛନ୍ତି। କେନ୍ଦ୍ରର ଆୟୁଷ୍ମାନ ଭାରତ ଯୋଜନା ଆନୁଷ୍ଠାନିକ ଭାବେ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଭାବେ ଜଣାଶୁଣା । ଓଡ଼ିଶା ଭାଜପା ପକ୍ଷରୁ ନିୟମିତ ଭାବେ ଆୟୁଷ୍ମାନ ଭାରତ ଯୋଜନା…

‘ମୁକ୍ତା’ ଯୋଜନାକୁ ପୁରସ୍କାର

ଭୁବନେଶ୍ୱର,୩ା୨(ବ୍ୟୁରୋ):ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ‘ମୁକ୍ତା’ ଯୋଜନା ଅନ୍ତର୍ଜାତୀୟ ଡବ୍ଲ୍ୟୁଆର୍‌ଆଇ ରୋସ୍‌ ସେଣ୍ଟର ପୁରସ୍କାର ହାସଲ କରିଛି। ବୁଧବାର ନ୍ୟୁୟର୍କରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ…

ମେ’ରୁ ପୁଣି ଉଡ଼ିବ ଆନ୍ତର୍ଜାତିକ ବିମାନ

ଭୁବନେଶ୍ୱର, ୩ା୨(ବ୍ୟୁରୋ):ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆସନ୍ତା ମେ’ ମାସରୁ ପୁଣି ସିଧାସଳଖ ଆନ୍ତର୍ଜାତିକ ବିମାନ ଚଳାଚଳ କରିବ। ଏଥିପାଇଁ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ ହୋଇସାରିଛି। ସିଙ୍ଗାପୁର, ଦୁବାଇ…

କେନ୍ଦ୍ର ବଜେଟ: ଓଡ଼ିଶା ପାଇବ ୪୬,୨୫୧ କୋଟି

ନୂଆଦିଲ୍ଲୀ, ୩ା୨:୨୦୨୩-୨୪ ଆର୍ଥିକବର୍ଷରେ କେନ୍ଦ୍ରୀୟ ଟିକସ ଓ ଶୁଳ୍କ ବାବଦ ଅଂଶଧନ ଆକାରରେ ଓଡ଼ିଶା ୪୬,୨୫୧ କୋଟି ଟଙ୍କା ପାଇବ। ୨୦୨୨-୨୩ ତୁଳନାରେ ଏହା ହେଉଛି ୩,୨୬୧ କୋଟି ଟଙ୍କା ଅଧିକ। କେନ୍ଦ୍ର ସରକାର ମୋଟ ୧୦.୨୧ ଲକ୍ଷ କୋଟି ଟଙ୍କା…

ଅର୍ଚ୍ଚନାଙ୍କ ବିରୋଧରେ ୨୪ଶହ ପୃଷ୍ଠାର ଚାର୍ଜଶିଟ୍‌

ଭୁବନେଶ୍ୱର,୩ା୨(ବ୍ୟୁରୋ):ବଡ଼ବଡ଼ିଆଙ୍କୁ ହନିଟ୍ରାପ୍‌ରେ ଫସାଇ ଟଙ୍କା ହଡ଼ପ ଅଭିଯୋଗରେ ବହୁଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ସହଯୋଗୀ ଖଗେଶ୍ୱର ବେହେରା ଦୀର୍ଘଦିନ ହେବ ଝାରପଡ଼ା ଜେଲରେ ଦିନ କାଟୁଛନ୍ତି। ବର୍ତ୍ତମାନ ଘଟଣାର ବେଆଇନ ଅର୍ଥ କାରବାର ଦିଗକୁ ନେଇ…

ବଦଳିଲା ଅଗ୍ନିଶମ ବିଭାଗ ନାଁ

ଭୁବନେଶ୍ୱର,୨।୨(ବ୍ୟୁରୋ): ପରିବର୍ତ୍ତନ ହେଲା ଓଡ଼ିଶା ଅଗ୍ନିଶମ ବିଭାଗ ନାଁ। ଏହାର ନାଁକୁ ବଦଳାଇ ଅଗ୍ନିଶମ ଓ ଜରୁରୀ ସେବା ବିଭାଗ ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୌଣସି ବିପଦ ସମୟରେ ଉଦ୍ଧାର, ପୁନରୁଦ୍ଧାର ଏବଂ ରିଲିଫରେ…

ଫେବୃୟାରୀ ୨୧ରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ବର,୨।୨(ବ୍ୟୁରୋ): ଫେବୃୟାରୀ ୨୧ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ୨ଟି ପର୍ଯ୍ୟାୟରେ ଏହି ଅଧିବେଶନ ବସିବ। ଫେବୃୟାରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଏବଂ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ…

ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ସକାଳ ୯ଟା ୩୦ରୁ ଛାତ୍ରୀଛାତ୍ର ଲ୍ୟାବ ମଧ୍ୟକୁ ପ୍ରବେଶ କରିଥିଲେ। ପ୍ରଥମ ସିଟିଂ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଏବଂ…

‘ଆୟୁଷ୍ମାନ ଭାରତ’ ଯୋଜନାକୁ ନେଇ ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବା ବନ୍ଦ କରନ୍ତୁ’

ଭୁବନେଶ୍ୱର,୧ା୨(ବ୍ୟୁରୋ): ୨୦୨୩-୨୪ରେ କେନ୍ଦ୍ର ସରକାର ଆଣିଥିବା ବଜେଟକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର କିଛି କ୍ଷେତ୍ରରେ ଆଣିଥିବା ପଦକ୍ଷେପ ବେଶ୍‌ ପ୍ରଶଂସାଯୋଗ୍ୟ। ଆଉ କିଛି ବଜେଟ ଚିନ୍ତାଜନକ। ଯାହାର ସମାଧାନ କରିବା…

ଆଜିଠାରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର,୧।୨(ବ୍ୟୁରୋ): ସପ୍ତଦଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ବୁଧବାରଠାରୁ ଜନତା ମଇଦାନଠାରେ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ହସ୍ତତନ୍ତ ମନ୍ତ୍ରଣାଳୟର ବିକାଶ ଆୟୁକ୍ତ (ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ)ଙ୍କ ସହଭାଗିତାରେ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?