ବେସରକାରୀ କଲେଜରେ ୨୭୪ ଅଧ୍ୟାପକ ନିଯୁକ୍ତ
ଭୁବନେଶ୍ୱର, ୩୧ା୮ (ବ୍ୟୁରୋ): ଉଚ୍ଚଶିକ୍ଷାର ବିକାଶ କରିବା ସହ ଏହାକୁ ଗତିଶୀଳ କରିବା ଦିଗରେ ଶିକ୍ଷକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଅଧ୍ୟାପକମାନେ ଛାତ୍ରୀଛାତ୍ରମାନଙ୍କୁ କେବଳ ପାଠ୍ୟକ୍ରମ(ସିଲାବସ୍)ରେ ସୀମିତ ନ ରଖି ସେମାନଙ୍କୁ ବର୍ତ୍ତମାନ ସମାଜରୁ ଶିକ୍ଷାଲାଭ କରିବା ସହ ବାସ୍ତବ...
ରାଜଧାନୀରେ ଘଟିଚାଲିଛି ଅପରାଧ, ପୋଲିସ ଚୁପ୍: ଭାଜପା
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରାଜ୍ୟରେ ଆଇନ ତା’ ନିଜ ବାଟରେ ଯାଉ ନାହିଁ ବରଂ ଆଇନ ଆଗରେ ବାଟ ଓଗାଳି ଛିଡା ହୋଇ ରହିଛନ୍ତି ରାଜ୍ୟ ସରକାର। ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ହତ୍ୟା, ବଳାତ୍କାର, ଠକେଇ, ଡକାୟତି ଓ ମୋଟରଯାନ ଦୁର୍ଘଟଣା...
ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ
ଭୁବନେଶ୍ୱର,୩୧ା୮(ବ୍ୟୁରୋ):ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍ ଧନକରଙ୍କୁ ଭେଟିଛନ୍ତି। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...
ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ ପାତ୍ର
ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍ ଧନକରଙ୍କୁ ଭେଟିଛନ୍ତି ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି । ସଂସଦରେ ଓଡ଼ିଶା ସ୍ବାର୍ଥ ସମ୍ପର୍କିତ...
ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ: ୧.୨୦ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ଆସିଲା ଚଳିତ ବର୍ଷର ବନ୍ୟାର କ୍ଷୟକ୍ଷତି ରିପୋର୍ଟ। ଲଗାଣ ବର୍ଷା ଏବଂ ବନ୍ୟାରେ ରାଜ୍ୟର ୧ ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ନଷ୍ଟ ହୋଇଥିବା ବେଳେ ୨୪ଟି ଜିଲାର ଚାଷୀ ପ୍ରଭାବିତ ହୋଇଛନ୍ତି। ତେବେ ୧୦ଟି...
କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦ୍ବାଦଶ, ଦଶମ ଜେଇଇ ମେନ୍ ପରୀକ୍ଷାର କୃତୀ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ...
ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ କନ୍ଧମାଳ ଜିଲାର ୬୯ ବର୍ଷିୟ ବ୍ୟକ୍ତି। ସେ ଉଚ୍ଚ...
ନୂଆଁଖାଇରେ ରାଜ୍ୟ ସରକାରଙ୍କ ଭେଟି, ଚାଷୀଙ୍କୁ ମିଳିବ କାଳିଆ ଟଙ୍କା
ଭୁବନେଶ୍ୱର,୩୦।୮(ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର। ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା। ପ୍ରତ୍ୟେକ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ ମିଳିବ। ଏହି ଯୋଜନାରେ ରାଜ୍ୟର ୪୧ ଲକ୍ଷ ଚାଷୀ ଉପକୃତ ହେବେ। ତେବେ ଏହି ବାବଦରେ...
ଦୁର୍ବଳ ମୌସୁମୀ ପ୍ରଭାବରେ ଦିନରେ ବୃଦ୍ଧି ପାଉଛି ତାପମାତ୍ରା
ଭୁବନେଶ୍ୱର,୩୦।୮(ବ୍ୟୁରୋ): ମୌସୁମୀ ନିମ୍ନ ଚାପରେଖା ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ଆଗାମୀ ୫ଦିନ ଯାଏ ଅବସ୍ଥାନ କରିବାର ସମ୍ଭାବନା ଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।...
ଆଜି ରାଜ୍ୟରେ ୨୩୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ...
ମୃତ ଶିଶୁକୁ ବ୍ୟାଗରେ ନେଉଥିଲେ ବାପା
ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଶେଷକୃତ୍ୟ ପାଇଁ ଶିଶୁକନ୍ୟାର ମୃତଦେହକୁ ବ୍ୟାଗରେ ନେଉଥିଲେ ବାପା। ହେଲେ ଅଧାବାଟରେ ଛିଣ୍ଡିଗଲା ବ୍ୟାଗ। ମୃତଦେହଟି ତଳକୁ ଖସି ପଡିବା ଦେଖି ଲୋକଙ୍କ ସନ୍ଦେହ ହେଲା। ତାଙ୍କୁ ଅଟକାଇ ନିସ୍ତୁକ ମାଡ଼ ମାରିଥିଲେ। ମୃତ ଝିଅକୁ ସଂସ୍କାର ପାଇଁ ନେଉଥିବା...
ଅପରାଜିତା ପବ୍ଲିସିଟି ରାଜନୀତି ନ କରନ୍ତୁ: ମେୟର
ଭୁବନେଶ୍ୱର,୩୦।୮(ବ୍ୟୁରୋ)”ଭୁବନେଶ୍ୱରରେ ଡମ୍ପିଂୟାର୍ଡ ସମସ୍ୟା ଭିତରେ ବିଏମ୍ସି ଛନ୍ଦି ହୋଇପଡ଼ିଛି। ଏଥିପାଇଁ ବିଏମ୍ସିକୁ ବହୁ ସମାଲୋଚନାର ଶିକାର ହେବାକୁ ପଡୁଛି। ରବିବାର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଡମ୍ପିଂୟାର୍ଡର ସମାଧାନ ପାଇଁ ମେୟର ସୁଲୋଚନା ଦାସଙ୍କୁ ଚିଠି ଲେଖିଛନ୍ତି। ତେବେ ଏହାର ପ୍ରତିକ୍ରିୟା...
Archives


