ମେଟ୍ରୋ

ବାତ୍ୟା ପରେ ଆସୁଛି ଲଘୁଚାପ, ବଙ୍ଗୋପସାଗରରେ ବଡ଼ ହଲଚଲ

ଭୁବନେଶ୍ୱର,୧ା୧୧: ପାଣିପାଗକୁ ନେଇ ନୂଆ ଅପଡେଟ୍‌ । ଆସୁଛି ଆଉ ଏକ ଲଘୁଚାପ । ଚାଲିଯାଇଛି ବାତ୍ୟା ମୋନ୍ଥା । କିନ୍ତୁ ଏବେ ପାଣିପାଗକୁ ନେଇ ପୁଣି ବଡ଼ ଖବର ମିଳିଛି । ଆସୁଛି ଆଉ ଏକ ଲଘୁଚାପ । ବାତ୍ୟା ମୋନ୍ଥା…

ଏମାନଙ୍କୁ ମିଳିବ ୧୦ ହଜାର ଟଙ୍କା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧।୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ଟଙ୍କା ମିଳିବ। ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା। ‘ସୁଭଦ୍ରା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଲାଗି ନଭେମ୍ବର…

ଆଜିଠାରୁ ଖୋଲିବ ‘ସୁଭଦ୍ରା’ ପୋର୍ଟାଲ: ଏହିମାନେ କରିପାରିବେ ଆବେଦନ

ଭୁବନେଶ୍ୱର,୧ା୧୧(ସୁଚିସ୍ମିତା ସାହୁ):‘ସୁଭଦ୍ରା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଲାଗି ନଭେମ୍ବର ୧ ଶନିବାରଠାରୁ ପୋର୍ଟାଲ ଖୋଲିବ। ଏହି ପୋର୍ଟାଲ ମାଧ୍ୟମରେ ୨୦ ବର୍ଷ ପୂରି ୨୧ ଚାଲୁଥିବା ଯୁବତୀମାନେ ସୁଭଦ୍ରା ସହାୟତା ପାଇଁ ଆବେଦନ କରିପାରିବେ। ଏଥିସହ ଯେଉଁମାନେ ପୂର୍ବରୁ ଆବେଦନ…

୭ ମାସ ସମୁଦ୍ରରେ ମାଛଧରା ନିଷେଧ: ଆଇନ ଭାଙ୍ଗିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧।୧୧: ଆଜିଠୁ ମେ ୩୧ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା। ବିରଳ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା ଲଗାଯାଇଛି। ସମୁଦ୍ର କୂଳ ଠାରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମାଛ ଧରିବା ଉପରେ…

ଆଜିଠାରୁ ‘ଜଷ୍ଟ ଇନ୍‌ ଟାଇମ୍‌’ ନୀତି ପ୍ରଚଳନ: ଜାଣନ୍ତୁ ଏହା କ’ଣ

ଭୁବନେଶ୍ୱର,୧ା୧୧(ରବିନାରାୟଣ ଜେନା):କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା (ସିଏସ୍‌ଏସ୍‌) ଅର୍ଥ କିଭଳି ବାଟମାରଣା ହେବନାହିଁ ଏବଂ ଅର୍ଥ ଠିକଣା ବାଟରେ ଖର୍ଚ୍ଚ ହେବ ତାହାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ‘ଜଷ୍ଟ ଇନ୍‌ ଟାଇମ୍‌’ ନୀତିକୁ ଗୁରୁତ୍ୱ ଦିଆଯାଇଛି। ଏହି ନୀତି…

ହଠାତ ବଡ଼ ଘୋଷଣା କଲେ ନବୀନ, ନିର୍ବାଚନ ପୂର୍ବରୁ ଆଉ ୧୭ ନେତାଙ୍କୁ…

ଭୁବନେଶ୍ୱର,୩୧।୧୦:ନୂଆପଡା ନିର୍ବାଚନକୁ ନେଇ ରାଜନୀତି ସରଗରମ। ଭୋଟ ଦିନ ପାଖେଇ ଆସୁଥିବାବେଳେ ରାଜନୈତିକ ତାତି ବଢିବାରେ ଲାଗିଛି। ଏହି ଭିତରେ ବିଜେଡି କରିଛି ବଡ଼ ଘୋଷଣା। ଆଉ ୧୭ ନେତାଙ୍କୁ ସାଂଗଠନିକ ଦାୟିତ୍ୱ ଦେଇଛି ବିଜେଡି। ନୂଆପଡ଼ାରେ ୧୭ନେତାଙ୍କୁ ନିର୍ବାଚନ ପରିଚାଳନା…

ଭାଜପା ନେତାଙ୍କ ବଡ଼ ବୟାନ, ନୂଆପଡାରେ ନବୀନ ମଇଦାନକୁ ଓହ୍ଲାଇଲେ…

ନୂଆପଡା,୩୧।୧୦:ରାଜ୍ୟ ଭାଜପା ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ବଡ଼ ବୟାନ । କହିଲେ, ନବୀନ ମୈଦାନକୁ ଓହ୍ଲାଇଲେ କିଛି ବି ଫରକ ପଡ଼ିବ ନାହିଁ । ଭାଜପାର ନୂଆପଡ଼ା ବିଜୟ ସୁନିଶ୍ଚିତ । ଏପଟେ ଅରୁଣ ସାହୁଙ୍କ କାଉଣ୍ଟର ।…

ମହିଳାଙ୍କ ପାଇଁ ଖୁସିଖବର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ

ଭୁବନେଶ୍ୱର,୩୧।୧୦: ପୁଣି ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ସୁଭଦ୍ରା ପୋର୍ଟାଲରେ ଅନଲାଇନ ଆବେଦନ କରିପାରିବେ। ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଯେଉଁମାନେ ୨୦ରୁ ୨୧ ବର୍ଷରେ ପହଞ୍ଚିଲେ ସେମାନେ ଆବେଦନ…

ନୂଆପଡ଼ା ନିର୍ବାଚନ ମଇଦାନକୁ ଓହ୍ଲାଇବା ପୂର୍ବରୁ ଭିଡିଓ ବାର୍ତ୍ତା ଦେଲେ ନବୀନ, ଶୁଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୩୧।୧୦: ନୂଆପଡ଼ା ନିର୍ବାଚନ ମଇଦାନକୁ ଓହ୍ଲାଇବା ପୂର୍ବରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦେଇଛନ୍ତି ଭିଡିଓ ବାର୍ତ୍ତା । ଆସନ୍ତା ୩ ତାରିଖରେ ସେ କୋମନା ଯିବେ ବୋଲି କହିବା ସହିତ ଲୋକଙ୍କ ସହ ମିଶିବେ ଏବଂ କଥା ହେବେ ବୋଲି…

MSME ଉଦ୍ୟୋଗୀଙ୍କ ପାଇଁ ଖୁସି ଖବର: ମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୩୧।୧୦: MSME ଉଦ୍ୟୋଗୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ଦେଇଛନ୍ତି। କ୍ଷୁଦ୍ର, ଲଘୁ ଓ ମଧ୍ୟମ ଉଦ୍ୟୋଗ ପାଇଁ ଆଉ କିସମ ପରିବର୍ତ୍ତନ କରିବାକୁ ପଡ଼ିବନି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଉଦ୍ୟୋଗୀଙ୍କୁ କିସମ ପରିବର୍ତ୍ତନ…

ବୀମା ଟଙ୍କା ପାଇବାକୁ ଚୋରି ନାଟକ, ୟୁଟ୍ୟୁବ୍‌ରୁ ଶିଖିଥିଲେ କୌଶଳ, ଏମିତି ପଡ଼ିଲେ ଧରା…

ଭୁବନେଶ୍ୱର,୩୧ା୧୦(ସତ୍ୟଜିତ ରାଉତ): ବ୍ୟବସାୟରେ କ୍ଷତି ହେବାରୁ ଦେଇପାରୁ ନ ଥିଲେ ଦୋକାନ ଭଡ଼ା। ଋଣଭାର ଏତେ ବଢ଼ିଯାଇଥିଲା ଯେ, ଏହାକୁ ପରିଶୋଧ କରିବାକୁ ଚିନ୍ତାରେ ପଡ଼ିଥିଲେ। ଏସବୁ ସମସ୍ୟାରୁ ମୁକୁଳିବାକୁ ଯାଇ ବାଛିଥିଲେ ଅପରାଧର ବାଟ। ବୀମା ଟଙ୍କା ପାଇଁ ନିଜ…

ନୂଆପଡାରେ ଦଳୀୟ କର୍ମକର୍ତ୍ତାଙ୍କୁ ବିଜୟ ମନ୍ତ୍ର ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଆଦିବାସୀ ଜନଜାତିଙ୍କୁ କହିଲେ…

ଭୁବନେଶ୍ୱର,୩୧।୧୦: ନୂଆପଡା ବିଧାନସଭା ଉପନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୈତିକ ଦଳର ନେତା, କର୍ମୀଙ୍କ ଚଳଚଞ୍ଚଳତା ବୃଦ୍ଧି ପାଇବାରେ ଲାଗିଛି । ତିନି ପ୍ରମୁଖ ଦଳ ଭାଜପା, ବିଜେଡି କଂଗ୍ରେସ ନିର୍ବାଚନୀ ପ୍ରଚାର ସଙ୍ଗେସଙ୍ଗେ ଦଳୀୟ ସଂଗଠନକୁ ଆହୁରି ମଜଭୂତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri