ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ୨୪ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୭ ଲୋକାଲ କେସ୍ ରହିଛି। ଏହାଛଡ଼ା ୧୮ ବର୍ଷରୁ କମ୍ ବୟସର ୫ ଆକ୍ରାନ୍ତ ରହିଥିବା ନେଇ ରାଜ୍ୟ…
ସମୟ ଆସିଲେ ସବୁ ସତ କହିବି: ଅର୍ଚ୍ଚନା ନାଗ
ଭୁବନେଶ୍ୱର,୨୬ା୧୦(ବ୍ୟୁରୋ): ମାସକ ପରେ ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କୁ କ୍ୟାମେରା ସାମ୍ନାରେ ଦେଖିବାକୁ ମିଳିଛି। ବୁଧବାର କଡ଼ା ସୁରକ୍ଷା ବଳୟ ଭିତରେ ଝାରପଡ଼ା ଜେଲ୍ରୁ ଭୁବନେଶ୍ୱର ଏସ୍ଡିଜିଏମ୍ କୋର୍ଟରେ ତାଙ୍କୁ ହାଜର କରାଯାଇଥିଲା। ସେଠାରେ ଅର୍ଚ୍ଚନା ହାଜିରା ପକାଇବା ପରେ ଜାମିନ…
ଧାମନଗରର ଉପନିର୍ବାଚନ: ୩୧ରେ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଧାମନଗରର ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିବେ । ଆସନ୍ତା ୩୧ରେ ସେ ଭର୍ଚୁଆଲରେ ପ୍ରଚାର କରିବେ ବୋଲି ରାଜ୍ୟସଭା ଏମ୍ପି ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି । ଧାମନଗର ଉପନିର୍ବାଚନରେ ୨୦୨୦ରେ ହୋଇଥିବା ବାଲେଶ୍ୱର ଓ…
ନବବଧୂଙ୍କ ହତ୍ୟା ଅଭିଯୋଗ: ଶାଶୁ ଗିରଫ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ କଳିଙ୍ଗବିହାରରୁ ଦୀପାବଳିରେ ଜଣେ ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣାରେ ବୁଧବାର ତାଙ୍କ ଶାଶୁଙ୍କୁ ଗିରଫ କରାଯାଇଛି। ମାତ୍ର ଏଯାବତ୍ ତାଙ୍କ ସ୍ବାମୀ ଓ ଶ୍ୱଶୁରଙ୍କ ପତ୍ତା ମିଳୁନାହିଁ। ମୃତ ନବବଧୂଜଣକ ହେଲେ ସୁଶ୍ରୀ…
ଆଜି ଏସ୍ଡିଜେଏମ୍ କୋର୍ଟରେ ହାଜର ହେବେ ଅର୍ଚ୍ଚନା
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ଲାକ୍ମେର ଅର୍ଚ୍ଚନା ନାଗ ବୁଧବାର ଏସ୍ଡିଜେଏମ୍ କୋର୍ଟରେ ହାଜର ହେବେ। ଅକ୍ଷୟ ପରିଜାଙ୍କୁ ୩ କୋଟି ବ୍ଲାକ୍ମେଲିଂ ମାମଲାରେ ହାଜର ହେବେ ବୋଲି ଜଣାପଡିଛି। ବ୍ୟକ୍ତିଗତ ଭାବେ ହାଜର ହେବେ ବୋଲି ଅର୍ଚ୍ଚନାଙ୍କ ଓକିଲ ସୂଚନା ଦେଇଛନ୍ତି। ଅନ୍ୟପଟେ,…
ଆଜି ରାଜ୍ୟରେ ୩୯ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୬ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
ସିଇଓଙ୍କୁ ଫେରାଦ ହେଲେ ବିଜେଡି, ଭାଜପା
ଭୁବନେଶ୍ୱର,୨୬।୧୦(ବ୍ୟୁରେ): ଧାମନଗର ଉପନିର୍ବାଚନରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ହେଉଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଟଙ୍କା ଓ ଅନ୍ୟାନ୍ୟ ଜନିଷ ଦେଇ ପ୍ରଲୋଭିତ କରାଯାଉଥିବା ନେଇ ଉଭୟ ଭାଜପା ଓ ବିଜେଡି ପରସ୍ପରକୁ ଦୋଷାରୋପ କରିଛନ୍ତି। ଏ ନେଇ…
୩୧ରେ ନବୀନ କରିବେ ପ୍ରଚାର
ଭୁବନେଶ୍ୱର,୨୬।୧୦(ବ୍ୟୁରେ): ଧାମନଗର ଉପନିର୍ବାଚନ ପାଇଁ ଏବେ ପ୍ରଚାର ସରଗରମ ରହିଛି। ଆସନ୍ତା ୩ ତାରିଖରେ ହେବାକୁ ଥିବା ମତଦାନ ନିମନ୍ତେ ନଭେମ୍ବର ୧ ତାରିଖ ସା ୬ଟା ସୁଦ୍ଧା ପ୍ରଚାର ଶେଷ ହେବ। ୩୧ ତାରିଖରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ…
ଧଉଳି ଶାନ୍ତିସ୍ତୂପରେ ଗଛକଟାକୁ ନେଇ ଅସନ୍ତୋଷ
ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,(ଡି.ଏନ୍.ଏ)୨୬ା୧୦: ରାଜଧାନୀରେ ଗଛକଟାକୁ ନେଇ ପୁଣି ବିବାଦ ଛିଡ଼ାହୋଇଛି। ପର୍ଯ୍ୟଟନସ୍ଥଳୀ ଶାନ୍ତିସ୍ତୂପ ଧଉଳି ଆସନ୍ତା ୨୮ତାରିଖରେ ଏହାର ସୁବର୍ଣ୍ଣ ଜୟନ୍ତ୍ରୀ ପାଳନ କରିବାକୁ ଯାଉଛି। ଦେଶ ବିଦେଶରୁ ବହୁ ବୌଦ୍ଧ ସାଧୁସନ୍ଥ ଏଥିରେ ଯୋଗଦେବାକୁ ଥିବାରୁ ଏହାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ…
ୱାନ୍ମ୍ୟାନ୍ ଗ୍ୟାଙ୍ଗ୍ ‘ସଞ୍ଜୟ’ ପୁଣି ଗିରଫ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରେ ଏକା ଚୋରି କରି ‘ୱାନ୍ମ୍ୟାନ୍ ଗ୍ୟାଙ୍ଗ’ ବନିଥିବା ପେସାଦାର ଚୋର ପୁଣି କମିଶନରେଟ ପୋଲିସ ହାତରେ ଧରାପଡ଼ିଛନ୍ତି। ଚୋରି ଉଦ୍ୟମ ବେଳେ ସ୍ପେଶାଲ ସ୍କ୍ବାଡ୍ ଓ ନୟାପଲ୍ଲୀ ଥାନା ପୋଲିସର ମିଳିତ ଟିମ୍ ତାଙ୍କୁ…
ଓଭରବ୍ରିଜ୍କୁ ବିପଦ ଗଛ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଅନେକ ସ୍ଥାନର ଉନ୍ନତୀକରଣ ପାଇଁ ବଡ଼ ବଡ଼ ଗଛ କାଟି ପଦା କରିଦିଆଯାଉଛି। ହେଲେ ଯେଉଁ ସ୍ଥାନରେ ଗଛ ନ ଉଠିବା କଥା ସେଠାରେ ଉଠୁଥିଲେ ସୁଦ୍ଧା ଏହା ଉପରେ କାହାର ନଜର ପଡ଼ୁନାହିଁ। ଓଭରବ୍ରିଜ୍ର କାନ୍ଥରେ…
୩୦ କୋଟିର ହିସାବ ଦେବେ ଅର୍ଚ୍ଚନା-ଜଗବନ୍ଧୁ
ଭୁବନେଶ୍ୱର,୨୬ା୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପୋଲିସ ଏବଂ ପ୍ରଶାସନିକ ଅଧିକାରୀଙ୍କୁ ମାୟାଜାଲରେ ଫସାଇ ଟଙ୍କା ହଡ଼ପ କରିଥିବା ବହୁଚର୍ଚ୍ଚିତ ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବେ ଝାରପଡ଼ା ଜେଲରେ ଥିବା ବେଳେ ଏହି…
Archives


