ମେଟ୍ରୋ

ବିରୋଧୀ ଦଳରେ ଛାତ୍ର ନେତା ସୃଷ୍ଟି ନ କରିବାକୁ ଷଡ଼ଯନ୍ତ୍ର

ଭୁବନେଶ୍ୱର,୨୮।୮(ବ୍ୟୁରୋ): ବିଭିନ୍ନ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନିର୍ବାଚିତ ପ୍ରତିନିଧିଙ୍କ ଭଳି ବିଜୁ ଜନତା ଦଳ ଏକ ମନୋନୀତ କ୍ୟାମ୍ପସ କମିଟି ଗଠନ କରୁଛି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କାହିଁକି କଲେଜ ଏବଂ...

ସିବିଆଇର ରିମାଣ୍ଡ ଆବେଦନ ଖାରଜ

ଭୁବନେଶ୍ୱର,୨୮।୮(ବ୍ୟୁରୋ): ପାରାଦୀପ ପୋର୍ଟ କନ୍‌ଭେୟର ବେଲ୍ଟ ଲାଞ୍ଚ କାରବାର ମାମଲାରେ ଗିରଫ ହୋଇଥିବା ଚର୍ଚ୍ଚିତ ମିଶ୍ରଙ୍କ ସମେତ ୬ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନକୁ ଶନିବାର ଭୁବନେଶ୍ୱର ସ୍ବତନ୍ତ୍ର ସିବିଆଇ କୋର୍ଟ ଖାରଜ କରିଛନ୍ତି। ଚର୍ଚ୍ଚିତ ଓ ଅନ୍ୟ ଅଭିଯୁକ୍ତଙ୍କୁ ରିମାଣ୍ଡରେ...

ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରାଧାନାଥ ଭଟ୍ଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରାଧାନାଥ ଭଟ୍ଟ। ସେ ଦୀର୍ଘ ଏକ ମାସରୁ ଅଧିକ ସମୟ ଧରି ଅସୁସ୍ଥ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ଚିକିତ୍ସା ଚାଲିଥିବା ବେଳେ ଶନିବାର ଅପରାହ୍ନରେ ସେ ଶେଷ ନିଶ୍ୱାସ...

ଆଇଏଏସ୍‌ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ସୁଶୀଲ କୁମାର ଲୋହାନୀ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ।...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୮୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୫,୭୨୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

କାହିଁକି ମୃତ୍ୟୁ ପୂର୍ବରୁ ୨ ଲକ୍ଷ ଲୋନ୍‌ କରିଥିଲେ ଶ୍ୱେତା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ସପ୍ଟଓ୍ବେର ଇଞ୍ଜିନିୟର ଶ୍ୱେତାଙ୍କ ମୃତ୍ୟୁକୁ ନେଇ ନୂଆନୂଆ ତଥ୍ୟ ସାମ୍ନାକୁ ଆସୁଛି। ମୃତ୍ୟ ପୂର୍ବରୁ ସେ ୨ଲକ୍ଷ ୩୦ ହଜାର ଟଙ୍କା ଲୋନ କରିଥିବା ଜଣାପଡ଼ିଛି। ପରେ ସେ ପୁରୁଷ ବନ୍ଧୁ ସୌମ୍ୟଙ୍କୁ ଟଙ୍କା ଦେଇଥିବା ମୋବାଇଲ୍‌ ଚାଟ୍‌...

ରାଜ୍ୟରେ ସ୍ଥାପନ ହେବ ୩୬ଟି ନୂଆ ଥାନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ୩୬ଟି ନୂଆ ପୋଲିସ ଷ୍ଟେଶନ ସ୍ଥାପନ କରାଯିବ। ଖୁବ୍‌ଶୀଘ୍ର ନୂଆ ଥାନା କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ତେବେ ନୂଆ ଥାନା ଭିତରେ ଭୁବନେଶ୍ୱର ମୈତ୍ରୀ ବିହାର, ଅନୁଗୋଳ ଜିଲାର ବାଗେଡିଆ ଏବଂ...

ବିପିଏଲ୍‌, କେଲ୍‌ଭିନେଟର ପକ୍ଷରୁ ଡିଲର ପୁରସ୍କୃତ

ଭୁବନେଶ୍ୱର,୨୭ା୮: ବିପିଏଲ୍‌ ଏବଂ କେଲଭିନେଟର କମ୍ପାନୀ ପକ୍ଷରୁ ବିକ୍ରିରେ ସଫଳତା ହାସଲ କରିଥିବା ଡିଲରଙ୍କୁ ପୁରସ୍କୃତ କରାଯାଇଛି। ଏ ନେଇ କମ୍ପାନୀ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ କମ୍ପାନୀର ବିଏମ୍‌ ଦୀପକ ସାମଲ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ରେ ୨ ଦିନ ସରକାରୀ ଛୁଟି ଘୋଷଣା କରିବା ପାଇଁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦାବି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଏକ ୨ ପୃଷ୍ଠାର ଚିଠି...

୧୧ ରାଜ୍ୟର ରିପୋର୍ଟ ଦେଖିଲେ, ସେପ୍ଟେମ୍ବରରେ ୨ୟ ବୈଠକ

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ସଦସ୍ୟ ଏବଂ ପୂର୍ବତନ ସଦସ୍ୟଙ୍କ ଦରମା, ପେନ୍‌ସନ୍‌, ଭତ୍ତା ବୃଦ୍ଧି ନିମନ୍ତେ ଆସିଥିବା ପ୍ରସ୍ତାବକୁ ନେଇ ଶୁକ୍ରବାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ...

ପାଓ୍ବାର କଟ୍‌ କରିବନି ‘ମନ୍‌ କୀ ବାତ୍‌’ ଅଛି

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ର ନିର୍ମାଣ ଓ ସମାଜ ମଙ୍ଗଳ ପ୍ରସଙ୍ଗରେ ଆଲୋଚନା କରିବା ସହିତ ସାଧାରଣ ଜୀବନ ବାସକରୁଥିବା ଲୋକଙ୍କ ଅକୁହା କଥା ସାମ୍ନାକୁ ଆଣିଥାଆନ୍ତି, ଯାହା ଆମ...

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। ଏ ନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ କଳାହାଣ୍ଡି ଜିଲାର ୬୪ ବର୍ଷିୟ ମହିଳା। ସେ ଉଚ୍ଚ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri