କିଶୋରଙ୍କୁ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର
ଭୁବନେଶ୍ୱର, ୨୪।୧୦ (ବ୍ୟୁରୋ):ଅର୍ଥ ଅଭାବରୁ ନିଜର ଚିକିତ୍ସା କରାଇ ପାରୁ ନ ଥିଲେ କିଶୋର। ମନୋବଳ ହରାଇ ଦେଇଥିଲେ। ଏହି ସମୟରେ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର ଏବଂ କିଶୋରଙ୍କୁ ମିଳିଲା ବଞ୍ଚିବାର ରାହା। ଭୁବନେଶରସ୍ଥିତ ମଞ୍ଚେଶ୍ୱର ନିକଟବର୍ତ୍ତୀ…
ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲରେ ସିଦ୍ଧିକ୍ଷା ଦ୍ୱିତୀୟ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ):ଦୁବାଇଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ୍ କଣ୍ଟେଷ୍ଟରେ ୨ୟ ରନର୍ସ ଅପ୍ ହୋଇ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଯୁବତୀ ସିଧିକ୍ଷା ପ୍ରିୟଦର୍ଶିନୀ। ଏଥିସହ ଅନ୍ତର୍ଜାତୀୟ ମଡେଲ ଦୁନିଆରେ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି…
ଧନତେରସ୍ ପାଇଁ ଝାଡୁ ଅଭାବ
ବାଲିଅନ୍ତା,୨୪।୧୦(ଡି.ଏନ୍.ଏ.): ଧନତେରସରେ ଝାଡୁ ଏବଂ ସୁନା କିଣିଲେ ଶୁଭ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ରବିବାର ଧନତେରସ ପାଇଁ ଝାଡୁର ଅଭାବ ଦେଖିବାକୁ ମିଳିଥିଲା। ବାଲିଅନ୍ତା ହାଟ ବଜାରରେ ଲୋକେ ଝାଡୁ କିଣିବା ପାଇଁ ଲାଇନ ଲଗାଇଥିଲେ। ବଜାରକୁ ଆସିଥିବା ମହିଳାମାନେ…
ଅନୁରାଗ ପାଇଁ ଯୁବପିଢ଼ିଙ୍କ କ୍ରେଜ୍
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ୟୁଟୁବର୍ ତଥା ବାଇକର୍ ଅନୁରାଗ ଦୋଭଲଙ୍କୁ ରବିବାର ଅପରାହ୍ନ ୪.୩୦ରେ ଭୁବନେଶ୍ୱର ଏସ୍ପ୍ଲାନେଡ୍ ମଲ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା। ସେ ତାଙ୍କ ଆକର୍ଷଣୀୟ ବାଇକ୍ ନେଇ ଏଠାରେ ପହଞ୍ଚିବା ପରେ ପ୍ରଶଂସକମାନେ ଭିଡ଼ ଜମାଇଥିଲେ। ଏପରିକି…
ଦୀପାବଳିରେ ଭିଜିବ ଉପକୂଳ
ଭୁବନେଶ୍ୱର,୨୪।୧୦ (ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ରବିବାର ସକାଳେ ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟାପ୍ରତି ୧୭ କି.ମି. ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ…
ସୁରକ୍ଷା ଖୋଜୁଛି ସୁରକ୍ଷାକବଚ
ଭୁବନେଶ୍ୱର(ବ୍ୟୁରୋ)/ରାଜନଗର, ୨୪।୧୦(ଡି.ଏନ୍.ଏ):ହେନ୍ତାଳ ହେଉଛି ଲବଣ ପ୍ରତିରୋଧୀ ପ୍ରଜାତିର ବୃକ୍ଷ, ଯାହାକି ସମୁଦ୍ର ଉପକୂଳ ଏବଂ ନଦୀ ମୁହାଣରେ ଥିବା ଆର୍ଦ୍ର ଅଞ୍ଚଳରେ ଦେଖିବାକୁ ମିଳିଥାଏ। ଏହା ବାତ୍ୟା, ଜୁଆର ସମୟରେ ମାଡ଼ି ଆସୁଥିବା ସମୁଦ୍ର ପାଣିରୁ ଉପକୂଳକୁ ସୁରକ୍ଷା ଦେଇଥାଏ। ସମୁଦ୍ର…
ଜିମ୍ ସେଣ୍ଟରରେ ନିଆଁ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଭୁବନେଶ୍ୱର ଜାଗମରାସ୍ଥିତ ଏକ ଫିଟ୍ନେସ୍ ସେଣ୍ଟର (ଜିମ୍)ରେ ରବିବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଦୁଇ ମହଲା ବିଶିଷ୍ଟ କୋଠାରେ ଏହି ଜିମ୍ ସେଣ୍ଟର ରହିଛି। ଏହାର ପ୍ରବେଶ ପଥରେ ପ୍ରଥମେ ନିଆଁ ଲାଗି ଚାରିଆଡ଼େ ବ୍ୟାପୀ ଯାଇଥିଲା। ଏହି ସମୟରେ…
ଅଳଙ୍କାର କିଣିବାକୁ ଆକର୍ଷଣୀୟ ସୁବିଧା
ଭୁବନେଶ୍ୱର,୨୩।୧୦: ଗତ ୨ ବର୍ଷ ପରେ ଚଳିତ ବର୍ଷ ଏକ ସୁସ୍ଥ ପରିବେଶରେ ଧନ୍ତେରସ ପାଳନ ପାଇଁ ଉଭୟ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏପରିକି ଗତ ୩ ବର୍ଷ ତୁଳନାରେ ଚଳିତ ବର୍ଷର ସୁନା, ରୁପା ବହୁତ…
ବଢ଼ିଲା ସୁନା, ରୁପା ଦର
ଭୁବନେଶ୍ୱର, ୨୩।୧୦(ବ୍ୟୁରୋ): ଧନ ତ୍ରୟୋଦଶୀ ବା ଧନ୍ ତେରସ୍ରେ ସୁନା ଓ ରୂପା କିଣିଲେ ଘରକୁ ଲକ୍ଷ୍ମୀଙ୍କ ବିରାଜମାନ ହୋଇଥାଏ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଏହି ଦିନରେ ସୁନାରୂପା ବ୍ୟବସାୟ ଅଧିକମାତ୍ରାରେ ହୋଇଥାଏ। ଚଳିତବର୍ଷ ରବିବାର ଧନ୍ତେରସ ପଡ଼ୁଥିବାରୁ ଜୁଏଲେରୀ…
ବିଶ୍ୱାସ ଦେଇଥାଏ ବ୍ୟବସାୟକୁ ବଳ
ଭୁବନେଶ୍ୱର,୨୩।୧୦: ଇତିହାସ ସାଙ୍ଗକୁ ପୁରାଣରେ ବର୍ଣ୍ଣତ ରହିଛି ଯେ ଆୟୁର୍ବେଦ ଦେବତା ଧନ୍ବନ୍ତରୀଙ୍କ ଜନ୍ମଦିବସକୁ ଧନ୍ତେରସ ଭାବେ ଜୈନ ଧର୍ମାବଲମ୍ବୀମାନେ ପାଳନ କରୁଥିବା ବେଳେ ସମୟକ୍ରମେ ଧୀରେ ଧୀରେ ଭାରତବର୍ଷରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଏପରିକି ଧନ୍ତେରସରେ ଧନପ୍ରାପ୍ତି ଓ…
ଝାଡ଼ୁ କିଣିବାକୁ ଶୁଭ ମନେ କରାଯାଏ
ଧନତେରସ ଦିନରେ ଝାଡ଼ୁ କିଣିବା ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ବିଶ୍ୱାସ କରାଯାଏ ଯେ ଏହି ଦିନ ଝାଡ଼ୁ କିଣିବା ଦ୍ୱାରା ମା’ ଲକ୍ଷ୍ମୀଙ୍କ ବାସସ୍ଥାନ ଘରେ ରହିଥାଏ। ହେଲେ ଝାଡ଼ୁ କିଣିବା ପୂର୍ବରୁ ଏହାର କିଛି ନିୟମ ଥିବା…
ଗ୍ରାହକଙ୍କୁ ଆକୃଷ୍ଟ ପାଇଁ ଆକର୍ଷଣୀୟ ଅଫର
ଭୁବନେଶ୍ୱର,୨୩।୧୦: ଧନ୍ତେରସ କେବଳ ସହରରେ ନୁହେଁ, ଗାଁରେ ମଧ୍ୟ ପାଳନ କରାଯାଉଛି। କାରଣ ପୂର୍ବକାଳରୁ ବିଶ୍ୱାସ ରହିଛି ଯେ ଧନ୍ତେରସରେ ନିଜ ସକ୍ଷମ ଅନୁସାରେ ସୁନା ହେଉ କିମ୍ବା ରୁପା ଅଥବା ଅନ୍ୟାନ୍ୟ ଧାତୁ ସମ୍ବନ୍ଧିତ ବସ୍ତୁ କିଣିଲେ ଧନପ୍ରାପ୍ତି ସାଙ୍ଗକୁ…
Archives


