ମେଟ୍ରୋ

ଅର୍ଚ୍ଚନାଙ୍କ ସ୍ବାମୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁଙ୍କୁ ଗିରଫ କଲା ପୋଲିସ। ଶୁକ୍ରବାର ଭୁବନେଶ୍ୱରର ସତ୍ୟବିହାର ଘରୁ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଜଗବନ୍ଧୁଙ୍କୁ ଉଠାଇ ନେଇଥିଲା। ବ୍ଲାକ୍‌ମେଲର ଅର୍ଚ୍ଚନାଙ୍କୁ ଏହି ଘଟଣାରେ ସ୍ବାମୀ ଜଗବନ୍ଧୁ ସାହାର୍ଯ୍ୟ କରୁଥିଲେ ବୋଲି…

ଅର୍ଚ୍ଚନାଙ୍କ ସ୍ବାମୀଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ନାଗଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଉଠାଇ ନେଇଛି। ଅର୍ଚ୍ଚନା ବ୍ଲାକମେଲିଂ ଘଟଣାରେ ତାଙ୍କ ସ୍ବାମୀଙ୍କୁ ମାଷ୍ଟରମାଇଣ୍ଡ କୁହାଯାଉଥିଲା। ତେବେ ସୋମବାର ସକାଳେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇ…

ସୁଧୁରୁଛି କରୋନା ସ୍ଥିତି: ଆଜି ରାଜ୍ୟରୁ ୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୭୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୪ ଜଣ ଚିହ୍ନଟ ହୋଇଥିବା…

ଆଜି କ୍ୟାବିନେଟ: ୧୦ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିବ ମୋହର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସନ୍ଧ୍ୟା ୬ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମୋହର ଲାଗିବ। ଦୀପାବଳି ପୂର୍ବରୁ ରାଜ୍ୟ…

ରାତି ୮ରୁ ୧୦ ଫୁଟିବ ବାଣ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଦୁଇବର୍ଷର କରୋନା କଟକଣା ପରେ ଚଳିତ ବର୍ଷ ଆଲୋକର ପର୍ବ ଦୀପାବଳୀକୁ ସହରବାସୀ ବଡ଼ ଧୁମ୍‌ଧାମ୍‌ର ସହ ପାଳନ କରିବାକୁ ଚାହିଁ ବସିଛନ୍ତି। ଏଥର ବାଣ ଫୁଟାଇବାକୁ ଅନୁମତି ଥିବାରୁ ଆତସବାଜିରେ ପ୍ରକମ୍ପିତ ହେବ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର।…

ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର, ୨୧ା୧୦ (ବ୍ୟୁରୋ):ରାଜ୍ୟ ସରକାର ନିକଟରେ ସମସ୍ତ ବିଭାଗରେ ଠିକା ନିଯୁକ୍ତି ଉଚ୍ଛେଦ କରିଛନ୍ତି। ଏପରିକି ଠିକା କର୍ମଚାରୀଙ୍କ ୬ ବର୍ଷର ଚୁକ୍ତି କାର୍ଯ୍ୟକାଳକୁ ୬ଟି ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା କରିଛନ୍ତି। ହେଲେ ପ୍ରାଥମିକ ଶିକ୍ଷକଙ୍କ କ୍ଷେତ୍ରରେ ଠିକା…

ଅର୍ଚ୍ଚନା ଡର, ମୁହଁମୋଡ଼ି ପଳାଇଲେ ପୋଲିସ କମିଶନର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବଡ଼ବଡିଆ ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ହନିଟ୍ରାପ୍‌ରେ ଫସାଇ ବିପୁଳ ଅର୍ଥ ହଡ଼ପ ଅଭିଯୋଗରେ ଗିରଫ ହୋଇଥିବା ରହସ୍ୟମୟୀ ଅର୍ଚ୍ଚନା ନାଗ ଏବେ ଜେଲରେ ଦିନ କାଟୁଛନ୍ତି। ତେବେ ତାଙ୍କ ଲିଙ୍କ୍‌ରେ ଥିବା ତଥା…

ଆଜି ୯ ପ୍ରକଳ୍ପର ଶୁଭାରମ୍ଭ, ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୧ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଶୁକ୍ରବାର କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ସେ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ…

ଫେରିଗଲା ମୌସୁମୀ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶାରୁ ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି। ରାଜ୍ୟର ୨୫ଟି ଜିଲାରୁ ମୌସୁମୀ ଫେରି ଯାଇଥିବାବେଳେ ବାକି ୫ଟି ଜିଲାରୁ ଆସନ୍ତା ୨ ଦିନ ମଧ୍ୟରେ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ…

ବାଂଲାଦେଶ ମୁହାଁଇପାରେ ବାତ୍ୟା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ଡିପ୍ରେସନ(ଅବପାତ)ରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଆହୁରି…

ବାତ୍ୟା ମୁକାବିଲା ନେଇ ସରକାର ପ୍ରସ୍ତୁତ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏନେଇ ରାଜସ୍ୟ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସତର୍କ ଜାରି ହୋଇଥିବା ୭ ଜିଲାକୁ…

ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ଏହି ବୈଠକ ବସିବ। ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ବାଜିପାରେ। ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗ ଦେବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri