ଆଜିଠୁ ୩ ଦିନିଆ ଆଇସୋକନ୍
ଭୁବନେଶ୍ୱର,୧୧ା୧୧:ଭାରତୀୟ କର୍ଣ୍ଣ ବିଜ୍ଞାନ ସଂଘ (ଇଣ୍ଡିଆନ୍ ସୋସାଇଟି ଅଫ୍ ଓଟୋଲୋଜି-ଆଇସୋକନ୍)ର ୩୦ତମ ଜାତୀୟ ସମ୍ମିଳନୀ ଆଇସୋକନ୍ ଶୁକ୍ରବାରଠାରୁ ଆରମ୍ଭ ହେବ। ଏପରିକି ଉକ୍ତ ସମ୍ମିଳନୀ ନଭେମ୍ବର ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏହା କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ୍…
ସମ୍ବର୍ଦ୍ଧିତ ହେବେ ୫୦ ହଜାର ପିଲା, ୧୫୦୦ ଶିକ୍ଷକ
ଭୁବନେଶ୍ବର, ୧୧ା୧୧(ବ୍ୟୁରୋ): ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ, ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ମଧ୍ୟରେ ସକାରାତ୍ମକ ପ୍ରତିଯୋଗିତା ମନୋଭାବ ଆଣିବା ପାଇଁ ଚଳିତ ଶିକ୍ଷାବର୍ଷରୁ ‘ଶିକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର’ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନାରେ ବ୍ଲକ୍ ଓ ଜିଲାସ୍ତରୀୟ ପ୍ରତିଯୋଗିତାରୁ ଆରମ୍ଭକରି…
ମାଣ୍ଡିଆକୁ ଶ୍ରେଷ୍ଠ ଆହାର କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୧୧(ବ୍ୟୁରୋ):ଗୁରୁବାର ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାଦିନ। ପୁଷ୍ଟି ସହ ସମୃଦ୍ଧି ଯୋଡ଼ିହୋଇ ରହିଛି। ରାଜ୍ୟ ସରକାର ଗୁରୁବାର ମାଣ୍ଡିଆ ଦିବସ ଭାବେ ପାଳନ କରିଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ରାଜ୍ୟ ସରକାର ମାଣ୍ଡିଆ ଦିବସ ଭାବେ ପାଳନ…
ଚାକିରି ସରକାରୀ, ଦେବେ ଘରୋଇ
ଭୁବନେଶ୍ବର, ୧୧ା୧୧(ବ୍ୟୁରୋ):ଓଡ଼ିଶାରେ ସରକାରୀ ଚାକିରି ପାଇଁ ହେଉଥିବା ପରୀକ୍ଷା ଯେ ଠିକା ସଂସ୍ଥା ମାଧ୍ୟମରେ କରାଯାଉଥିବା ବିଷୟରେ ବୋଧହୁଏ ରାଜ୍ୟର ଅନେକ ଲୋକଙ୍କ ଜ୍ଞାତସାରରେ ନ ଥିବ। ସେଭଳି ଏକ ଘଟଣା ଦୃଷ୍ଟିକୁ ଆସିଛି। ଏଥିରେ କେତେ ପ୍ରକାର ଅନୀୟମିତତା ହେଉଥିବ…
‘ନିଜ ମାଟି ଓଡ଼ିଶାକୁ ଆସି ମୁଁ ଆଜି ବହୁତ ଆନନ୍ଦିତ’
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାପ୍ରଭୁଙ୍କୁ ଦର୍ଶନ କରି ସାରିବା ପରେ ଭୁବନେଶ୍ୱରକୁ ଫେରିଥିଲେ। ଏହାପରେ ରାଜଭବନଠାରେ ରାଷ୍ଟ୍ରପତିଙ୍କୁ ନାଗରିକ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ହାଇକୋର୍ଟ ମୁଖ୍ୟ ବିଚାରପତି…
ଏଏସ୍ଓ ପରୀକ୍ଷାଫଳ ବିଭ୍ରାଟ ନେଇ ଅଭିଯୋଗ ପ୍ରସଙ୍ଗ: ସ୍ପଷ୍ଟୀକରଣ ରଖିଲା ଓପିଏସ୍ସି
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଏଏସ୍ଓ ପରୀକ୍ଷା ଫଳ ବିଭ୍ରାଟ ନେଇ ପରୀକ୍ଷାର୍ଥୀଙ୍କ ଅଭିଯୋଗକୁ ନେଇ ସ୍ପଷ୍ଟୀକରଣ ରଖିଛି ଓପିଏସ୍ସି। ଅଭିଯୋଗକୁ ଭିତ୍ତିହୀନ ଓ ମିଥ୍ୟା ବୋଲି କହିଛି ଆୟୋଗ। ଓପିଏସ୍ସି ପକ୍ଷରୁ ଜାରି ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି, ଆୟୋଗ ନିୟମାନୁସାରେ ଚୂଡ଼ାନ୍ତ ରେଜଲ୍ଟ ପରେ…
ବସ୍ତିବାସିନ୍ଦାଙ୍କ ପାଇଁ ସର୍ଭେ ଆରମ୍ଭ, ଉପକୃତ ହେବେ ଅଢ଼େଇ ଲକ୍ଷ ପରିବାର
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ସହରର ବସ୍ତି ବାସିନ୍ଦାମାନଙ୍କ ପାଇଁ ସୁଦିନ ଆସିଛି। ଯେଉଁମାନେ ଆମ ସହରକୁ ଗଢ଼ନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି, ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫ଟି ମହାନଗର…
‘ଓଡ଼ିଶାରେ ରାଷ୍ଟ୍ରପତି ପହଞ୍ଚିବା ଅତ୍ୟନ୍ତ ଆନନ୍ଦଦାୟକ’
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ ରହିବା ଅତ୍ୟନ୍ତ ଆନନ୍ଦଦାୟକ ଅଟେ। ତାଙ୍କୁ…
ବବିଙ୍କ ସପକ୍ଷରେ ବାହିନୀପତି
ଭୁବନେଶ୍ବର, ୧୦ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ହୋଇଥିବା ବେଳେ ଏହା ଉପରେ ପ୍ରତିକ୍ରିୟା ରଖି ଦଳର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ଧାମନଗରରେ ବିଜେଡି-ବିଜେଡି ଲଢ଼େଇରେ କଂଗ୍ରେସ ବଳି ପଡ଼ିଗଲା ବୋଲି ତାରା କହିବା…
ଭୁବନେଶ୍ୱରରେ ରାଷ୍ଟ୍ରପତି
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଦିଲ୍ଲୀରୁ ଆସି ରାଷ୍ଟ୍ରପତି ଆଜି ପୂର୍ବାହ୍ନ ୧୦.୫୦ରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜପାଳ ଗଣେଶୀ ଲାଲ୍ ଏବଂ ମୁଖ୍ୟ…
ପଦ୍ମପୁରରେ ପ୍ରଚାର କରିବେ ଧାମନଗର ବିଧାୟକ
ଭୁବନେଶ୍ବର, ୧୦ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନରେ ବିଜୟ ହାସଲକରି ଚର୍ଚ୍ଚାରେ ଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ପଦ୍ମପୁର ପ୍ରଚାରରେ ଭାଜପା ଓହ୍ଲାଇବ। ପଦ୍ମପୁର ଉପନିର୍ବାଚନରେ ସୂର୍ଯ୍ୟବଂଶୀ ଦଳ ପାଇଁ ପ୍ରଚାର କରିବେ ବୋଲି ବୁଧବାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି। ଜୟନାରାୟଣ…
୧୨ରୁ ବଢ଼ିବ ଶୀତ
ଭୁବନେଶ୍ୱର,୧୦ା୧୧(ବ୍ୟୁରେ): ରାଜ୍ୟରେ ହାଲୁକା ଶୀତ ଜାରି ରହିଛି। ତେବେ ଆସନ୍ତା ୧୨ ତାରିଖ ପରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇ ସୂଚନା ଦିଆଯାଇଛି। ରାତି ତାପମାତ୍ରା ୨ରୁ ୩…
Archives


