ମେଟ୍ରୋ

ବାଂଲାଦେଶ ମୁହାଁଇପାରେ ବାତ୍ୟା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ଡିପ୍ରେସନ(ଅବପାତ)ରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଆହୁରି…

ବାତ୍ୟା ମୁକାବିଲା ନେଇ ସରକାର ପ୍ରସ୍ତୁତ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏନେଇ ରାଜସ୍ୟ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସତର୍କ ଜାରି ହୋଇଥିବା ୭ ଜିଲାକୁ…

ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ଏହି ବୈଠକ ବସିବ। ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ବାଜିପାରେ। ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗ ଦେବେ।…

ଓଡ଼ିଶାରେ ସ୍ଥଳଭାଗ ଛୁଇଁବନି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’!

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଓଡ଼ିଶାରେ ସ୍ଥଳଭାଗ ଛୁଇଁବ ନାହିଁ ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଓଡ଼ିଶା ଉପକୂଳରୁ କିଛି ଦୂରରେ ଘଷି ହୋଇ ପଶ୍ଚିମବଙ୍ଗ-ବାଂଲାଦେଶ ଆଡକୁ ମୁହାଁଇବ। ପାଣିପାଗ ବିଭାଗ ସୂଚନାନୁଯାୟୀ, ପୂର୍ବ…

ଅର୍ଚ୍ଚନାଙ୍କ ବିଚାର ବିଭାଗୀୟ ହାଜତ ଅବଧି ବଢ଼ିଲା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ବ୍ଲାକ୍‌ମେଲିଂ କରି ବିପୁଳ ଅର୍ଥ ଲୁଟି ଗିରଫ ହୋଇ ଜେଲରେ ଥିବା ରହସ୍ୟମୟୀ ଅର୍ଚ୍ଚନା ନାଗଙ୍କ ୧୪ଦିନିଆ ବିଚାର ବିଭାଗୀୟ ହାଜତ ବୁଧବାର ସରିଛି। ତେବେ ଏହି…

ଋଷିକୁଲ୍ୟା ମୁହାଣରେ ହେନ୍ତାଳ ଚାରା ପୋତିଲେ ସୌମ୍ୟ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ପାଇଁ ସମୁଦ୍ରତଟ ବା ବେଳାଭୂମି ଅବକ୍ଷୟ ହେବାକୁ ଲାଗିଛି। ଏହା ମଧ୍ୟରେ ଗଞ୍ଜାମ ଜିଲାର ଋଷିକୁଲ୍ୟା ବେଳାଭୂମି ରହିଛି। ଏଠାରେ ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ଗଣ ଅଣ୍ଡାଦାନ କରନ୍ତି। ତେଣୁ ଏହାର ସୁରକ୍ଷା ଅତ୍ୟନ୍ତ…

ବିଜୟ ସାହୁଙ୍କୁ ମରଣୋତ୍ତର ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ପ୍ରତିଷ୍ଠାତା ସ୍ବର୍ଗତ ଡ. ବିଜୟ କୁମାର ସାହୁଙ୍କୁ ଏଜୁକେଶନ୍‌ ୱାର୍ଲଡ ଇଣ୍ଡିଆ ତରଫରୁ ମରଣୋତ୍ତର ‘ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ’ପ୍ରଦାନ କରାଯାଇଛି। ସାଇ ଇଣ୍ଟରନ୍ୟାଶନାଲ ତରଫରୁ ଡ.…

କର୍କଟ ରୋଗୀଙ୍କ ତଥ୍ୟ ଦେବା ବାଧ୍ୟତାମୂଳକ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଓଡ଼ିଶାରେ କ୍ୟାନ୍‌ସରକୁ ‘ରିପୋର୍ଟେବଲ ଡିଜିଜ୍‌’ ଭାବେ ରାଜ୍ୟ ସରକାର ବୁଧବାର ଘୋଷଣା କରିଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଦେଶରେ କର୍କଟ ରୋଗର ନିରାକରଣ, ନିୟନ୍ତ୍ରଣ ପାଇଁ…

ଶିଶୁପାଳଗଡ଼ ପୁନରୁଦ୍ଧାର ପାଇଁ ଏଏସ୍‌ଆଇର ତତ୍ପରତା

ପୁରୁଣା ଭୁବନେଶ୍ୱର,୨୦।୧୦(ଡି.ଏନ୍‌.ଏ.): ଐତିହ୍ୟସ୍ଥଳ ଶିଶୁପାଳଗଡ଼ର ପୁନରୁଦ୍ଧାର ପାଇଁ ଏକ ଜନସ୍ବାର୍ଥ ମାମଲା ହୋଇଛି। ହେଲେ ଏହି ମାମଲାର ଶୁଣାଣି ହୋଇ ନ ଥିବାବେଳେ ଏହି ଐତିହ୍ୟ ସ୍ଥଳୀ ଶିଶୁପାଳଗଡ଼ରେ ଅବୈଧ ନିର୍ମାଣ ହେଉଥିବା ଦେଖାଯାଉଛି। ଏଏସ୍‌ଆଇ ପକ୍ଷରୁ ୨୫ ନଭେମ୍ବର ୧୯୫୦…

ସରକାରୀ ନିୟମ ମାନୁ ନାହାନ୍ତି ପ୍ରେକ୍ଷାଳୟ ମାଲିକ: ରାସ୍ତାକୁ ଓହ୍ଲାଇଲେ ଫିଲ୍ମ ପ୍ରଯୋଜକ, ନିର୍ଦ୍ଦେଶକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଓଡ଼ିଆ ସିନେମାର ସ୍ଥିତି ଠିକ୍‌ ନ ଥିବାବେଳେ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇଯାଇଛନ୍ତି ପ୍ରଯୋଜକ ଓ ନିର୍ଦ୍ଦେଶକ। ଫିଲ୍ମ ନିର୍ମାଣ ପରେ ବି ପ୍ରେକ୍ଷାଳୟ ମିଳୁନି। ଏଥିସହ ୨୦୦୮ରୁ ଫିଲ୍ମ ନିର୍ମାଣରେ ସବ୍‌ସିଡି ମଧ୍ୟ ମିଳୁନାହିଁ। ଫାଇଲ୍‌ ଭିତରେ ସୀମିତ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୯ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୩୫ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୨୪ ଲୋକାଲ୍‌ କେସ୍‌ ରହିଛି। ଏହାଛଡ଼ା ୧୦ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷ ତଳେ ରହିଥିବା ନେଇ ଗୁରୁବାର…

ବଢ଼ିଲା ଶ୍ରମିକଙ୍କ ପାରିଶ୍ରମିକ, ଅକ୍ଟୋବର ପହିଲାରୁ ହେବ ଲାଗୁ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଶ୍ରମିକଙ୍କ ପାରିଶ୍ରମିକ ବୃଦ୍ଧି ହୋଇଛି। ୮୯ଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କ ଦୈନିକ ପାରିଶ୍ରମିକ ୭ ଟଙ୍କା ଲେଖାଏ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଅକ୍ଟୋବର ପହିଲାରୁ ଏହା ଲାଗୁ ହେବା ନେଇ ଘୋଷଣା କରାଯାଇଛି। ଏନେଇ ଶ୍ରମ ଆୟୁକ୍ତଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri