ମେଟ୍ରୋ

ସମବାୟ ବିଭାଗର ୩ ଜଣଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧ା୧(ବ୍ୟୁରୋ): ସମବାୟ ବିଭାଗରେ କାର୍ଯ୍ୟରତ ୩ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ପ୍ରଦାନ କରିଛନ୍ତି। ସମବାୟ ଅଡିଟ୍‌ ନିର୍ଦ୍ଦେଶାଳୟ, ଭୁବନେଶ୍ୱରର ସବ୍‌ଆସିଷ୍ଟାଣ୍ଟ ଏଜିସିଏସ୍‌ ମୁକ୍ତେଶ୍ୱର ସୋରେଙ୍ଗ୍‌, ସମବାୟ ସମିତି ସମୂହର ନିବନ୍ଧକଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସମବାୟ ସମିତି ନିରୀକ୍ଷକ…

ସରକାରୀ ମେଡିକାଲ କଲେଜରେ ହେବ ଟିଚିଂ ହସ୍ପିଟାଲ

ଭୁବନେଶ୍ୱର, ୧ା୧(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ନୂଆ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ ହସ୍ପିଟାଲ ଆରମ୍ଭ ହେବ। ତେଣୁ ଏହି ୯ଟି ସରକାରୀ ହସ୍ପିଟାଲ କାମ ସାରିବାକୁ ସମୟ ସୀମା ଧାର୍ଯ୍ୟ ହୋଇଛି। ଜାନୁୟାରୀ ସୁଦ୍ଧା କେନ୍ଦୁଝର ଟିଚିଂ ହସ୍ପିଟାଲ କାମ…

ପୁଟିନ୍‌ ବିରୋଧୀ ଉଦ୍ଧାର

ଭୁବନେଶ୍ବର, ୧ା୧(ବ୍ୟୁରୋ): ଓଡ଼ିଶା ବୁଲିବାକୁ ଆସିଥିବା ରୁଷୀୟ ନାଗରିକ ଆଣ୍ଟୋଭ ପାଭେଲ(୬୫) ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର୍‌ ବିଦାନୋଭ(୬୧)ଙ୍କ ମୃତ୍ୟୁ ପଛର କାରଣ ଏଯାବତ୍‌ ସ୍ପଷ୍ଟ ହୋଇପାରି ନ ଥିବାବେଳେ ଭୁବନେଶ୍ୱର ରେଳ ଷ୍ଟେଶନରେ ପ୍ଲାକାର୍ଡ ଧରି ବୁଲୁଥିବା ଜଣେ ରୁଷୀୟ…

ଗଠନ ହେଲା ବିଜେଡିର ନୂଆ ଗଣମାଧ୍ୟମ ଟିମ୍‌

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ନୂଆବର୍ଷରେ ବିଜେଡିର ନୂଆ ଗଣମାଧ୍ୟମ ଟିମ୍‌ ଗଠିତ ହୋଇଛି। ବିଜୁ ଜନତା ଦଳର ରାଷ୍ଟ୍ରୀୟ ମୁଖପାତ୍ର ଭାବେ ଏମ୍‌ପି ମାନସ ମଙ୍ଗରାଜ ମନୋନୀତ ହୋଇଛନ୍ତି। ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ପିନାକୀ ମିଶ୍ର, ଶର୍ମିଷ୍ଠା ସେଠୀ, ଡ. ସସ୍ମିତ ପାତ୍ର…

ମାର୍ଚ୍ଚ ପହିଲାରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତଦୁଇ ପରୀକ୍ଷା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ହେବ। ମାର୍ଚ୍ଚ ୧ରୁ ବିଜ୍ଞାନ ପରୀକ୍ଷା ହେବାକୁ ଥିବାବେଳେ ୨ରୁ…

ଜିରୋନାଇଟ ସେଲିବ୍ରେଶନ ଉପରେ କଟକଣା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଶନିବାର ବର୍ଷର ଶେଷଦିନ । ରାତି ପାହିଲେ ବଦଳିବ କ୍ୟାଲେଣ୍ଡର । ବିଦାୟ ନେବ ୨୦୨୨ ଆସିବ ନୂଆବର୍ଷ ୨୦୨୩। ଗତ ଦୁଇବର୍ଷ କରୋନା ପାଇଁ ନ୍ୟୁ ଇୟର ସେଲିବ୍ରେଶନ ଫିକା ପଡ଼ିଥିଲା । ଚଳିତବର୍ଷ ସେଭଳି କିଛି ସ୍ଥିତି…

ଥାର୍ଡ ସ୍ପେସ୍‌ ଏଣ୍ଡୋସ୍କୋପିର ଅତ୍ୟାଧୁନିକ ଅସ୍ତ୍ରୋପଚାର ପ୍ରକ୍ରିୟା ଶିଖାଇଲେ ଡା. ମନୋଜ ସାହୁ

ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଦିନକୁ ଦିନ ଓଡ଼ିଶାର ଖ୍ୟାତି ବଢ଼ିବାରେ ଲାଗିଛି। ବିଗତ ଦିନଗୁଡ଼ିକରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ରୋଗୀଙ୍କୁ ରାଜ୍ୟ ବାହାରକୁ ଯିବାକୁ ପଡ଼ୁଥିଲା। ମାତ୍ର ଏବେ ଉତ୍ତମ ସ୍ବାସ୍ଥ୍ୟସେବା ପାଇଁ ପ୍ରତିଦିନ ରାଜ୍ୟ ତଥା ରାଜ୍ୟ…

ରାଜଧାନୀରେ ବର୍ଷକରେ ୧୨.୯୬ କୋଟି ଠକେଇ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜଧାନୀରେ ସାଇବର ଠକେଇରେ ରୋକ ଲଗାଯାଇପାରୁ ନାହିଁ। ଲୋକଙ୍କୁ ବିଭିନ୍ନ ଜରିଆରେ ସଚେତନ କରାଯାଉଥିଲେ ମଧ୍ୟ ସାଇବର ଅପରାଧୀଙ୍କ ଜାଲରେ ପଡ଼ି ବହୁ ଟଙ୍କା ହରାଉଛନ୍ତି। ଡିସେମ୍ବରରେ ରାଜଧାନୀରେ ୧ କୋଟି ୧୭ ଲକ୍ଷ ୩୫ ହଜାର ୧୬୭ ଟଙ୍କା…

ସହରାଞ୍ଚଳ ସମନ୍ବିତ ମୋ ସେବା କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର, ୩୧।୧୨ (ବ୍ୟୁରୋ): ସରକାରୀ ସେବା ତଥା କାର୍ଯ୍ୟ ପାଇଁ ରାଜଧାନୀବାସୀଙ୍କୁ ଆଉ ସରକାରୀ କାର୍ଯ୍ୟାଳୟକୁ ଯିବାକୁ ପଡିବ ନାହିଁ। ଗୋଟିଏ ଛାତ ତଳେ ସେମାନେ ବିଭିନ୍ନ ସରକାରୀ କାର୍ଯ୍ୟକୁ ସୁବିଧାରେ ସମ୍ପାଦନ କରିପାରିବେ। ଏଥିପାଇଁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌…

ଇଗ୍ନୋରେ ୨୦୨୩ ପାଇଁ ନାମଲେଖା ଘୋଷଣା

ଭୁବନେଶ୍ୱର, ୩।୧୨ (ବ୍ୟୁରୋ): ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ୨୦୨୩ ଶିକ୍ଷା ବର୍ଷ ପାଇଁ ନାମଲେଖା ଘୋଷଣା ହୋଇଛି। କୌଣସି କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚଶିକ୍ଷା ପାଇବାରୁ ବଞ୍ଚତ୍ତ ହୋଇଥିବା ଯେ କୌଣସି ବୟସର ବ୍ୟକ୍ତି…

ଜାନୁୟାରୀ ୩୧ ଯାଏ ବଢ଼ିଲା ମାଣ୍ଡିଆ ସଂଗ୍ରହ ପଞ୍ଜୀକରଣ ଅବଧି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ମାଣ୍ଡିଆ ସଂଗ୍ରହ ନିମନ୍ତେ ଚାଷୀ ପଞ୍ଜୀକରଣ ସମୟସୀମାକୁ ୨୦୨୩ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଶୁକ୍ରବାର କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ରାଜ୍ୟର ୧୯ ଜିଲାର ଜଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ପୂର୍ବରୁ…

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପିଜିଆଇଏମ୍‌ଇଆର୍‌

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ନାତକୋତ୍ତର ମେଡିକାଲ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ପିଜିଆଇଏମ୍‌ଇଆର୍‌)। ଏଥିସହ ହସ୍ପିଟାଲର ନାମ ପିଜିଆଇଏମ୍‌ଇଆର୍‌ ଆଣ୍ଡ୍‌ କ୍ୟାପିଟାଲ ହସ୍ପିଟାଲ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri