ମେଟ୍ରୋ

ଆୟରେ ଓଡ଼ିଶା ଚାଷୀ ପଛୁଆ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟରେ ଚାଷର ବିକାଶ ହେଉଛି। ଚାଷୀଙ୍କ ଆୟ ବଢୁଛି। କୃଷି ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟରେ ପରିଣତ ହୋଇଛି। ସରକାର ଅନେକ ସମୟରେ ଏଭଳି ଚିତ୍ର ଥୋଉଛନ୍ତି। କିନ୍ତୁ ବାସ୍ତବ ସ୍ଥିତି ଭିନ୍ନ। ଚାଷ ପାଇଁ ଆବଶ୍ୟକ ବିହନ, ସାର…

ଚାଷୀ-ପୋଲିସ ମୁହାଁମୁହିଁ: ହଂସପାଳରେ ଧାରଣା

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅନେକ ହଜାର ଚାଷୀ ମଙ୍ଗଳବାର ଭୁବନେଶ୍ୱରକୁ ବିଭିନ୍ନ ଦାବି ନେଇ ପଦଯାତ୍ରାରେ ଆସିବା ବେଳେ ହଂସପାଳଠାରେ ପୋଲିସ ସହ ମୁହାଁମୁହିଁ ହୋଇଛନ୍ତି। ସଙ୍ଗଠନର ଡାକରାରେ ଅକ୍ଟୋବର ୧୩ ତାରିଖରୁ ଧାନମଣ୍ଡଳରୁ ଆରମ୍ଭ ହୋଇଥିବା ପଦଯାତ୍ରା…

ବମ୍ବେ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୮ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ହାଇଦ୍ରାବାଦରୁ ସ୍ବତନ୍ତ୍ର ଏୟାରକ୍ରାଫ୍ଟ ଯୋଗେ ବମ୍ବେ ଗସ୍ତ କରିଛନ୍ତି। ସେ ବୁଧବାର ଓଡିଶା ଫେରିବାର କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ରାତିରେ ନବୀନ ନିଜର କିଛି ବନ୍ଧୁ ଓ ପରିବାର ସଦସ୍ୟଙ୍କ ସହ ସମୟ ବିତାଇବେ…

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ: ୪ ମେଡିକାଲ କଲେଜ ଅଫିସର ଭାବେ ମହିଳା ଓଏଏସ୍‌ଙ୍କୁ ନିଯୁକ୍ତି

ଭୁବନେଶ୍ବର,୧୮ା୧୦(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୪ଟି ସରକାରୀ ମେଡିକାଲ କଲେଜର ପ୍ରଶାସନିକ ଅଫିସର ଭାବେ ୪ ଜଣ ମହିଳା ଓଏଏସ୍‌ ଅଫିସରଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…

ନୂଆ ପାଠ୍ୟକ୍ରମ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ନବମ ଓ ଦଶମର ନୂଆ ପାଠ୍ୟକ୍ରମ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆଗାମୀ ଦିନ ପାଇଁ ଏବେଠୁ ପିଲାଙ୍କୁ ପ୍ରସ୍ତୁତ କରାଯିବ। ପିଲାମାନଙ୍କୁ ଏବେଠୁ ପ୍ରସ୍ତୁତି କରାଗଲେ ଆଗକୁ…

ବାତ୍ୟା ମୁକାବିଲା ନେଇ ଜରୁରୀ ବୈଠକ ଡାକିଲେ ସରକାର

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲାକୁ ନେଇ ଜରୁରୀ ବୈଠକ ଡାକିଲେ ରାଜ୍ୟ ସରକାର। ମଙ୍ଗଳବାର ଅପରାହ୍ନ ୪ଟାରେ ଏସ୍‌ଆରସିଙ୍କ ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ସମ୍ଭାବ୍ୟ ବାତ୍ୟା କିଭଳି ମୁକାବିଲା କରାଯିବ ସେନେଇ ବୈଠକରେ ଆଲୋଚନା…

ସମ୍ଭାବ୍ୟ ବାତ୍ୟା: ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକୁ ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲାର ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ ହୋଇଥିବା ବେଳେ…

୨୨ ତାରିଖ ବେଳକୁ ବାତ୍ୟାର ରୂପ ନେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ଆଜିଠୁ ଟ୍ରାଫିକ ନିୟମ କଡ଼ାକଡ଼ି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ଆଜିଠୁ ଟ୍ରାଫିକ ନିୟମ କଡ଼ାକଡ଼ି କରାଯିବ। ଏ ନେଇ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ନିୟମ ଉଲ୍ଲଘଂନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିନା ହେଲମେଟରେ ଗାଡ଼ି ଚାଳନା, ଗାଡ଼ି…

ଆଜି ରାଜ୍ୟରେ ୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୪…

ଆନ୍ତଃରାଜ୍ୟ ଅପରାଧୀ ଗ୍ୟାଙ୍ଗକୁ ଖୋଜୁଛି ଇଓଡବ୍ଲ୍ୟୁ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ):ସାଧାରଣ ଲୋକଙ୍କୁ ଫସାଇ ଇଣ୍ଡିଆ ପୋଷ୍ଟ ପେମେଣ୍ଟ୍‌ସ ବ୍ୟାଙ୍କରେ ବହୁ ଆକାଉଣ୍ଟ ଖୋଲିଛି ଆନ୍ତଃରାଜ୍ୟ ଅପରାଧୀ ଗ୍ୟାଙ୍ଗ। ଓଡ଼ିଶା ସମେତ ସାରା ଦେଶରେ ଏହାର ର଼୍ୟାକେଟ କାର୍ଯ୍ୟ କରୁଛି। ଉକ୍ତ ଆକାଉଣ୍ଟ ମାଧ୍ୟମରେ ବେଆଇନ ଅର୍ଥ କାରବାର ହେଉଥିବା ସୂଚନା ମିଳିବା…

ରାସ୍ତାରେ ଜଳିଗଲା ମାର୍ବଲ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣି ନିକଟ ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ମାର୍ବଲ ବୋଝେଇ ଏକ ଆଇଚର ଟ୍ରକ୍‌ ଜଳିଯାଇଛି। ଉକ୍ତ ଗାଡିଟି ହଂସପାଳରୁ ବରମୁଣ୍ଡା ଯାଉଥିବାବେଳେ ରାତି ୮ଟା ସମୟରେ ଏହି ଘଟଣା ଘଟିଥିଲା। ଓଭରବ୍ରିଜ ଉପରେ ହଠାତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri