ମେଟ୍ରୋ

ନିଲମ୍ବିତ ହେଲେ ଲୋକସମ୍ପର୍କ ଅଧିକାରୀ

ଭୁବନେଶ୍ୱର,୩୧ା୧୦: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଲୋକସମ୍ପର୍କ ଅଧିକାରୀ ନିଲମ୍ବିତ ହୋଇଛନ୍ତି। ନିର୍ବାଚନ କମିଶନ ଲୋକସମ୍ପର୍କ ଅଧିକାରୀ ତନୁଜା ମହାନ୍ତିଙ୍କୁ ନୂଆପଡ଼ା ଉପନିର୍ବାଚନରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ ନିଲମ୍ବନ କରିଛନ୍ତି। ନିଲମ୍ବନ ଅବଧି ମଧ୍ୟରେ ତନୁଜା ରାଜ୍ୟ…

ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ: ‘ରନ୍ ଫର୍ ୟୁନିଟି’ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧୦: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଆୟୋଜିତ ‘ରନ୍ ଫର୍ ୟୁନିଟି’ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିଅମ୍‌ରେ…

ରବିବାରଠାରୁ ରାଜ୍ୟରେ ପଡ଼ିବ ପହିଲି ଶୀତ: ଏସବୁ ଜିଲାରେ ଖସିବ ତାପମାତ୍ରା

ଭୁବନେଶ୍ୱର,୩୧।୧୦: ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ନଭେମ୍ବର ୨ ତାରିଖ ଆଡ଼କୁ ସାରା ରାଜ୍ୟରେ…

ସାରା ଦେଶରେ ପୋଲିସ ପାଇଁ ସମାନ ପୋଷାକ

ଭୁବନେଶ୍ୱର,୩୧ା୧୦(ରବିନାରାୟଣ ଜେନା): ସାରା ଦେଶରେ ପୋଲିସ ସେବାରେ କାର୍ଯ୍ୟରତ କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଡିଏସ୍‌ପିଙ୍କ ପର୍ଯ୍ୟନ୍ତ ଗୋଟିଏ ପ୍ରକାର ପୋଷାକ ପିନ୍ଧିବେ। କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ କରାଯାଇଛି। ନିଷ୍ପତ୍ତିକ୍ରମେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ଅଶ୍ୱିନ୍‌ ବୈଷ୍ଣବଙ୍କ ବଡ଼ ଘୋଷଣା: ଓଡିଶାରେ ହେବ….

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦।୧୦: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନ୍‌ ବୈଷ୍ଣବ ଗୁରୁବାର ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ୯୨ଟି ରେଳ ଓଭର ବ୍ରିଜ ହେବ। ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବ ରେଳ ବିଭାଗ। ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟର ଅନୁମୋଦନ ମିଳିଛି…

ଜମି କିଣାବିକାକୁ ନେଇ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୩୦।୧୦: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ଏଣିକି ତହସିଲ ଅଫିସରେ ଜମି କିଣାବିକା ହୋଇପାରିବ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି। ନଭେମ୍ବର ୧ ତାରିଖରୁ ତହସିଲ କାର୍ଯ୍ୟାଳୟରେ ଜମି କିଣାବିକା ହେବ। ପ୍ରଥମ ପର୍ଯ୍ୟାୟରେ…

ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ, ନବୀନଙ୍କୁ କଟାକ୍ଷ କରି ସୁରେଶ ପୂଜାରୀ କହିଲେ…

ଭୁବନେଶ୍ୱର,୩୦ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୁବ୍‌ଶୀଘ୍ର ନୂଆପଡ଼ା ଯିବେ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ। ଦିତୀୟ ପର୍ଯ୍ୟାୟରେ ପ୍ରଚାର ମଧ୍ୟ କରିବେ। ଶେଷଭାଗରେ ମୁଖ୍ୟମନ୍ତ୍ରୀ ମାରାଥନ…

ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ

ଭୁବନେଶ୍ୱର,୩୦।୧୦: ପ୍ରସିଦ୍ଧ କବି ତଥା ବରିଷ୍ଠ ଭାଜପା ନେତା ଶଙ୍କର ପରିଡ଼ା ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଏନେଇ ଗୁରୁବାର ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସେ ଅତୀତରେ ପୁରୀ ଜିଲା ଜିଲା ପରିଷଦ ଅଧ୍ୟକ୍ଷ…

କମ୍ପାନୀ ମିଥ୍ୟାରେ ସରକାର ବି ବାଇଆ

ଭୁବନେଶ୍ୱର,୩୦ା୧୦ (ରବିନାରାୟଣ ଜେନା): ଓଡ଼ିଶାରେ ପୂବର୍ର୍ରୁ କେବଳ ଗରିବ ଗ୍ରାମୀଣ ଜନସାଧାରଣଙ୍କୁ ବଡ଼ ବଡ଼ କମ୍ପାନୀଗୁଡ଼ିକ ଠକି ଅସତ୍ୟ କହିଆସୁଥିଲେ। ମୁଖ୍ୟତଃ ରାଜ୍ୟର ଖଣିଜ ପଦାର୍ଥରେ ଆକର୍ଷିତ ହୋଇ ଏହି କମ୍ପାନୀଗୁଡ଼ିକ ଓଡ଼ିଶାର ବିଭିନ୍ନ ଅନୁନ୍ନତ ଅଞ୍ଚଳରେ ଶିଳ୍ପ ବସାଇବା ପାଇଁ…

ଯୁକ୍ତ ୨ ଫର୍ମ ପୂରଣ ଅବଧି ବୃଦ୍ଧି, କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ…

ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ। ୨୦୨୬…

ଭଗବାନଙ୍କ ଆଶୀର୍ବାଦରୁ ଓଡ଼ିଶାରୁ ଟଳିଗଲା ବିପଦ, ସୀମା ଛୁଇଁ ପଳାଇଲା ବାତ୍ୟା

ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ମୋନ୍ଥା’ ଦ୍ବାରା ରାଜ୍ୟର ୩୩ ବ୍ଲକ ଏବଂ ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଗଜପତି ଜିଲାର ଗୋଷାଣୀ ନୂଆଗାଁ ବ୍ଲକ୍‌ରେ ସର୍ବାଧିକ…

ପାଣିପାଗ ବିଭାଗର ବଡ଼ ସୂଚନା: ଆଗାମୀ ୨ ଦିନ ଯାଏ ପ୍ରବଳ ଛେଚିବ!

ଭୁବନେଶ୍ୱର,୨୯।୧୦: ‘ମୋନ୍ଥା’ ପ୍ରଭାବରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ୩୧ଟି ସ୍ଥାନରେ ପ୍ରବଳ, ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ଆଗାମୀ ୨ ଦିନ ଯାଏ କିଛି ଜିଲାରେ ବର୍ଷା ହେବ। ୨ ଦିନ ପରେ ବର୍ଷା ସମ୍ପୂର୍ଣ୍ଣ କମିଯିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri