ମେଟ୍ରୋ

ବିକାଶ ପାଇଁ ପ୍ରତି ଓ୍ବାର୍ଡକୁ କୋଟିଏ

ଭୁବନେଶ୍ୱର, ୨୦।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଦ୍ୱିତୀୟ କର୍ପୋରେଶନ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଏମ୍‌ସି କାର୍ଯ୍ୟାଳୟରେ ଏହି ବୈଠକ ବସିଥିଲା। ଏଥିରେ ବିକାଶମୂଳକ କାର୍ଯ୍ୟ, ପରିମଳ ସମେତ ବିଭିନ୍ନ...

ଭିକୁଙ୍କ ସ୍ତ୍ରୀଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୨୦ା୮(ବ୍ୟୁରୋ) : ଗଞ୍ଜାମ ଜିଲା ଭଞ୍ଜନଗରରେ ଅଫିସ ଖୋଲି ଚାକିରି ଦେବା ଆଳରେ ବହୁ ଆଶାୟୀଙ୍କଠାରୁ ୧.୯୧ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଇଓଡବ୍ଲ୍ୟୁ ଖୋଳତାଡ଼ ଜାରି ରଖିଛି। ଏଥିରେ ସମ୍ପୃକ୍ତ ଥିବା ଏମ୍‌/ଏସ୍‌ କିନ୍ନି ଇନ୍‌ଫୋଟେକ୍‌ ପ୍ରାଇଭେଟ୍‌...

କାର୍ଯ୍ୟରେ ଯୋଗଦେଲେ ୫୫୦ ଟେକ୍ନିସିଆନ

ଭୁବନେଶ୍ବର, ୨୦ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାକୁ ଅଧିକ ଉନ୍ନତ କରିବା ଲାଗି ରାଜ୍ୟ ସରକାର ୫୫୦ ଲାବରେଟୋରି ଟେକ୍ନିସିଆନଙ୍କୁ ନିଯୁକ୍ତି ଦେଇଛନ୍ତି। ଲୋକସେବା ଭବନର ନୂତନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଯୋଡ଼ିହୋଇ...

ଭୟଭୀତ ନ ହେବାକୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ୨ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତର୍କ ରହିବାକୁ କହିଛନ୍ତି। ଭୟଭୀତ...

ରାଜ୍ୟରୁ ଆଉ ୪୫୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ଆଉ ୪୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩,୧୨,୯୦୧ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ...

ବନ୍ୟା ସ୍ଥିତିରେ ଆସୁଛି ସୁଧାର: ହୋଇନି ନୂଆଘାଇ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ମହାନଦୀରେ ବନ୍ୟା ସ୍ଥିତିରେ ସୁଧାର ଆସିଛି। ତେବେ ଆଉ ଏକ ଲଘୁଚାପ ଅବପାତର ରୂପ ନେବା ପରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଏଭଳି ସ୍ଥିତି ବନ୍ୟା ପ୍ରଭାବିତ ଲୋକଙ୍କ ଚିନ୍ତା ବଢାଉଛି। ବର୍ତ୍ତମାନ ହୀରାକୁଦ...

ଆଜିଠାରୁ ଯୁକ୍ତ ଦୁଇ ନାମଲେଖା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ନାମଲେଖା। ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସମୟ ସକାଳ ୯ରୁ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ଲକ୍ଷ ୪...

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୩୮୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରୁ ୩୮୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୪୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।...

ବିଏମ୍‌ସିର ବସିବ ଦ୍ୱିତୀୟ କର୍ପୋରେସନ ବୈଠକ

ଭୁବନେଶ୍ୱର, ୧୮।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର (ବିଏମ୍‌ସି)ରେ ଶୁକ୍ରବାର କର୍ପୋରେସନ ବୈଠକ ବସିବ। ନୂତନ କର୍ପୋରେଟର ଏବଂ ମେୟର ନିର୍ବାଚିତ ହେବାପରେ ଏହା ତାଙ୍କର ଦ୍ୱିତୀୟ କର୍ପୋରେସନ ବୈଠକ ହେବ। ଏଥିପାଇଁ ବିଏମ୍‌ସି ପକ୍ଷରୁ ଏଜେଣ୍ଡା ପ୍ରସ୍ତୁତ ହୋଇଯାଇଛି।...

ସୃଷ୍ଟି ହେଲା ଅବପାତ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଉତ୍ତର ପୂର୍ବ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଶୁକ୍ରବାର ଅବପାତ ସୃଷ୍ଟି ହୋଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ...

ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଓଡ଼ିଶା ଜଗରନଟ୍ସ

ଭୁବନେଶ୍ୱର,୧୯ା୮:ଅଲ୍‌ଟିମେଟ ଖୋଖୋ ଲିଗ୍‌ରେ ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ରହିଛି ଓଡ଼ିଶା ଜଗରନଟ୍ସ। ଶୁକ୍ରବାର ପୁଣେର ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ରାଜସ୍ଥାନ ଓ୍ବାରିୟର୍ସ ବିପକ୍ଷରେ ମ୍ୟାଚ୍‌ ରହିଥିବା ବେଳେ ପୁଣି ଥରେ ବିଜୟ ଧାରାକୁ ଫେରିବାକୁ ଦଳ ପ୍ରୟାସ କରିବ।...

‘ଶେଷରେ ଅଲୋଡ଼ା କିନ୍ନରକୁ ଭରସାକଲେ ମାତାପିତା’

ଭୁବନେଶ୍ୱର,୧୯।୮:ସାଧାରଣତଃ ମାତାପିତାଙ୍କଠାରୁ କିନ୍ନର ଶିଶୁଟିଏ ଜନ୍ମ ନେଲେ ତାକୁ ଅଲୋଡ଼ା ଭାବି ନବଜାତ ଶିଶୁଟିକୁ ଏଣେତେଣେ ଛାଡି ଦେଇଥାନ୍ତି। କିନ୍ତୁ କିଏ ଜାଣେ ଦୁର୍ଲଭ ମାନବ ଜନ୍ମ ପାଇଥିବା ସେହି ଶିଶୁଟି ପରବର୍ତ୍ତୀ ସମୟରେ କିନ୍ନର ହୋଇ ବି କେଉଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri