ମେଟ୍ରୋ

୧୯ରୁ ପୁଣି କୋଭିଡ୍‌ ଟିକାକରଣ ଆରମ୍ଭ

ଭୁବନେଶର,୧୬।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୧୯ ତାରିଖରୁ ପୁଣି କୋଭିଡ୍‌ ଟିକାଦାନ ଆରମ୍ଭ ହେବ। ନିର୍ଦ୍ଦିଷ୍ଟ ସରକାରୀ ସାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଲୋକଙ୍କୁ କୋଭିଡ୍‌ ଟିକା ଦିଆଯିବ। ଦ୍ୱିତୀୟ ଏବଂ ବୁଷ୍ଟର ଡୋଜ୍‌ ଟିକା ନେଇ ନ ଥିବା ଲୋକଙ୍କୁ ଟିକା…

୧୭ରେ ଏହି ସବୁ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ୧୭ ଏବଂ ୧୮ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୧୭ ତାରିଖରେ ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର,…

ରାଜଶ୍ରୀଙ୍କ ମୃତ୍ୟୁ ଲାଗି କିଏ ଦାୟୀ ତାକୁ ଧରନ୍ତୁ: ଭାଜପା

ଭୁବନେଶ୍ବର,୧୬ା୧(ବ୍ୟୁରୋ):ରାଜ୍ୟରେ ଖେଳକୁ ପ୍ରୋତ୍ସାହନ ଦେଉଥିବା ମୁଖ୍ୟମନ୍ତ୍ରୀ ମହିଳା ଖେଳାଳିଙ୍କୁ ସୁରକ୍ଷା ଦେବାରେ ବିଫଳ ସାବ୍ୟସ୍ତ ହୋଇଛନ୍ତି। ଓଡ଼ିଶାରେ ବିଶ୍ୱସ୍ତରୀୟ ଖେଳାଳିଙ୍କ ଲାଗି ନବୀନ ବାବୁ କୌଣସି ବ୍ୟବସ୍ଥା କରୁନାହାନ୍ତି କି ଓଡ଼ିଶାର କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ମଧ୍ୟ କିଛି ପଦକ୍ଷେପ ନ…

ଆବାସ ଲୋଗୋ: ବିଜେଡି-ଭାଜପା ପୁଣି ମୁହାଁମୁହିଁ

ଭୁବନେଶ୍ବର,୧୬ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଶ୍ରେୟ ନେବାକୁ ବିଜେଡି-ଭାଜପା ମଧ୍ୟରେ ପୁଣି ଟଣାଓଟରା ଆରମ୍ଭ ହୋଇଯାଇଛି। ଏଣିକି ଆବାସ ଯୋଜନାରେ କେନ୍ଦ୍ରର ପିଏମ୍‌ଏୱାଇ ଲୋଗୋକୁ ସ୍ପଷ୍ଟ ଭାବେ ପ୍ରଦର୍ଶିତ କରାଯିବ। ରାଜ୍ୟ ସରକାରଙ୍କ ତରଫରୁ ଏନେଇ କେନ୍ଦ୍ର ସରକାରଙ୍କୁ ଜଣାଯାଇଛି। ତେବେ ପୂର୍ବପରି…

ଉତ୍ସବର ମଜା ଉଠାଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧(ବ୍ୟୁରୋ):ଓଡ଼ିଶା ଦ୍ୱିତୀୟଥର ପାଇଁ ପୁରୁଷ ହକି ବିଶ୍ୱକପ୍‌ ଆୟୋଜନର ସୁଯୋଗ ପାଇଛି। ଏହା ଆମକୁ ଅଧିକ ଗୌରବାନ୍ବିତ କରିଛି। ଓଡ଼ିଶା ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ। ଓଡ଼ିଶାରେ ବିଶ୍ୱକପ୍‌ର ଉପସ୍ଥିତିକୁ ସମସ୍ତେ ଅନୁଭବ କରିବା ସହ ଏକ ମନ ନେଇ…

ପ୍ରଥମଥର ଖୋଲିଲା ନାଇଟ୍‌ ବଜାର

ଭୁବନେଶ୍ୱର, ୧୬।୧ (ବ୍ୟୁରୋ):ହକି ବିଶ୍ୱକପ୍‌କୁ ଅଧିକ ରଙ୍ଗାରଙ୍ଗ କରିବା ସହ ଅତିଥି, ପର୍ଯ୍ୟଟକ, ଖେଳପ୍ରେମୀ ଓ ସହରବାସୀଙ୍କୁ ବିଶ୍ୱସ୍ତରୀୟ ଅନୁଭବ ଦେବା ପାଇଁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ମନୋରଞ୍ଜନର ମହାକୁମ୍ଭ ‘ଡଟ୍‌ଫେଷ୍ଟ’। ଏକା ସଙ୍ଗରେ ଏହା ଲୋକଙ୍କୁ ନୃତ୍ୟ, ସଙ୍ଗୀତ, କମେଡି…

ଜମୁଛି କାହାଣୀ ଉତ୍ସବ ‘ଭୁ-ଫେଷ୍ଟୋ’

ଭୁବନେଶ୍ୱର,୧୬।୧(ବ୍ୟୁରୋ):ହକି ବିଶ୍ୱକପ୍‌ ସହ ରାଜଧାନୀରେ ଆୟୋଜନ ହୋଇଛି ଭଳିକି ଭଳି ମନୋରଞ୍ଜନ କାର୍ଯ୍ୟକ୍ରମ। ପୋଖରୀପୁଟସ୍ଥିତ କଳାଭୂମି ସମେତ ୩ ପାର୍କରେ ଆୟୋଜିତ କାହାଣୀ ଉତ୍ସବ ‘ଭୁ-ଫେଷ୍ଟୋ’ ପିଲାଙ୍କଠାରୁ ବୟସ୍କଙ୍କୁ ଆକୃଷ୍ଟ କରୁଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ବକୁଳ ଫାଉଣ୍ଡେଶନ ଆନୁକୂଲ୍ୟରେ…

ରାସ୍ତାରେ ପୋଲିସ୍‌ ପହରା , ମୋ ବସ୍‌ରେ ସକ୍ରିୟ ଲୁଟେରା

ଭୁବନେଶ୍ୱର,୧୬।୧(ବ୍ୟୁରୋ):ହକି ବିଶ୍ୱକପ୍‌ ଓ ଡଟ୍‌ ଫେଷ୍ଟ ପାଇଁ ପୋଲିସ ରାସ୍ତାଘାଟଠାରୁ ଆରମ୍ଭ କରି ଛକ ଛକରେ ଚେକିଂ କରିବା ସହ ପଇଁତରା ମାରୁଛି। ଏପଟେ ମୋ ବସ୍‌ ଭିତରେ ଭିଡର ସୁଯୋଗ ନେଇ ଲୁଟେରା ଓ ଚୋର ଗ୍ୟାଙ୍ଗ ପୁଣି ମାତିଛନ୍ତି।…

ଉତ୍ସବମୁଖର ସହରୀ ସକାଳ

ଭୁବନେଶ୍ୱର, ୧୬।୧ (ବ୍ୟୁରୋ):ରାଜଧାନୀରେ ରବିବାର ଶୀତୁଆ ସକାଳକୁ ସତେଜ କରିଥିଲା ‘ପଥ ଉତ୍ସବ’। ପିଲାଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ନାଚ, ଗୀତ ସାଙ୍ଗକୁ ମନୋରଞ୍ଜନର ଭରପୂର ମଜା ଉଠାଇଥିଲେ। ଏଥର ପଥ ଉତ୍ସବ ପୁରୁଣା ଭୁବନେଶ୍ୱର ରଥରୋଡ୍‌ରେ ଅନୁଷ୍ଠିତ ହୋଇଥିଲା। ସକାଳ…

ଭିତ୍ତିଭୂମି ଶେୟାର କରିପାରିବେ ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୬।୧(ବ୍ୟୁରୋ):କେନ୍ଦ୍ର ସରକାର ଉଚ୍ଚ ଶିକ୍ଷାନୁଷ୍ଠାନରେ ଭିତ୍ତିଭୂମି ସୁଦୃଢ଼ ଉପରେ ଗୁରୁତ୍ୱ ଦେଉଥିବାବେଳେ ଦେଶର ଅଧିକାଂଶ ଉଚ୍ଚ ଶିକ୍ଷାନୁଷ୍ଠାନରେ ଏବେ ବି ଆବଶ୍ୟକ ଭିତ୍ତିଭୂମି ନାହିଁ। ଏହାକୁ ଦୃଷ୍ଟିରେ ରଖି ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

୯ ଜିଲାକୁ ଘନ କୁହୁଡ଼ି ସତର୍କତା

ଭୁବନେଶ୍ୱର, ୧୬।୧(ବ୍ୟୁରୋ):ରାଜ୍ୟରେ ଏବେ ଶୀତ କମିଥିଲେ ମଧ୍ୟ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରବିବାର ସକାଳ ପ୍ରାୟ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଯାଇଥିଲା। ଆସନ୍ତା ଦୁଇଦିନ ଏପରି କୁହୁଡ଼ି ଅନୁଭୂତ ହେବ। ତେବେ ସୋମବାର ସକାଳ ସାଢ଼େ…

ଓଡ଼ିଶାକୁ ୯.୫୯ ଲକ୍ଷ ଗୃହ ମଞ୍ଜୁର

ଭୁବନେଶ୍ବର,୧୬ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏୱାଇ)କୁ ନେଇ କେନ୍ଦ୍ର-ରାଜ୍ୟ ମଧ୍ୟରେ ଦୀର୍ଘଦିନ ହେବ ମୁହଁାମୁହିଁ ସ୍ଥିତି ଲାଗି ରହିଥିଲା। ଏଥିଯୋଗୁ ହିତାଧିକାରୀଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଥିଲା। ବହୁ ବାଦବିବାଦ ପରେ ରାଜ୍ୟ ହିତାଧିକାରୀମାନେ ଏବେ ଆବାସ ଘର ପାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?