ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ବର,୧୪ା୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଏଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟର ମୋଟ ୧୩୯ ଓଏଏସ୍ ଅଫିସରଙ୍କ ବଦଳି କରିବା ସହିତ ଶୁକ୍ରବାର ସୁଦ୍ଧା ସମସ୍ତେ ରିଲିଭ ହେବେ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…
ୟୁବିଓଆଇର ନୂତନ କ୍ଷେତ୍ର ମହାପ୍ରବନ୍ଧକ
ଭୁବନେଶ୍ୱର,୧୪।୧୦: ୟୁନିୟନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଓଆଇ) ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ କ୍ଷେତ୍ର ମହାପ୍ରବନ୍ଧକ ଭାବେ ବରିଷ୍ଠ ବ୍ୟାଙ୍କର ସର୍ଭେଶ ରଞ୍ଜନ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ରଞ୍ଜନ ୟୁନିୟନ୍ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟରେ ଋଣନୀତି…
ଓଡ଼ିଶା ହସ୍ତତନ୍ତ, ହସ୍ତଶିଳ୍ପ ଉନ୍ନୟନ, ବିକାଶ ପରିଷଦ ପୁନର୍ଗଠିତ
ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଏବଂ ବିକାଶ ପରିଷଦ ପୁନର୍ଗଠିତ ହୋଇଛି। ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ପୁନର୍ଗଠିତ ହୋଇଥିବା ଏହି ପରିଷଦରେ ଅଧ୍ୟକ୍ଷ ଭାବେ ସ୍ଥପତି ପଦ୍ମବିଭୂଷଣ ଡ. ସୁଦର୍ଶନ ସାହୁ ମନୋନୀତ ହୋଇଛନ୍ତି। ବାନ୍ଧ ଶିଳ୍ପୀ…
ଆଜି ଓଡ଼ିଶା ଆସୁଛନ୍ତି ଖାର୍ଗେ
ଭୁବନେଶ୍ବର,୧୪ା୧୦(ବ୍ୟୁରୋ):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ଯାଉଥିବା ମଲିକାର୍ଜୁନ ଖାର୍ଗେ ଶୁକ୍ରବାର ଓଡିଶା ଗସ୍ତରେ ଆସୁଛନ୍ତି। ଖାର୍ଗେ ନିର୍ବାଚନ ପୂର୍ବରୁ ତାଙ୍କୁ ସମର୍ଥନ ଲୋଡିବା ଲାଗି ଓଡିଶା ଆସୁତିବା ଜଣାପଡିଛି। ଖାର୍ଗେ ଓଡିଶାର ବହୁ କଂଗ୍ରେସ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟାଟା ସନ୍ସ ଅଧ୍ୟକ୍ଷ
ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ଟାଟା ସନ୍ସର ଅଧ୍ୟକ୍ଷ ଏନ୍. ଚନ୍ଦ୍ରଶେଖରନ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଶିଳ୍ପ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଟାଟା ସନ୍ସ ଅଧ୍ୟକ୍ଷଙ୍କୁ କହିଛନ୍ତି। ଟାଟା ଷ୍ଟିଲ୍ ସମେତ ଓଡ଼ିଶାରେ ଟାଟା ସନ୍ସର ବିଭିନ୍ନ…
ଆଜିଠୁ ଯୁକ୍ତ୩ ପାଠପଢ଼ା
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଗୁରୁବାରଠାରୁ ଯୁକ୍ତ୩ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି, ସେମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ରଖିବା ପାଇଁ ବିଭାଗ ପକ୍ଷରୁ…
ପୋଲିସ ହାତରେ ବ୍ୟାଙ୍କ ଷ୍ଟେଟ୍ମେଣ୍ଟ
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ବ୍ଲାକ୍ମେଲିଂ କରି ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କଠାରୁ ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ କମିଶନରେଟ ପୋଲିସର ହସ୍ତଗତ ହୋଇଛି। ଅର୍ଚ୍ଚନା କମ୍ ଦିନ ମଧ୍ୟରେ କିପରି…
ବିଶ୍ୱ ର଼୍ୟାଙ୍କିଙ୍ଗ୍ରେ ଉପରକୁ ଉଠିଲା କିଟ୍
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଟାଇମ୍ସ ହାୟର ଏଜୁକେଶନ୍ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍-୨୦୨୩ ବୁଧବାର ପ୍ରକାଶ ପାଇଛି। ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଭଲ ପ୍ରଦର୍ଶନ କରିବା ସହ ଉପରକୁ ଉଠିଛି। ପୂର୍ବବର୍ଷ କିଟ୍ ୮୦୧+ ସ୍ଥାନରେ ରହିଥିବାବେଳେ ଏବର୍ଷ ୨ଶହ ର଼୍ୟାଙ୍କ ଉନ୍ନୀତ ହୋଇ…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୭ ଆକ୍ରାନ୍ତ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୭ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୪୬ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩୧ ଲୋକାଲ କେସ୍ ରହିଛି। ଏହାଛଡ଼ା ୧୦ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ୍ ଥିବା ନେଇ ଗୁରୁବାର…
୭ ଦିନ ଯାଏ ବାତ୍ୟା ସୂଚନା ନାହିଁ: ଆଇଏମ୍ଡି
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ଆସନ୍ତା ୨୨ରୁ ୨୪ ମଧ୍ୟରେ ଓଡ଼ିଶା ପ୍ରତି ବାତ୍ୟା ବିପଦ ରହିଥିବା ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ମଡେଲ କହୁଥିବାବେଳେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଏହାକୁ ଖଣ୍ଡନ କରିଛି। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ୭ ଦିନ…
ନିଶା ଦେଇ ନଗ୍ନ ଭିଡିଓ କରିଥିଲେ ଅର୍ଚ୍ଚନା
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ବ୍ଲାକ୍ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ ଗିରଫ ଘଟଣାକୁ ୫ ଦିନ ବିତିଛି। ଦିନ ବଢ଼ିବା ସହ ଏହି ବ୍ଲାକ୍ମେଲ୍ରଙ୍କ ଗୋଟିଏ ପରେ…
‘ଖବରକାଗଜ ବ୍ୟକ୍ତିଙ୍କୁ ସୃଜନଶୀଳ କରିଥାଏ’
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଆଜିର ସମୟରେ ଗଣମାଧ୍ୟମର ଗୁରୁତ୍ୱ ବଢିଛି। ହେଲେ ଖବରକାଗଜ ଚଳାଇବା ଏକ କଠିନ କାମ ପାଲଟିଛି। ଯେଉଁ ଗଣମାଧ୍ୟମ ବିଭିନ୍ନ ପରିସ୍ଥିତି ଦେଇ ନିଜକୁ ପ୍ରତିଷ୍ଠିତ କରିପାରିବ, ତା’ର ବିଶ୍ବସନୀୟତା ବଢିବ। ଯଦି ଗଣମାଧ୍ୟମ କୌଣସି ବ୍ୟବସାୟିକ ମଡେଲ…
Archives


