ମେଟ୍ରୋ

ଡଟ୍‌ଫେଷ୍ଟ କାଉଣ୍ଟଡାଉନ୍‌ ଆରମ୍ଭ

ଭୁବନେଶ୍ୱର, ୧୪।୧ (ବ୍ୟୁରୋ): ହକି ବିଶ୍ୱକପ୍‌କୁ ଆଉଟିକେ ରଙ୍ଗାରଙ୍ଗ କରିବା ପାଇଁ ଆସନ୍ତା ୧୫ ତାରିଖରୁ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେଉଛି ଭୁବନେଶ୍ୱର ସିଟି ଫେଷ୍ଟିଭାଲ ‘ଡଟ୍‌ ଫେଷ୍ଟ’ର ୨ୟ ସଂସ୍କରଣ। ରାଜ୍ୟ ତଥା ଦେଶବିଦେଶର କଳାକାରଙ୍କ ନୃତ୍ୟ, ଗୀତ ସାଙ୍ଗକୁ…

ଦୁର୍ଘଟଣାରେ ଆହତଙ୍କୁ ଫାଷ୍ଟ-ଏଡ୍‌ ଦେବେ ସ୍ବେଚ୍ଛାସେବୀ

ଭୁବେନଶ୍ବର,୧୪ା୧(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଏବଂ ଏଥିଜନିତ ମୃତ୍ୟୁକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଗତବର୍ଷ ଜାନୁଆରୀରୁ ଅକ୍ଟୋବର ମାସ ମଧ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ପ୍ରାୟ ୮.୫% ବଢ଼ିଛି। ଅଭ୍ୟାସଗତ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରକାର…

ତାଲିମ ପାଇଁ ସିଙ୍ଗାପୁର ଗଲେ ୨୪ ବିଦ୍ୟାର୍ଥୀ

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ଓଡ଼ିଶାରେ ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ୨୪ଜଣ ଉତ୍ତୀର୍ଣ୍ଣ ବିଦ୍ୟାର୍ଥୀଙ୍କୁ ଶିକ୍ଷାନବିସ ତାଲିମ୍‌ ପାଇଁ ସିଙ୍ଗାପୁର ପଠାଯାଇଛି। ଶୁକ୍ରବାର ସେମାନେ ସିଙ୍ଗାପୁର ଯାତ୍ରା କରିଛନ୍ତି। ଯାତ୍ରା ପୂର୍ବରୁ ଶିକ୍ଷାର୍ଥୀଙ୍କୁ ମଧ୍ୟ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଗୋଟିଏ ସପ୍ତାହ…

୯ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ଶୀତ ଆହୁରି କମିବ ଓ ତାପମାତ୍ରା ଆହୁରି ବଢ଼ିବ। ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି ପାଇଥିବାରୁ ଆଗାମୀ ୩ ଦିନ ରାଜ୍ୟର ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ଅନେକ ଜିଲାରେ ଘନକୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ଜାରିଆ ଜଙ୍ଗଲରୁ ମିଳିଲା ଖପୁରି, କଙ୍କାଳ

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ଗତବର୍ଷ ଅଗଷ୍ଟରେ ଡମପଡ଼ା ଅଭୟାରଣ୍ୟରେ ନିଖୋଜ ବୃଦ୍ଧ ନନ୍ଦ ବେହେରାଙ୍କୁ ଅଜଗର ଗିଳିଥିବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ଏଯାଏ ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ଶୁକ୍ରବାର ଅଭୟାରଣ୍ୟ ଅନ୍ତର୍ଗତ ଜାରିଆ ଜଙ୍ଗଲରୁ ଏକ ଖପୁରି, କଙ୍କାଳ…

ଜାରିଆ ଜଙ୍ଗଲରୁ ମିଳିଲା ଖପୁରୀ, କଙ୍କାଳ

ଭୁବନେଶ୍ୱର, ୧୩।୧(ବ୍ୟୁରୋ) – ଗତବର୍ଷ ଅଗଷ୍ଟରେ ଡମପଡ଼ା ଅଭୟାରଣ୍ୟରେ ନିଖୋଜ ବୃଦ୍ଧ ନନ୍ଦ ବେହେରାଙ୍କୁ ଅଜଗର ଗିଳିଥିବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ଏଯାଏ ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ଶୁକ୍ରବାର ଅଭୟାରଣ୍ୟ ଅନ୍ତର୍ଗତ ଜାରିଆ ଜଙ୍ଗଲରୁ ଏକ ଖପୁରୀ,…

ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ-ପ୍ରିୟଙ୍କା

ଭୁବନେଶ୍ୱର,୧୩।୧(ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଓ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଫେବୃୟାରୀରେ ଓଡ଼ିଶା ଆସିବେ । ଉଭୟ ଦଳର ‘ହାଥ୍‌ ସେ ହାଥ୍‌ ଯୋଡୋ’ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର ସୂଚନା ଦେଇଛନ୍ତି।…

ମୋବାଇଲ ବନ୍ଦ ରଖିପାରିବେନି କର୍ମଚାରୀ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ର ସୁପରିଚାଳନା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଭୁବନେଶ୍ୱର ପାଇଁ ଖୋର୍ଦ୍ଧା ଜିଲା ସହରାଞ୍ଚଳ ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରିଛନ୍ତି। ୧୩ରୁ ୨୯ ପର୍ଯ୍ୟନ୍ତ ଅର୍ଥାତ୍‌ ବିଶ୍ୱକପ୍‌ ଶେଷ…

ମମିତା ମେହେର ହତ୍ୟା ମାମଲା: ଜିଲାପାଳ, ଏସ୍‌ପି, ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କର କଣ୍ଟାବାଞ୍ଜି ଜେଲରେ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରିପୋର୍ଟ ତଲବ କରିଛନ୍ତି। ଏହି ମାମଲାରେ କମିଶନ ବଲାଙ୍ଗୀର ଜିଲାପାଳ, ଏସ୍‌ପି ଏବଂ…

ରାଜଧାନୀରେ ୭୫ରୁ ଊର୍ଦ୍ଧ୍ୱ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ। ରାଉରକେଲା ଓ ଭୁବନେଶ୍ୱରରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବାକୁ ଥିବାବେଳେ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏନେଇ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍‌ରେ ପୋଲିସ କମିଶନର ସୌମେନ୍ଦ୍ର…

ଡଟ୍‌ ଫେଷ୍ଟରେ ମିଳିବ ୧୬ ଦେଶର ଖାଦ୍ୟ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ନେଇ ରାଜଧାନୀରେ ଉତ୍ସାହ ବଢ଼ିବାରେ ଲାଗିଛି। ଏହି ଅବସରରେ ଆସନ୍ତା ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଡଟ ଫେଷ୍ଟକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଭୁବନେଶ୍ୱର ସମେତ ସାରା…

ମୋ ବସ୍‌ରେ ମାଗଣା ଯାତ୍ରା କରିବେ ହକି ଦର୍ଶକ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କ୍ରୁଟ୍‌ ପକ୍ଷରୁ ସ୍ମାର୍ଟସିଟି ରାଉରକେଲାରେ ମୋ ବସ୍‌ ସେବା ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ରାଉରକେଲା ମଧ୍ୟରେ ଯାତ୍ରୀଙ୍କ ଯାତାୟାତକୁ ସୁଗମ କରିବା ପାଇଁ ଏହି ସେବା ଆରମ୍ଭ ହୋଇଥିବାବେଳେ ଭୁବନେଶ୍ୱରରେ ୧୫ଟି ଅତିରିକ୍ତ ଇ-ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?