ମେଟ୍ରୋ

୭ ଦିନ ପାଇଁ ୧୦ ଜିଲା ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର, ୧୬ା୮(ବ୍ୟୁରୋ): ଉପରମୁଣ୍ଡରେ ଅଧିକ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଟି ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ସପ୍ତାହକ ପାଇଁ ବାତିଲ କରାଯାଇଛି। ଯେଉଁ...

ହୀରାକୁଦରେ ଖୋଲିଲା ଆଉ ୫ ଗେଟ୍‌

ଭୁବନେଶ୍ୱର,୧୬।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଏ ନେଇ ଆଉ ୫ଟି ଗେଟ୍‌ ଖୋଲାଯାଇଛି। ଏହାକୁ ମିଶାଇ ମୋଟ ୩୧ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ରାତି ୯ଟା ସୁଦ୍ଧା ଆଉ ୯ଟି ଗେଟ୍‌...

ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଣ୍ଡଳିରେ ମଙ୍ଗଳବାର ସର୍ବାଧିକ ବନ୍ୟାଜଳ ପ୍ରବାହିତ ହେବ। ତେଣୁ ଆଗାମୀ ୪୮ ଘଣ୍ଟା ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା କହିଛନ୍ତି। ତଣୁ ନଦୀ ବନ୍ଧକୁ ଜଗିବା ଜରୁରୀ ବୋଲି...

ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି। ସବୁ ପ୍ରକାର ବିପର୍ଯ୍ୟୟରେ ‘ସବୁ ଜୀବନ ମୂଲ୍ୟବାନ’ ବୋଲି ସେ କହିଛନ୍ତି। ଯେପରି କୌଣସି ପରିସ୍ଥିତିରେ ଗୋଟିଏ ବି ଜୀବନ ହାନି ନ ହୁଏ ଏବଂ...

ଓଡ଼ିଶା-ଛତିଶଗଡ଼ ଜଳବିବାଦ ମାମଲା: ୨ ରାଜ୍ୟ ମଧ୍ୟରେ ଆଜି ହେବ ଆଲୋଚନା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀକୁ ନେଇ ଏବେ ପୁଣି ଓଡ଼ିଶା-ଛତିଶଗଡ଼ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ମହାନଦୀରେ ଜଳସ୍ତର ବଢିବା କାରଣରୁ ଛତିଶଗଡ ପଟେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିବାବେଳେ ହୀରାକୁଦର ଅଧିକ ଫାଟକ ଖୋଲିବା ଲାଗି ଛତିଶଗଡ ସରକାର ଅନୁରୋଧ କରିଛନ୍ତି।...

‘ଆସନ୍ତା ୩ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀରେ ଉପରମୁଣ୍ଡ ଓ ତଳମୁଣ୍ଡରେ ବର୍ଷା ହେବା ଯୋଗୁ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ବିଭିନ୍ନ ନଦୀ ବିପଦସଙ୍କେତ ପାର କରିଛି। ଆସନ୍ତା ୩ ଘଣ୍ଟାରେ ବନ୍ୟା ପିକ୍‌ ଛୁଇଁବ ବୋଲି ଜଳ ସମ୍ପଦ ବିଭାଗର...

ଆଜି ବନ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଲଗାଣ ବର୍ଷା ଯୋଗୁ ରାଜ୍ୟରେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଅର୍ଥାତ୍‌ ଆଜି ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ସ୍ଥିତି ସମୀକ୍ଷା କରିବେ। ଏହି ବୈଠକରେ ବହୁ ବରିଷ୍ଠ...

କରୋନାରେ ଚାଲିଗଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୬।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୬୦ ବର୍ଷୀୟ ବ୍ୟକ୍ତି। ସେ ରାୟଗଡା ଜିଲାର...

ଆଜି ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

ଅଗଷ୍ଟ ୧୯ରେ ପୁଣି ଏକ ଲଘୁଚାପ: ୧୮ରୁ ବର୍ଷିବ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ବଙ୍ଗୋପସାଗରରେ ଆସନ୍ତା ଅଗଷ୍ଟ ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଅଗଷ୍ଟ ୧୮ରୁ ଉପକୂଳରେ ପ୍ରବଳ ବର୍ଷାର ସମ୍ଭାବନା...

ରାଜ୍ୟରୁ ସୁସ୍ଥ ହେଲେ ୪୭୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୩,୧୦,୬୩୫ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଓଡ଼ିଶାର ୨୨ଜଣଙ୍କୁ ମିଳିଲା ପୋଲିସ ପଦକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ୭୬ତମ ସ୍ବାଧୀନତା ଦିବସ ଅବସରରେ ସୋମବାର ଓଡ଼ିଶାର ୨୨ ଜଣ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ପୋଲିସ ପଦକ ପ୍ରଦାନ କରାଯାଇଛି। ଲୋକସେବା ଭବନ କନଫରେନ୍‌ସ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମ୍ମାନ ପ୍ରଦାନ କରିଛନ୍ତି। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri