ମେଟ୍ରୋ

ନିର୍ବାଚନରେ ହାରିବି ଅଥବା ଜିତିବି ଜଣାନାହିଁ, ହେଲେ ଲୋକଙ୍କ ସେବା ଜାରି ରଖିବି: ଦାମ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଗୁରୁବାର ଭୋଟ ଗଣତି। ଏହା ପରେ କିଏ ଜିତିବ, କିଏ ହାରିବ ତାହା ସ୍ପଷ୍ଟ ହୋଇଯିବ। ମାତ୍ର ଏବେଠାରୁ ଆରମ୍ଭ ହେଲାଣି ଅଙ୍କକଷା। ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍‌ ପୋଲ ପ୍ରକାଶ ପାଇବା ପରେ ଚର୍ଚ୍ଚା ଆହୁରି ବଢ଼ିଯାଇଛି। ତେବେ...

ଦାନ୍ତ ଖୁଣ୍ଟୁଖୁଣ୍ଟୁ ପେଟରେ ପହଞ୍ଚତ୍ଲା ୭ ସିଏମ୍‌ର ଛୁଞ୍ଚି : ବିନା ଅସ୍ତ୍ରୋପଚାରରେ ବାହାର କରାଗଲା

କଟକ ଅଫିସ, ୨୨।୫: ବିନା ଅସ୍ତ୍ରୋପଚାରରେ ଜଣେ ଯୁବକଙ୍କ ପେଟ ଭିତରୁ ବାହାର କରାଯାଇଛି ୭ସେଣ୍ଟିମିଟର ଲମ୍ବର ଏକ ଛୁଞ୍ଚି । ଏସ୍‌ସିବି ମେଡିକାଲର ଗ୍ୟାଷ୍ଟ୍ରୋଏଣ୍ଟରୋଲୋଜି ବିଭାଗରେ ଏହି ସଫଳ ଚିକିତ୍ସା କରାଯାଇଛି। ବିଭାଗୀୟ ଡାକ୍ତର କୈବଲ୍ୟ ରଞ୍ଜନ ଦାଶଙ୍କ...

୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଉକ୍ତ ସମୟରେ ମିଳିଥିବା ଦେଶର ସମସ୍ତ ଆଞ୍ଚଳିକ ଦଳର ଚାନ୍ଦାଠାରୁ ଅଧିକ। ବିଜେଡି ପଛକୁ ବିହାରରେ କ୍ଷମତାସୀନ ଜେଡି(ୟୁ) ରହିଛି।...

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ

ଭୁବନେଶ୍ୱର, ୨।୨୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରିକ୍ଷାର୍ଥୀ ଧରାପଡିବା ପରେ ଏଥିପାଇଁ ଏକ ବଡ଼ ର଼୍ୟାକେଟ କାର୍ଯ୍ୟ କରୁଥିବା ପୋଲିସ ଜାଣିବାକୁ ପାଇଛି। ଏ ସମ୍ପର୍କରେ ଅଧିକ ଖୋଳତାଡ଼ ପାଇଁ ଗିରଫ ୪ଜଣ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ...

ଓଏନ୍‌ଜିସି ସହାୟତାକୁ ଧର୍ମେନ୍ଦ୍ରଙ୍କ ପ୍ରଶଂସା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଫନୀ’ ପ୍ରଭାବରେ ପୁରୀ ଜଗନ୍ନାଥ ମନ୍ଦିର ଓ ସୂର୍ଯ୍ୟ ମନ୍ଦିରର ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ମରାମତି କାର୍ଯ୍ୟ ତଥା ପୁନରୁଦ୍ଧାର ପାଇଁ ଓଏନ୍‌ଜିସି ଗତ ମଙ୍ଗଳବାର ଭାରତୀୟ ପ୍ରତ୍ନତତ୍ତ୍ୱ ସଂସ୍ଥା (ଏଏସଆଇ)କୁ ଆର୍ଥିକ ସହାୟତା...

କ୍ଷତିଗ୍ରସ୍ତଙ୍କ ପାଖରେ ପହଞ୍ଚିନାହାନ୍ତି ସରକାର: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ଫନୀକୁ ୧୮ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କ ପାଖରେ ”ଜିରୋ କାଜୁଆଲିଟିର“ ନାରା ଦେଉଥିବା ସରକାର ପହଞ୍ଚିପାରି ନାହାନ୍ତି। ରାଜ୍ୟରେ ହଜାର ହଜାର ଲୋକ ବିଶେଷ କରି ପୁରୀ, ଖୋର୍ଦ୍ଧା,ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲାରେ ବିପନ୍ନ ହୋଇଥିଲେ...

କେନ୍ଦ୍ର ଅର୍ଥ ଲୁଟିବାକୁ ଯୋଜନା: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଦୁଇଦିନ ତଳେ ରାଜ୍ୟ କ୍ୟାବିନେଟ୍‌ରେ ପୂର୍ତ୍ତ ବିଭାଗରେ ବିନା ଟେଣ୍ଡରରେ ୫ ଲକ୍ଷ ଟଙ୍କାର କାମ ପାଇଁ କାର୍ଯ୍ୟାଦେଶ ଦିଆଯାଇ ପାରିବ ବୋଲି ନିଷ୍ପତ୍ତି ହୋଇଛି। ଏହାସହ ବାତ୍ୟା ‘ଫନୀ’ର ପୁନଃ ଉଦ୍ଧାର ପାଇଁ ହୋଇଥିବା ୨୦ଲକ୍ଷ ଟଙ୍କାର...

ବିଭିନ୍ନ ବିଦ୍ୟାଳୟର ପରୀକ୍ଷା ଫଳ

ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୮ ବିଦ୍ୟାଳୟର ମୋଟ ୧୮୬ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଜଣ ଏ୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ୧୪ଜଣ ଏ୨, ୮ଜଣ ବି୧, ୨୭ଜଣ ବି୨, ୩୮ଜଣ ସି,...

ଆଜିଠୁ ସ୍ବାଭାବିକ ହେବ ପାର୍କ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ‘ଫନୀ’ ଦ୍ୱାରା ବିଶେଷ କ୍ଷତିଗ୍ରସ୍ତ ହୋଇଥିବା ଭୁବନେଶ୍ୱରର ପାର୍କଗୁଡ଼ିକ ସ୍ବାଭାବିକ ହେବ। ବିଡିଏ ଦ୍ୱାରା ରକ୍ଷଣାବେକ୍ଷଣା କରାଯାଉଥିବା ପାର୍କଗୁଡ଼ିକ ବୁଧବାରଠାରୁ ସକାଳେ ଏବଂ ସନ୍ଧ୍ୟାରେ ଜନସାଧାରଣଙ୍କ ଲାଗି ଖୋଲା ରହିବ। ପୂର୍ବରୁ ବିଡିଏ ଦ୍ୱାରା ପରିଚାଳିତ ମୁଖ୍ୟ...

ଜୁନ୍‌ ୧ରୁ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି(ଓର୍‌ମାସ) ଏବଂ ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ-୨୦୧୯ ‘ଆମ ଆମ୍ବ ବଜାର’ ଆସନ୍ତା ଜୁନ୍‌ ୧ରୁ ଅନୁଷ୍ଠିତ...

୭ ବର୍ଷୀୟା ବାଳିକାଙ୍କୁ ବିଏମ୍‌ସିର ସହାୟତା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ୭ବର୍ଷୀୟା ଜଣେ ବାଳିକାଙ୍କୁ ସହାୟତା ପ୍ରଦାନ କରିଛି। ଭିଏସ୍‌ଏସ୍‌ ନଗର ତାରିଣୀ ବସ୍ତିରେ ରହୁଥିବା ଶ୍ରେୟା ପାତ୍ରଙ୍କୁ ଏହି ସହାୟତା ମିଳିଛି। ମା’ବାପା ଛେଉଣ୍ଡ ଶ୍ରେୟା ଜେଜେ ମା’...

ଖୋର୍ଦ୍ଧା ଜିଲା: ପାସ୍‌ହାର ୭୮.୬୭%ଭୁବନେଶ୍ୱରରେ ୮୨%

ଖୋର୍ଦ୍ଧା ଅଫିସ୍‌/ଭୁବନେଶ୍ୱର,୨୨।୫(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ୨୦୧୯ ମାଟ୍ରିକ୍‌ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲାରେ ୭୮.୬୭ପ୍ରତିଶତ ପାସ୍‌ହାର ରହିଛି। ଜିଲାର ୩୩୮ ସ୍କୁଲର ୨୮,୨୫୯ ଛାତ୍ରୀଛାତ୍ର ଦଶମ ଶ୍ରେଣୀ ପରୀକ୍ଷା ଦେବା ପାଇଁ...

Advertisement


Archives

Model This Week

Why Dharitri