ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା
ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ):ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହେବ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ସକାଳ ୯ଟାରୁ ଅପରାହ୍ନ ୫ଟା ମଧ୍ୟରେ ଅନୁଷ୍ଠିତ ହେବ। ଏହାପରେ ଦ୍ୱିତୀୟ ପର୍ଯ୍ୟାୟର ସ୍ପଟ୍ ନାମଲେଖା…
୨ ହଜାର ସ୍କୁଲକୁ ୪୩ ହଜାର ଫୁଟ୍ବଲ
ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ): ହକି ସମେତ ରାଜ୍ୟରେ ବିଭିନ୍ନ କ୍ରୀଡ଼ା ପ୍ରତିଭା ସୃଷ୍ଟି ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ‘ଫୁଟ୍ବଲ ଫର୍ ଅଲ୍’ କାର୍ଯ୍ୟକ୍ରମର ଉଦ୍ଘାଟନ କରିଛନ୍ତି। କିଟ୍ ଓ କିସ୍ର…
ପିଲାଙ୍କ ଶ୍ରେୟ, ଠକ କୋଚିଂ ସେଣ୍ଟର
ଭୁବନେଶ୍ବର,୧୧ା୧୦(ବ୍ୟୁରୋ):ଓଡ଼ିଶାରେ ନକଲି ଓଷଧ ବେପାର ଭଲଭାବେ ଚାଲିଛି। ସେହିଭଳି କୋଚିଂ ସେଣ୍ଟରଗୁଡ଼ିକ ଠକାମି ମାଧ୍ୟମରେ ପ୍ରବଳ ଅର୍ଥ ରୋଜଗାର କରୁଛନ୍ତି। ରାଜ୍ୟର ଛାତ୍ରୀଛାତ୍ରମାନଙ୍କ କଷ୍ଟ ଏବଂ ତାଙ୍କ ଦକ୍ଷତାକୁ ବ୍ୟବହାର କରି ଅଭିଭାବକମାନଙ୍କୁ ଭ୍ରମରେ ପକାଇବାର ଅପଚେଷ୍ଟା ସେମାନେ ଚଳାଇଛନ୍ତି। ନିକଟରେ…
ଘୂର୍ଣ୍ଣିବଳୟ: ଆଉ ୨ ଦିନ ବର୍ଷା: ଆଜିଠୁ ସାମାନ୍ୟ କମିବ
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ)- ବଙ୍ଗୋପସାଗର ଓ ଏହା ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଗତ ୧୫ ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଆସନ୍ତା…
ଚାକିରି ବାହାନାରେ ବ୍ରହ୍ମପୁର ନେଇ ମହିଳାଙ୍କୁ ବଳାତ୍କାର
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଏକ ବଡ଼ କମ୍ପାନୀରେ ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ରାଜଧାନୀ ଭୁବନେଶ୍ୱରରୁ ନେଇ ବ୍ରହ୍ମପୁରରେ ବଳାତ୍କାର କରାଯାଇଛି। ଏନେଇ ପୀଡିତା ଜଣକ ଶହୀଦନଗର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।…
୧୭ରୁ ମେଡିକାଲ ନାମଲେଖା କାଉନ୍ସେଲିଂ
ଭୁବନେଶ୍ୱର, ୧୦।୧୦(ବ୍ୟୁରୋ) – ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୧୭ ତାରିଖରୁ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ କାଉନ୍ସେଲିଂ ଆରମ୍ଭ ହେବ। ମୋଟ ୨,୨୦୦ ସିଟ୍ ମଧ୍ୟରୁ ୧,୭୦୦ ସିଟ୍ ୧୦ଟି ସରକାରୀ ମେଡିକାଲ କଲେଜ ଓ ଦୁଇଟି ଘରୋଇ ମେଡିକାଲ…
କଳିଙ୍ଗ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥା କଡାକଡି: ମୁତୟନ ହେବେ ୧୫ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୧୭ ବର୍ଷରୁ କମ୍ ବିଶ୍ୱକପ୍ ଫୁଟ୍ବଲ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୋମବାର ପୋଲିସ କମିଶନର ଏବଂ ଡିସିପି ସୁରକ୍ଷା ବ୍ୟବସ୍ଥାକୁ ନେଇ ସମୀକ୍ଷା କରିଛନ୍ତି। ତେବେ ଡିସିପିିଙ୍କ ତତ୍ତ୍ବାବଧାନରେ ୬ ଅତିରିକ୍ତ ଡିସିପି,…
ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ୫ହଜାର ଜରିମାନା
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ସ୍ବଚ୍ଛତାକୁ ନେଇ ବିଏମ୍ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଣିକି ରାଜଧାନୀ ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡିବ ଜରିମାନା। ଭୁବନେଶ୍ୱର ୟୁନିଟ୍-୧ର ସମସ୍ତ ବ୍ୟବସାୟଙ୍କୁ ଏଭଳି ଚେତାବନୀ ଦେଇଛି ବିଏମ୍ସି କମିଶନର। ପଚା ପରିବା ଓ ବର୍ଜ୍ୟବସ୍ତୁ ରାସ୍ତାରେ…
ରାଜ୍ୟରୁ ଆଜି ୭୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୭୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୯୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୬ ଜଣ ଚିହ୍ନଟ ହୋଇଥିବା…
ଏହି ସବୁ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ସୋମବାର ମଧ୍ୟ କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଭୁବନେଶ୍ୱର ଜନସ୍ବାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ସୋମବାର ସକାଳୁ ଚଢ଼ାଉ ଜାରି ରହିଛି। ଭୁବନେଶ୍ୱରସ୍ଥିତ ଅଫିସ, କଟକ, ଜଟଣୀ ଏବଂ…
ପିଜି ସ୍ପଟ୍ ନାମଲେଖା ପାଇଁ ଆଜି ମେଧା ତାଲିକା
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ପିଜି ସ୍ପଟ୍ ନାମଲେଖା ପାଇଁ ସୋମବାର ଅପରାହ୍ନ ୪ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରଙ୍କୁ ୧୧ରୁ ୧୨ ତାରିଖ ଅପରାହ୍ନ ୫ଟା ମଧ୍ୟରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ପଞ୍ଜୀକରଣ କରିବାକୁ…
Archives


