ମେଟ୍ରୋ

ମହାନଦୀ ପାଇଁ ବିପଦ ଛତିଶଗଡ଼ ବର୍ଷା; ବଢ଼ୁଛି ବନ୍ୟା ଆଶଙ୍କା

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଲଗାଣ ବର୍ଷା ଲାଗି ରହିଛି। ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେଉଛି। ସେଠାରେ ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଛତିଶଗଡ଼ ବର୍ଷା...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୦୯,୬୭୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ସୋମବାର ପର୍ଯ୍ୟଟକଙ୍କ ଲାଗି ଖୋଲା ରହିବ ନନ୍ଦନକାନନ, ମଙ୍ଗଳବାର ବନ୍ଦ

ବାରଙ୍ଗ,୧୩।୮(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅଗଷ୍ଟ ୧୫ ତାରିଖ ଅର୍ଥାତ ସୋମବାର ଖୋଲା ରହିବ। ସେହିଭଳି ୧୬ ତାରିଖ ମଙ୍ଗଳବାର ଏହା ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ତେବେ ସୋମବାର ସ୍ବାଧୀନତା ଦିବସ ପଡୁଥିବାରୁ...

ରବିବାର, ସୋମବାର ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ବଙ୍ଗୋପସାଗରରେ ଲଗାତର ସୃଷ୍ଟି ହେଉଥିବା ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ରବିବାର ଏବଂ ସୋମବାର ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ମହାନଦୀରେ ବନ୍ୟା ଆଶଙ୍କା: ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ମହାନଦୀରେ ବନ୍ୟା ଆଶଙ୍କା କରି ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ଏହା ସହ ସମସ୍ତେ ଆଲର୍ଟ ମୋଡ୍‌ରେ ରହିଛନ୍ତି। ଦୁର୍ବଳ ନଦୀବନ୍ଧ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯଦି ଛତିଶଗଡ଼ରେ ବର୍ଷା ଲାଗି ରହେ...

ଭିଜୁଛି ଟୁଇନ୍‌ ସିଟି: ଟ୍ରାଫିକ୍‌, ଯାତାୟାତରେ ସମସ୍ୟା

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଉତ୍ତର-ବଙ୍ଗୋପସାଗରରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଟୁଇନ୍‌ ସିଟିରେ ଦିନସାରା ବର୍ଷା ଲାଗି ରହିବ। ଏହା ଯୋଗୁ ସହରର ଜଳବନ୍ଦୀ ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଜ୍ଞାନୀ...

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସମ୍ଭାବନା ରହିଛି। ଏ ନେଇ...

କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୪୦୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୧୬୬ ଜଣ ସ୍ଥାନୀୟ ସଂକ୍ରମିତ...

ହାତୀ ଦିବସରେ ଅଭିନବ ପ୍ରତିବାଦ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ସାରା ବିଶ୍ବରେ ଅଗଷ୍ଟ ୧୨କୁ ହାତୀ ଦିବସ ଭାବରେ ପାଳନ କରାଯାଉଛି। ହାତୀ ସଂରକ୍ଷଣ ଓ ହାତୀ-ମଣିଷ କିପରି ଭାବରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ କରିପାରିବେ, ସେହି ବାର୍ତ୍ତା ବହନ କରିଥାଏ ହାତୀ ଦିବସ। ହେଲେ ଓଡ଼ିଶାରେ ହାତୀ...

ସ୍ବାଧୀନତା ସଂଗ୍ରାମୀଙ୍କ ସଂଘର୍ଷର କାହାଣୀ ‘ସ୍ବରାଜ’

ଭୁବନେଶ୍ୱର,୧୩ା୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷର ସ୍ବାଧୀନତା ଦିବସକୁ ଅଧିକ ସ୍ମରଣୀୟ କରିବା ପାଇଁ ଦୂରଦର୍ଶନ (ଡିଡି-୧)ରେ ପ୍ରସାରିତ ହେବାକୁ ଯାଉଛି...

ସତ୍ୟରଞ୍ଜନ ସାହୁ ବୌଦ୍ଧ ଜିଲାପାଳ

ଭୁବନେଶ୍ବର, ୧୩ା୮(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ଶୁକ୍ରବାର ବଡ଼ଧରଣର ଅଦଳବଦଳ କରିଛନ୍ତି। ବରିଷ୍ଠ ଓଏଏସ୍‌ ଅଧିକାରୀ ସତ୍ୟରଞ୍ଜନ ସାହୁଙ୍କୁ ବୌଦ୍ଧ ଜିଲାପାଳ ଭାବେ ବଦଳି କରାଯାଇଛି। ଏଥିପୂର୍ବରୁ ସତ୍ୟରଞ୍ଜନ ଓଡ଼ିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଥିଲେ। ସେହିପରି ୨୦୦୬...

ଜାତିସଂଘ ପକ୍ଷରୁ ମନୋନୀତ ୬ ଯୁବ ଅଧିବକ୍ତାଙ୍କ ମଧ୍ୟରେ ଓଡ଼ିଶାର ସୌମ୍ୟ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଯୁବ ଦିବସ ଅବସରରେ ଶୁକ୍ରବାର ଜାତିସଂଘ ଭାରତ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ଭାରତର ୬ଜଣ ଯୁବ ଅଧିବକ୍ତାଙ୍କୁ ଜାତିସଂଘ ପକ୍ଷରୁ ସ୍ବୀକୃତି ଦିଆଯାଇଛି। ଏମାନଙ୍କ ମଧ୍ୟରେ ଓଡ଼ିଶାର ପୁରୀ ଜିଲା ଅସ୍ତରଙ୍ଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri