ମେଟ୍ରୋ

ଜାନୁୟାରୀ ଶେଷ ସୁଦ୍ଧା ସମ୍ପତ୍ତି ତାଲିକା ନ ଦେଲେ ବନ୍ଦ ହେବ ଦରମା

ଭୁବନେଶ୍ୱର,୧୦।୧: ଜାନୁୟାରୀ ଶେଷ ସୁଦ୍ଧା ସମସ୍ତ ସରକାରୀ କର୍ମଚାରୀ ନିଜ ସମ୍ପତ୍ତି ତାଲିକା ଦେବେ। ଏନେଇ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ଜାନୁୟାରୀ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ନ ଦେଲେ…

କୋଟିପତି ଅଧୀକ୍ଷଣ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର, ୯।୧ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମୀଣ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରିଛି। ଶନିବାରଠାରୁ ହୋଇଥିବା ଚଢ଼ାଉ ଓ ଯାଞ୍ଚରେ…

ନୂଆରୂପରେ ଟ୍ରାଫିକ ପୋଷ୍ଟ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ବିଶ୍ୱକପ୍‌ ହକି ପାଇଁ ବିଏମ୍‌ସି, ବିଡିଏ ଏବଂ ସ୍ମାର୍ଟସିଟି ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ସଜେଇବା ପାଇଁ ଜୋର୍‌ଦାର ପ୍ରୟାସ ଚାଲିଛି। ରାଜଧାନୀରେ ୯ଟି ନୂଆ ଟ୍ରାଫିକ୍‌ ପୋଷ୍ଟ ନିର୍ମାଣ କରାଯାଇଛି। ଏହି ଟ୍ରାଫିକ୍‌ ପୋଷ୍ଟ ଗୁଡିକ ଅର୍କକ୍ଷେତ୍ର…

ଡଟ୍‌ ଫେଷ୍ଟରେ ଜମିବ ‘ନାଇଟ୍‌ ବଜାର’

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ଏବେଠୁ ରାଜଧାନୀରେ ଆରମ୍ଭ ହୋଇଯାଇଛି ଉତ୍ସବ। ପୁଣି ଆଗକୁ ରହିଛି ବଡ଼ ମହୋତ୍ସବ। ମନୋରଞ୍ଜନ ସହ ସ୍ବତନ୍ତ୍ର ଆତିଥେୟତା ପ୍ରଦାନ କରିବାକୁ ଜାନୁୟାରୀ ୧୫ରୁ ଆରମ୍ଭ ହେଉଛି ‘ଡଟ୍‌ ଫେଷ୍ଟ ଭୁବନେଶ୍ୱର’। ନାଚ,…

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୧୦ା୧: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଫଳ ସୋମବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୨ଟି ପେପରରେ ମୋଟ ପାସ୍‌ ହାର ୪୯. ୮୪ ପ୍ରତିଶତ ହୋଇଛି। ଓଟିଇଟି ପରୀକ୍ଷା…

ପୋଲିସ ଲୋକଙ୍କ ମିତ୍ର ହୋଇ କାର୍ଯ୍ୟ କରୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୧(ବ୍ୟୁରୋ): ରାଜ୍ୟ ପୋଲିସ ବିଭାଗ ୫-ଟିରେ ସାମିଲ ହେବାପରେ ଅନେକ ପରିବର୍ତ୍ତନ ଆସିଛି। ପୋଲିସ ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଯଦି ଲୋକମାନଙ୍କର ଆସ୍ଥା ଆହୁରି ବଢ଼ିବ ବହୁତ ଖୁସି ହେବି। ଥାନାରେ ଲୋକଙ୍କୁ ଉପଯୁକ୍ତ ସମ୍ମାନ ମିଳୁଥିବା ଖବର…

ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ପାଇଁ ୨୦ରୁ ଦୂରଦର୍ଶନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓଆର୍‌ଏସ୍‌ଏସି) ଦ୍ୱାରା ପ୍ରସ୍ତୁତ ଶିକ୍ଷାଭିତ୍ତିକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଦୂରଦର୍ଶନ ମାଧ୍ୟମରେ ପ୍ରସାରିତ ହେବ। ପ୍ରତି ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସନ୍ଧ୍ୟା ୭ଟା ୩୦ରୁ ରାତି ୮ଟା ପର୍ଯ୍ୟନ୍ତ…

ମାର୍ଚ୍ଚ ୩୧ ସୁଦ୍ଧା ପାଠ୍ୟପୁସ୍ତକ ଯୋଗାଣ ସରିବ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୨.୫ କୋଟି ଖଣ୍ଡ ପାଠ୍ୟପୁସ୍ତକ ଓ ୧.୫ କୋଟି ଖଣ୍ଡ ଅନ୍ୟାନ୍ୟ ପାଠ୍ୟପୁସ୍ତକ ବିତରଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ପାଠ୍ୟପୁସ୍ତକ ରାଜ୍ୟର ୩୧୪ ବ୍ଲକ୍‌କୁ ଯୋଗାଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା…

ସାଇକୋଲୋଜିକାଲ କାଉନ୍‌ସେଲିଂ ଆରମ୍ଭ

ଭୁବନେଶ୍ୱର, ୧୦।୧(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସାଇକୋଲୋଜିକାଲ କାଉନ୍‌ସେଲିଂ ସୋମବାରଠାରୁ ଆରମ୍ଭ ହୋଇଛି। ଦୁଇବର୍ଷ ପରେ ଛାତ୍ରୀଛାତ୍ରମାନେ ଚଳିତବର୍ଷ ଫିଜିକାଲ ମୋଡ୍‌ରେ ପରୀକ୍ଷା ଦେବେ। ତେଣୁ ଏହି କାଉନ୍‌ସେଲିଂ ଛାତ୍ରୀଛାତ୍ରଙ୍କୁ ବହୁ ସହାୟ…

୧୧ରୁ ଶୀତ କମିବ

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଛି। ତେବେ ଆସନ୍ତା ବୁଧବାରଠାରୁ ଶୀତ କମିଯିବ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ ବଢ଼ିଯିବ। ଶୀତ କମିବା ସହ ଆସନ୍ତା ବୁଧବାରଠାରୁ ୩ ଦିନ ପର୍ଯ୍ୟନ୍ତ କେତେକ…

ମହିଳାଙ୍କ ନିଷ୍ପତ୍ତି ନେବାର କ୍ଷମତା ହେଉଛି ପ୍ରକୃତ ରୂପାନ୍ତର

ଭୁବନେଶ୍ବର,୧୦ା୧(ବ୍ୟୁରୋ): ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କୁ ଅଧିକ ସଶକ୍ତ ଓ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ସୋମବାର ରାଜ୍ୟ ସରକାର ଅଢ଼େଇ ଲକ୍ଷ ମିଶନ ଶକ୍ତି ଗ୍ରୁପର ବ୍ୟାଙ୍କ ଖାତାକୁ ୧୨୫ କୋଟି ଟଙ୍କାର ସୁଧ ରିହାତି…

ବିନା ଏନ୍‌ଇଇଟିରେ ପଢୁଛନ୍ତି ଆୟୁର୍ବେଦ ପାଠ

ଖୋର୍ଦ୍ଧା ଅଫିସ,୧୦ା୧: ଡାକ୍ତରୀ ପାଠ ପଢ଼ିବାକୁ ହେଲେ ସର୍ବଭାରତୀୟ ସ୍ତରରେ ଏନ୍‌ଇଇଟି ଏବଂ ଓଜେଇଇ ଦେବାକୁ ପଡ଼ିଥାଏ। ପରେ ନମ୍ବର ଏବଂ କ୍ୟାରିୟର ମାର୍କିଂ ଆଧାରରେ ଛାତ୍ରୀଛାତ୍ରଙ୍କୁ ଡାକ୍ତରୀ ପଢ଼ିବା ଲାଗି ସୁଯୋଗ ମିଳିଥାଏ। ତେବେ ବହୁ ମେଧାବୀଙ୍କୁ ସରକାରୀ କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?