ଓସିଏସ୍ ପାଇଲେ କିସ୍ର ୪ ଛାତ୍ରୀଛାତ୍ର
ଭୁବନେଶ୍ୱର,୯।୧୦(ବ୍ୟୁରୋ):ଚଳିତ ଶିକ୍ଷାବର୍ଷରେ ଆବାସିକ ଜନଜାତି ଅନୁଷ୍ଠାନ କିସ୍ର ଛାତ୍ରୀଛାତ୍ର ଉଚ୍ଚକୋଟୀର ଶୈକ୍ଷିକ ପ୍ରଦର୍ଶନ କରିଛନ୍ତି। ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପରୀକ୍ଷାରେ କୃତକାର୍ଯ୍ୟ ୩୯୨ଜଣଙ୍କ ମଧ୍ୟରୁ କିସ୍ରୁ ୪ଜଣ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲାର ରାଇମାତ ଟୁଡୁ, ବଲାଙ୍ଗୀରର ମଣ୍ଟୁ…
ରାଜ୍ୟରେ ୫ ବର୍ଷରେ ୨୦ ହଜାର ମାନବାଧିକାର ଉଲ୍ଲଂଘନ ମାମଲା
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି)ରେ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ୨୦୨୧-୨୨ ଆର୍ଥିକବର୍ଷ ଶେଷ ସୁଦ୍ଧା ଓଏଚ୍ଆର୍ସିରେ ୧୭,୪୧୮ଟି ମାନବିକ ଅଧିକାର ଉଲ୍ଲଂଘନ ମାମଲା ରୁଜୁ ହୋଇଛି। ଗତ ୫ ବର୍ଷରେ ରାଜ୍ୟରେ ସମୁଦାୟ ୨୦,୫୮୧ ମାନବିକ ଅଧିକାର…
ବଢୁଛି ବାତ୍ୟା ଆଶଙ୍କା: ୨୦ରେ ଲଘୁଚାପ
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଆସନ୍ତା ୧୯ କିମ୍ବା ୨୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ପାଣିପାଗ ମଡେଲ ସୂଚନା ଅନୁଯାୟୀ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏପରିକି ଏହା ସିଭିୟର ସାଇକ୍ଲୋନିକ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୨୫,୦୩୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଫୁଟ୍ପାଥ ଉପରେ ରହିବନି ଫୁଡ୍ ଷ୍ଟଲ
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଷ୍ଟ୍ରିଟ୍ ଫୁଡ୍ ଷ୍ଟଲ ପାଇଁ ବିଏମ୍ସିର ବିଜ୍ଞପ୍ତି ପ୍ରକାଶ ପାଇଛି । ରାସ୍ତା, ଫୁଟ୍ପାଥ, ଡ୍ରେନ୍ ଉପରେ ଖାଦ୍ୟ ଷ୍ଟଲ ରହିପାରିବନି। ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ନ ଥିଲେ ଖାଦ୍ୟ ପରିବେଷଣ ହୋଇପାରିବନି । ପାର୍କିଂ ପାଇଁ ଜାଗା ନ…
କମୁଛି ସଂକ୍ରମଣ: ଚିହ୍ନଟ ହେଲେ ୮୨ କରୋନା ପଜିଟିଭ
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮ ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮…
ମହିଳା ବ୍ଲାକ୍ମେଲରଙ୍କ ରହସ୍ୟ ଲୁଚାଉଛି ପୋଲିସ
ଭୁବନେଶ୍ୱର, ୮।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ଉଚ୍ଚ ପଦସ୍ଥ ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ମାୟା ଜାଲରେ ଫସାଉଥିଲେ। ସେମାନଙ୍କ ନିକଟକୁ ସୁନ୍ଦରୀ ଯୁବତୀ ପଠାଇବା ପରେ କୌଶଳକ୍ରମେ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଶୁଟ୍ କରୁଥିଲେ। ତାହାକୁ ଭାଇରାଲ…
ଜୁନ୍ ୨୦୨୩ ସୁଦ୍ଧା ସରିବ ଲୋୟର ସୁକତେଲ ସ୍ପିଲ୍ ଓ୍ବେ କାର୍ଯ୍ୟ
ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର ସମୀକ୍ଷା କରିଛନ୍ତି। ଆଭାସି ବୈଠକ ମାଧ୍ୟମରେ ସମ୍ପୃକ୍ତ ଜିଲାର ଜିଲାପାଳ, ବନଖଣ୍ଡ ଅଧିକାରୀ ଏବଂ…
ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ମାନବ ସମାଜ ଓ ବନ୍ୟପ୍ରାଣୀ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ମଣିଷ ପରି ପ୍ରତ୍ୟେକ ଜୀବଜନ୍ତୁଙ୍କର ମଧ୍ୟ ସୁସ୍ଥ ପରିବେଶରେ ବଞ୍ଚତ୍ବାର ସମାନ ଅଧିକାର ରହିଛି। ଜୀବଜନ୍ତୁଙ୍କ ସଂରକ୍ଷଣ ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।…
ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର କମୁନାହିଁ
ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଏବଂ ଏଥିଜନିତ ମୃତ୍ୟୁସଂଖ୍ୟା ହ୍ରାସ ପାଇବାର ନଁା ଧରୁନାହିଁ। ୨୦୨୧ ଜାନୁୟାରୀରୁ ଜୁଲାଇ ମଧ୍ୟରେ ଘଟିଥିବା ଦୁର୍ଘଟଣା ଏବଂ ମୃତ୍ୟୁ ସଂଖ୍ୟା ଦେଖିଲେ ସବୁଥିରେ ବୃଦ୍ଧି ଘଟିଛି। ସୁପ୍ରିମକୋର୍ଟ କମିଟିର ବାରମ୍ବାର ତାଗିଦ ଏବଂ ଯୋଜନା…
ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ୨ ଭଳି ଯୁକ୍ତ୩ରେ ନାମଲେଖାଇବାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କୁ ଆଉଥରେ ଆବେଦନ କରିବାକୁ ସୁଯୋଗ ଦେଇଛି ଉଚ୍ଚ ଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ…
ବଢ଼ିଲା ଅନୁକମ୍ପା ରାଶି
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ମାଓବାଦୀ ଆକ୍ରମଣ କିମ୍ବା କୌଣସି ସନ୍ତ୍ରାସବାଦ କାର୍ଯ୍ୟକଳାପରେ ନିହତ ଯବାନ ଓ ସାଧାରଣ ଲୋକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କରାଯାଇଛି। ସୁରକ୍ଷା କର୍ମୀ କର୍ତ୍ତବ୍ୟ ସମ୍ପାଦନ ବେଳେ ଯଦି ମାଓବାଦୀ ଆକ୍ରମଣରେ ମୃତ୍ୟୁବରଣ କରନ୍ତି ତେବେ…
Archives


