ମେଟ୍ରୋ

ପିଜି ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସାମ୍ସ ପୋର୍ଟାଲରେ ମାର୍କ ଦାଖଲ କରିବା ଅବଧିକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ବୃଦ୍ଧି କରିଛି। ଗୁରୁବାର ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ପାଠ୍ୟକ୍ରମରେ ନାମଲେଖା ଲାଗି ଏକକ...

ଆଜିଠୁ ଇ-ବିଧାନସଭା ପ୍ରଶିକ୍ଷଣ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେଉଛି। ଏଥିପୂର୍ବରୁ ଶୁକ୍ରବାରଠାରୁ ଇ-ବିଧାନସଭା ନେଇ ପ୍ରଶିକ୍ଷଣ ଶିବିର ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ବିଧାନସଭା କର୍ମଚାରୀଙ୍କୁ ଟ୍ରେନିଂ ଦିଆଯିବ। ଡିସେମ୍ବର ୩୧ ଯାଏ ଚାଲିବାକୁ ଥିବା ଶୀତ...

୫ ମେଗା ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ମେଟାଲ ସେକ୍ଟରରେ ୯୨,୭୧୩ କୋଟି ଟଙ୍କାର ୫ ମେଗା ପୁଞ୍ଜିନିବେଶ ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ୨୪ତମ ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି(ଏଚ୍‌ଏଲ୍‌ସିଏ) ବୈଠକରେ ଏହି ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ମଞ୍ଜୁରୀ...

ସଂକ୍ରମଣ କମାଉଛି ଆଇଭର୍‌ମେକ୍ଟିନ୍‌

ଭୁବନେଶ୍ୱର,୬ା୧୧(ବ୍ୟୁରୋ):କୋଭିଡ୍‌-୧୯ ସଂକ୍ରମଣକୁ ଅନେକାଂଶରେ ରୋକିବାରେ ସହାୟକ ହେଉଛି ଆଇଭରମେକ୍ଟିନ ପ୍ରୋଫିଲାକ୍ସିସ୍‌ ଔଷଧ। ଆଇଭରମେକ୍ଟିନର ଦୁଇ ଡୋଜ୍‌ରେ ସଂକ୍ରମଣ ୭୩% ପର୍ଯ୍ୟନ୍ତ କମିଯାଉଥିବା ଭୁବନେଶ୍ୱର ଏମ୍‌ସ ଦାବି କରିଛି। କୋଭିଡ୍‌ ଚିକିତ୍ସା ଓ ଏହାର ପ୍ରତିକାର ଉପରେ ଏମ୍‌ସ ପକ୍ଷରୁ ସ୍ବାସ୍ଥ୍ୟକର୍ମୀଙ୍କୁ...

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୬୮ ଚିହ୍ନଟ, ୧୧୫ ସୁସ୍ଥ

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ଏଇ କିଛି ଦିନ ହେବ ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ୧୦୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଗୁରୁବାର ରାଜଧାନୀରୁ ୬୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୪ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ...

ଜୀବନ ପ୍ରଦୀପ ଦାସ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ବିଜେଡିରୁ ସସ୍‌ପେଣ୍ଡ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।

କରୋନା ନେଲା ଆଉ ୧୪ ଜୀବନ: ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୩୭୮କୁ ବୃଦ୍ଧି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ କରୋନା ଜନିତ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ପାଇଛି। ବୁଧବାର କରୋନାରେ ୧୨ଜଣଙ୍କ ଜୀବନ ଯାଇଥିବା ବେଳେ ଗୁରୁବାର ଏହି...

CORONAVIRUS UPDATE: ରାଜ୍ୟରେ ପୁଣି ୧୩୮୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ପ୍ରକୋପ ଜାରି ରହିଛି। ଗୁରୁବାର ରାଜ୍ୟରେ ପୁଣି ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୩ଲକ୍ଷରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮...

‘ଅତିଥି ସେବାରେ ଅବହେଳା କରନି’

ଭୁବନେଶ୍ୱର,୫।୧୧(ବ୍ୟୁରୋ): କରୋନା ମହାମାରୀ ପରିସ୍ଥିତି ଧୀରେ ଧୀରେ ସୁଧୁରୁଥିବାବେଳେ ପର୍ଯ୍ୟଟନ ବିକାଶ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏଭଳି ସ୍ଥଳେ ହୋଟେଲ, ରେଷ୍ଟୁରାଣ୍ଟ, ହସ୍ପିଟାଲିଟି ଏବଂ ଟୁରିଜମ୍‌ ଶିଳ୍ପ ‘ନ୍ୟୁ ନର୍ମାଲ’ ବା ନୂଆ ସାଧାରଣ ସ୍ଥିତିର ସମ୍ମୁଖୀନ...

କମିଲା ବାଲେଶ୍ୱର, ତିର୍ତ୍ତୋଲ ମତଦାନ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ମତଦାନ ହାର କମିଛି। ଗତ ୩ ତାରିଖରେ ହୋଇଥିବା ଉପନିର୍ବାଚନରେ ବାଲେଶ୍ୱରରେ ୭୦.୬୯ ପ୍ରତିଶତ ମତଦାନ ହୋଇଥିବା ବେଳେ ତିର୍ତ୍ତୋଲରେ ୬୯.୬୬ ପ୍ରତିଶତ ହୋଇଛି। ୨୦୧୯ ସାଧାରଣ ନିର୍ବାନରେ ବାଲେଶ୍ୱର ବିଧାନସଭା...

ମୁଖ୍ୟ ଶାସନ ସଚିବଙ୍କୁ ପକ୍ଷଭୁକ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୫।୧୧(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା ଲାଗି ମାସ୍କ ଓ ପିପିଇ କିଟ୍‌ କିଣା ଦୁର୍ନୀତି ମାମଲାରେ ଦୁଇ ବରିଷ୍ଠ ଆଇଏଏସ୍‌ ଅଧିକାରୀ ହେମନ୍ତ ଶର୍ମା ଓ ଯାମିନୀ କାନ୍ତ ଷଡ଼ଙ୍ଗୀ ବୁଧବାର ଲୋକାୟୁକ୍ତଙ୍କ ନିକଟରେ ଦ୍ୱିତୀୟଥର ପାଇଁ ହାଜର ହୋଇଛନ୍ତି। ଶୁଣାଣିବେଳେ...

ପେନ୍‌ସନଭୋଗୀଙ୍କ ଅନୁପସ୍ଥିତିରେ ମିଳିବ ପେନ୍‌ସନ

ଭୁବନେଶ୍ୱର,୫।୧୧(ବ୍ୟୁରୋ): କରୋନା ସମୟରେ ରାଜ୍ୟ ସରକାରଙ୍କ ୫-‘ଟି’ ଏବଂ ‘ମୋ ସରକାର’ ସୂତ୍ର ଅଧୀନରେ ପରିବାର ପେନ୍‌ସନଭୋଗୀଙ୍କୁ ସେବା ଯୋଗାଇ ଦେବା ଲାଗି ନିଷ୍ପତ୍ତି ନେଇଛନ୍ତି। ବାର୍ଷିକ ଜୀବନ ପ୍ରମାଣପତ୍ର, ପୁନଃ ବିବାହ ଓ ଅବିବାହିତ ସମ୍ବନ୍ଧୀୟ ଘୋଷଣାନାମା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri