ପ୍ରକାଶ ପାଇଲା ଓସିଏସ୍ ପରୀକ୍ଷାଫଳ
କଟକ ଅଫିସ, ୮ା୧୦: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା(ଓସିଏସ୍) ୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ମୋଟ୍ ୩୯୨ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୪୪ ଜଣ ପୁଅ ଓ…
ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି: ୧୩ରୁ ଆବେଦନ
ଭୁବନେଶ୍ୱର, ୭।୧୦(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ୨ ଭଳି ଯୁକ୍ତ୩ରେ ନାମଲେଖାଇବାରୁ ବଞ୍ଚିତ ଛାତ୍ରୀଛାତ୍ରଙ୍କୁ ଆଉଥରେ ଆବେଦନ କରିବାକୁ ଉଚ୍ଚ ଶିକ୍ଷା ବିଭାଗ ସୁଯୋଗ ଦେଇଛି। ଯେଉଁ ଛାତ୍ରୀଛାତ୍ର…
ଆସନ୍ତା ୧୩ରୁ ୟୁଜି, ୧୭ରୁ ପିଜି ପାଠପଢ଼ା
ଭୁବନେଶ୍ୱର, ୭।୧୦(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ଯୁକ୍ତ୩(ୟୁଜି) ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ସେହିଭଳି ସ୍ନାତକୋତ୍ତର(ପିଜି) ପାଠପଢ଼ା ୧୭ ତାରିଖରୁ ଚାଲିବ। ଏ ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଧୀରେନ୍ଦ୍ର ନାଥ…
ରାଜ୍ୟରେ ନଭେମ୍ବର ୧୦ରେ ପାଳନ ହେବ ମାଣ୍ଡିଆ ଦିବସ
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମାର୍ଗଶିର ମାସ ପ୍ରଥମ ଗୁରୁବାର ଅଥବା ନଭେମ୍ବର ୧୦ରେ ରାଜ୍ୟରେ ମାଣ୍ଡିଆ ଦିବସ ପାଳନ କରାଯିବ। ଚଳିତବର୍ଷ ନଭେମ୍ବର ୧୦ରେ ପାଳନ ହେବ ଏହି ଦିବସ । ମିଲେଟ୍ ମିଶନକୁ ପ୍ରୋତ୍ସାହନ ଦେବା ସକାଶେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଏହି…
ଜୁନ୍ ୨୦୨୩ ସୁଦ୍ଧା ଶେଷ ହେବ ଲୋୟର ସୁକତେଲ ସ୍ପିଲ୍ ୱେ କାର୍ଯ୍ୟ
ଭୁବନେଶ୍ବର,୭ା୧୦(ବ୍ୟୁରୋ): ଜୁନ୍ ୨୦୨୩ ସୁଦ୍ଧା ଲୋୟର ସୁକତେଲ ପ୍ରକଳ୍ପର ସ୍ପିଲ୍ ୱେ କାର୍ଯ୍ୟ ଶେଷ ହେବ। ୨୦୨୧ରେ ଏହି ପ୍ରକଳ୍ପ ଅଧୀନରେ ୧୫,୦୦୦ ହେକ୍ଟର ଓ ୨୦୨୨ରେ ୧୭,୦୦୦ ହେକ୍ଟର ସେଚାଞ୍ଚଳକୁ ଅତିରିକ୍ତ ଜଳସେଚନ ସୁବିଧା କରାଯାଇଥିବା ବେଳେ ଆଗାମୀ ଖରିଫ-୨୦୨୩…
କ’ଣ କୁହନ୍ତି ଓଏଏସ୍ରେ ସଫଳତା ପାଇଥିବା ୩ ଛାତ୍ରୀ
ଭୁବନେଶ୍ୱର,୭।୧୦(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ-୨୦୨୦ (ଓଏଏସ୍) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ତେବେ ପ୍ରଥମ ଚେଷ୍ଟାରେ ଟପ୍ପର ହୋଇଥିବା ତେଜସ୍ବିନୀ ବେହେରା କହିଛନ୍ତି, ପରୀକ୍ଷାରେ ପ୍ରଥମ ହେବି ବୋଲି କେବେ ଭାବି ନ ଥିଲି। କିନ୍ତୁ ଲିଷ୍ଟରେ ନାଁ ରହିବ…
୯ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୭।୧୦(ବ୍ୟୁରୋ): କୁଆଁର ପୂର୍ଣ୍ଣିମାରେ ପୁଣି ଉପକୂଳ ଓଡ଼ିଶା ଭିଜିବ। ଅକ୍ଟୋବର ୯ ତାରିଖ କୁଆଁର ପୂର୍ଣ୍ଣିମାରେ ରାଜ୍ୟର ଦକ୍ଷିଣ ଉପକୂଳରେ ବର୍ଷାର ପରିମାଣ ବଢିବ ।୧୦ ତାରିଖରେ ମଧ୍ୟ ଉପକୂଳବର୍ତ୍ତୀ କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ…
ପ୍ରକାଶ ପାଇଲା ଓଏଏସ୍ ପରୀକ୍ଷା ଫଳ: ଟପର ତେଜସ୍ବିନୀ ବେହେରା
ଭୁବନେଶ୍ୱର,୭।୧୦(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ-୨୦୨୦ (ଓଏଏସ୍) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ମୋଟ ୩୯୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧୪୮ ଜଣ ଓଡ଼ିଆ ଅଛନ୍ତି। ତେଜସ୍ବିନୀ ବେହେରା ଓଏଏସ୍ ଟପର ହୋଇଥିବା ବେଳେ ଶୁଭଙ୍କରୀ ସୁଦେଷ୍ଣା ଦାଶ…
୯ରୁ ବଢିବ ବର୍ଷା!
ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆସନ୍ତା ୯ ତାରିଖରେ ରାଜ୍ୟର ଦକ୍ଷିଣ ଉପକୂଳରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାସହ ୯ ଏବଂ ୧୦ ଅକ୍ଟୋବରରେ କିଛି ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।…
ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣା: ସ୍ତ୍ରୀ,ପଡୋଶୀଙ୍କୁ ପଚରାଉଚରା
ଭୁବନେଶ୍ୱର,୭।୧୦(ବ୍ୟୁରୋ): ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣାର ଖୋଡତାଳ କରୁଛି ପୋଲିସ। ଶୁକ୍ରବାର ଧର୍ମେନ୍ଦ୍ରଙ୍କ ଶିଶୁପାଳଗଡସ୍ଥିତ ଘରେ ପୋଲିସ ପହଞ୍ଚି ସ୍ତ୍ରୀ, ପରିବାର ଓ କିଛି ପଡୋଶୀଙ୍କୁ…
ବାଲେଶ୍ୱରରେ ସର୍ବାଧିକ ବର୍ଷା
ଭୁବନେଶ୍ୱର,୭।୧୦(ବ୍ୟୁରୋ): ଗତିକାଲିର ଘୂର୍ଣ୍ଣିବଳୟ ଆଜି ସାମାନ୍ୟ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ତେଲେଙ୍ଗାନା ଏବଂ ବିଦର୍ଭ ଅଞ୍ଚଳରେ ବାୟୁମଣ୍ଡଳର୧.୫ ରୁ ୩.୧ କିମି ମଧ୍ୟରେ ସକ୍ରିୟ ରହିଛି। ତେବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ହାଲୁକା ବର୍ଷା ଜାରି ରହିଛି।…
ଧାମନଗର ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର,୭।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୭ ତାରିଖରେ…
Archives


