ମେଟ୍ରୋ

କରୋନା ଯୋଦ୍ଧା, ବୟସ୍କଙ୍କୁ ମାଗଣା ଟିକା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟର କରୋନା ଯୋଦ୍ଧାଙ୍କୁ ମାଗଣାରେ କରୋନା ଟୀକା ଦିଆଯିବ। ଏନେଇ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ଦେଶରେ ୩୦ କୋଟି ଲୋକଙ୍କୁ ଟିକା ଦେବାକୁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି।...

ଚାଷୀଙ୍କ ନିକଟତର ହୁଅ: କୃଷିମନ୍ତ୍ରୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚାଷୀ ଏବଂ ଚାଷର ଉନ୍ନତି ଲାଗି ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଚାଷୀଙ୍କ ନିକଟତର ହୋଇ ସେମାନଙ୍କୁ ଉନ୍ନତ ଜ୍ଞାନ କୌଶଳ ସମ୍ପର୍କରେ ସଚେତନ କରିବାକୁ ପଡ଼ିବ। ଫଳରେ କୃଷକ ଏହାର ଲାଭ ପାଇପାରିବେ।...

ବଢ଼ୁଛି ଖାଦ୍ୟ ଅପମିଶ୍ରଣ

ଭୁବନେଶ୍ୱର,୧୭।୧୨ (ବ୍ୟୁରୋ):ରାଜ୍ୟରେ ଖାଦ୍ୟ ପଦାର୍ଥରେ ଅପମିଶ୍ରଣର ମାତ୍ରା ବଢ଼ିଚାଲିଛି। ୨୦୧୮-୧୯ରେ ୧,୯୨୬ ଖାଦ୍ୟ ନମୁନା ସଂଗ୍ରହ କରାଯାଇଥିବାବେଳେ ୨୦୧୯-୨୦ବର୍ଷରେ ଏହା ୨,୯୦୨କୁ ବୃଦ୍ଧି ପାଇଛି। ଏହି ୨୯୦୨ ଖାଦ୍ୟ ନମୁନା ମଧ୍ୟରୁ ୫୯୬ ଅପମିଶ୍ରଣ ବା ନକଲି ଜଣାପଡ଼ିବାପରେ ସେମାନଙ୍କ...

ଫେସ୍‌ବୁକ୍‌, ଟୁଇଟରରେ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିବେ ଚାଷୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚଳିତ ଖରିଫ୍‌ ଧାନ ସଂଗ୍ରହକୁ ଅଧିକ ସୁବ୍ୟବସ୍ଥିତ କରାଯିବ। ଏକ୍ଷେତ୍ରରେ ଚାଷୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ହେବ। ଏଥିପାଇଁ ଚାଷୀମାନେ ଫେସ୍‌ବୁକ୍‌ ଓ ଟୁଇଟର ଜରିଆରେ ମନ୍ତ୍ରୀଙ୍କୁ ସିଧାସଳଖ ଅବଗତ କରାଇବାକୁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ...

ହିଞ୍ଜିଳି ସିଭିଲ ଜଜ୍‌କୋର୍ଟ କୋଠା ଉଦ୍‌ଘାଟିତ

ଭୁବନେଶ୍ୱର,(ବ୍ୟୁରୋ)/ହିଞ୍ଜିଳିକାଟୁ(ଡି.ଏନ୍‌.ଏ.)୧୭।୧୨ : ସାମ୍ବିଧାନିକ ଲକ୍ଷ୍ୟ ପୂରଣ କରିବା ସହିତ ନାଗରିକମାନଙ୍କୁ ନ୍ୟାୟ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟଗତ ଅଧିକାର ହେଉଛି ମୌଳିକ ଅଧିକାର। ରାଜ୍ୟରେ ନ୍ୟାୟ ପ୍ରଦାନ ବ୍ୟବସ୍ଥାକୁ ଦୃଢ କରିବା ନେଇ ରାଜ୍ୟ ସରକାର...

ଜେଲ ଫେରିଲେ ଆକାଶ, ପ୍ରଦୀପଙ୍କୁ ମାରାଥନ ଜେରା

ଭୁବନେଶ୍ୱର,୧୭।୧୨ (ବ୍ୟୁରୋ):ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ ୫ ଦିନିଆ ରିମାଣ୍ଡ ଅବଧି ମଙ୍ଗଳବାର ଶେଷ ହୋଇଛି। ବୁଧବାର କ୍ରାଇମବ୍ରାଞ୍ଚ ତାଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିବା ପରେ ଝାରପଡାସ୍ଥିତ ସ୍ବତନ୍ତ୍ର ବିଚାର ବିଭାଗୀୟ ହାଜତକୁ ପଠାଇ...

ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ଫେସବୁକ୍‌ ଲାଇଭ୍‌ କରି ନିଦବଟିକା ଖାଇଲେ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ ବୁଧବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ନିଦ ବଟିକା ଖାଇ ସେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି। ମାନସିକ ନିର୍ଯାତନା...

ଫିଟୁଛି ପରୀ ମୃତ୍ୟୁ ଗୁମର: ବଳାତ୍କାର ପରେ କରାଯାଇଛି ହତ୍ୟା

ଭୁବନେଶ୍ୱର,୧୬।୧୨(ବ୍ୟୁରେ): ନୟାଗଡ଼ର ବହୁ ଚର୍ଚ୍ଚିତ ଶିଶୁ କନ୍ୟା ପରୀ ହତ୍ୟା ମାମଲାକୁ ନେଇ ଏସ୍‌ଆଇଟି ପକ୍ଷରୁ ବୁଧବାର ରିପୋର୍ଟ ଦାଖଲ ହୋଇଛି। ଏହି ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ଥିବା ଜଣାପଡ଼ିଛି। ପରୀକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ରିପୋର୍ଟରେ...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୦୭ କରୋନା ପଜିଟିଭ: ଆଖିବୁଜିଲେ ୫

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ୪୦୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ହାଲୁକା ବର୍ଷା ସାଙ୍ଗକୁ କୁହୁଡ଼ି

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟରେ ଶୀତ କମିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କଟକ,...

୨ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ୨୦୧୫ ଓ ୨୦୧୬ ମସିହା ପାଇଁ ‘ଏକାଡେମୀ ପୁରସ୍କାର’ ପ୍ରଦାନ କରାଯାଇଛି। ଏହାସହ ୨୦୧୯ ନିମନ୍ତେ ୧୫ଜଣଙ୍କୁ ‘ସାରସ୍ବତ ସମ୍ବର୍ଦ୍ଧନା’ ଦିଆଯାଇଛି। ୯ ବିଭାଗରେ ୧୦ଜଣ ଲେଖାଏ ଓଡ଼ିଆ ସାରସ୍ବତ ପ୍ରତିଭାଙ୍କୁ ଏକାଡେମୀ...

ପ୍ରଥମ ପର୍ଯ୍ୟାୟରେ ୩.୨ ଲକ୍ଷ ଲୋକଙ୍କୁ ଟିକା

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ। ମଙ୍ଗଳବାର ଏ ସଂକ୍ରାନ୍ତରେ ସୂଚନା ଦେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri