ମେଟ୍ରୋ

ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ। ଏହାକୁ ନେଇ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ସୂଚନା ଅନୁଯାୟୀ, ନିର୍ବାଚନ ପାଇଁ ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୧୭ରେ ପ୍ରାର୍ଥିପତ୍ର…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୬୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୭୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୭ ଜଣ ଚିହ୍ନଟ ହୋଇଥିବା…

ବର୍ଷାରେ ମା’ଙ୍କୁ ମେଲାଣି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଭକ୍ତଙ୍କୁ ଦର୍ଶନ ଦେବା ସହ ମହିଷାସୁର ରୂପକ ପାପୀଙ୍କୁ ସଂହାର କରି ମେଲାଣି ନେଇଛନ୍ତି ଦୁର୍ଗତିନାଶିନୀ ମା’ ଦୁର୍ଗା। ମା’ଙ୍କ ଆଶିଷ ନେଇ ଭକ୍ତମାନେ ଜଗତ୍‌ଜନନୀଙ୍କୁ ଭକ୍ତିପୂତ ବିଦାୟ ଦେଇଛନ୍ତି। କରୋନା ମହାମାରୀ ପାଇଁ ୨ବର୍ଷ ପରେ ଚଳିତବର୍ଷ ବହୁ…

ଆହତ ଅଜଗରର ସିଟି ସ୍କାନ୍‌ ହେଲା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ବରଗଡ଼ ଫରେଷ୍ଟ ଡିଭିଜନରୁ ଗୁରୁତର ଆହତ ଅବସ୍ଥାରେ ଭୁବନେଶ୍ୱର ଅଣାଯାଇଥିବା ଏକ ଭାରତୀୟ ଅଜଗରର ଗୁରୁବାର ସିଟି ସ୍କାନ କରାଯାଇଛି। ଓୟୁଏଟି ଭେଟେରିନାରି କଲେଜର ସର୍ଜରି ଓ ରେଡିଓଲୋଜି ବିଭାଗ ପ୍ରଫେସର ଡା. ଇନ୍ଦ୍ରମଣି ନାଥ ମଡର୍ନ ହେଲ୍‌ଥ କେୟାରଠାରେ…

ଏସ୍କର୍ଟ ସର୍ଭିସ୍‌ ନାଁରେ ସାଇବର ଠକେଇ: ମାଷ୍ଟରମାଇଣ୍ଡଙ୍କ ସମେତ ୫ ଗିରଫ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଇଣ୍ଟନେଟ୍‌ରେ ବିଜ୍ଞାପନ ଦେଇ ଭିନ୍ନ ଭିନ୍ନ ଏସ୍କର୍ଟ ସର୍ଭିସ ସେବା ଆଳରେ ଠକେଇ କରୁଥିବା ଏକ ଗ୍ୟାଙ୍ଗ କମିଶନରେଟ ପୋଲିସ ହାତରେ ଧରାପଡ଼ିଛି। ଗ୍ୟାଙ୍ଗ ମୁଖ୍ୟଙ୍କ ସମେତ ୫ ଅଭିଯୁକ୍ତଙ୍କୁ ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା…

ହିନ୍ଦୀ ପକ୍ଷ ଉଦ୍‌ଯାପିତ

ଭୁବନେଶ୍ୱର,୭।୧୦:ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌) ର ଓଡ଼ିଶା ପରିମଣ୍ଡଳ ଭୁବନେଶ୍ୱର ପକ୍ଷରୁ ହିନ୍ଦୀ ପକ୍ଷ-୨୦୨୨ର ସମାପନ ଏବଂ ପୁରସ୍କାର ପ୍ରଦାନ ସମାରୋହ ନିକଟରେ ଉଦ୍‌ଯାପିତ ହୋଇଯାଇଛି। ବିଏସ୍‌ଏନ୍‌ଏଲ୍‌ ଓଡ଼ିଶା ପରିମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ରୁଦ୍ରନାରାୟଣ ପଲାଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…

ବିଶ୍ୱସ୍ତରୀୟ ସେବା,ସାମଗ୍ରୀ ଯୋଗାଇବ ଜୟଆଲୁକ୍କାସ୍‌

ଭୁବନେଶ୍ୱର,୭।୧୦:ବିଶ୍ୱର ଲୋକପ୍ରିୟ ଜୁଏଲେରି ବ୍ରାଣ୍ଡ୍‌ ଜୟଆଲୁକ୍କାସ୍‌ ଜୁଏଲେରି ଭାରତ ବଜାରରେ ତା’ର ଅବସ୍ଥିତି ଜାହିର ସାଙ୍ଗକୁ ଶାଖା ବିସ୍ତାର କରିଚାଲିଛି। ଏପରିକି ଖୁବ୍‌ଶୀଘ୍ର ଭୁବନେଶ୍ୱରର ଶହୀଦନଗର(ଜନପଥ)ଠାରେ ତା’ର ପ୍ରଥମ ଷ୍ଟୋର (ଶୋ’ରୁମ୍‌) ଖୋଲିବାକୁ ଯାଉଛି। ବିଶେଷକରି ସହରର ଅଳଙ୍କାରପ୍ରେମୀମାନେ ଶୋ’ରୁମ୍‌ ଉଦ୍‌ଘାଟନ…

ଆଇପିଏସ୍‌ ଅଫିସର ପରିଚୟ ଦେଇ ୭୧ ହଜାର ଠକିନେଲେ

ଭୁବନେଶ୍ବର,୭ା୧୦(ବ୍ୟୁରୋ):ଆଇପିଏସ୍‌ ଅଫିସର ପରିଚୟ ଦେଇ ଅଶ୍ଳୀଳ ଭିଡିଓ ଭାଇରାଲ କରିବାର ଧମକ ଦେଇ ସାଇବର ଠକ ଜଣେ ଯୁବକଙ୍କଠାରୁ ୭୧ହଜାର ଟଙ୍କା ଠକି ନେଇଛନ୍ତି। ଠକାମିରେ ଶିକାର ହୋଇଥିବା ବ୍ୟକ୍ତି ଜଣକ ହେଲେ ଖୋର୍ଦ୍ଧା ଜିଲା ଜଟଣୀ ଅଞ୍ଚଳର ବେଣୁଧର ମୁଦୁଲି।…

୫ ଦିନରେ ୪୦ରୁ ଅଧିକ ମାମଲା

ଭୁବନେଶ୍ବର,୭ା୧୦(ବ୍ୟୁରୋ):ଦୁର୍ଗାପୂଜାରେ ଚୋରି ଓ ଲୁଟ୍‌ ବଢ଼ିବା ଆଶଙ୍କା କରି କମିଶନରେଟ ପୋଲିସ ପକ୍ଷରୁ ଆଗୁଆ ସତର୍କ କରାଯିବା ସହ ଅପରାଧୀ ଦମନ ଅଭିଯାନ ଆରମ୍ଭ ହୋଇଥିଲା। ବିଭିନ୍ନ ଥାନାଞ୍ଚରେ ଚଢ଼ାଉ କରାଯାଇ ଅଭ୍ୟାସଗତ ଅପରାଧୀଙ୍କ ସମେତ ବହୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା।…

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୬ା୧୦(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ପୂର୍ତ୍ତ ବିଭାଗ ସ୍ବତନ୍ତ୍ର ସଚିବ ଦିଲ୍ଲୀପ କୁମାର ରାୟଙ୍କୁ ସାମାଜିକ ସୁରକ୍ଷା ଓ…

ରାଜ୍ୟବ୍ୟାପୀ ଖୁସି ବାଣ୍ଟୁଛି ଦାନ ଉତ୍ସବ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଅକ୍ଟୋବର ୨ରୁ ୮ ପର୍ଯ୍ୟନ୍ତ ସାରା ଦେଶରେ ପାଳନ ହେଉଛି ଦାନ ଉତ୍ସବ। ଓଡ଼ିଶାର ଅନେକ ଜିଲାରେ ଏପରି ନିଆରା ଉତ୍ସାହପ୍ରଦ ଅଭିଯାନ ପ୍ରତି ଅଧିକରୁ ଅଧିକ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷ ଯୋଡି ହେଉଛନ୍ତି। ବକୁଳ ଫାଉଣ୍ଡେଶନର ୩୦୦ ଭଲ୍ୟୁଣ୍ଟିୟର୍ସ…

ଜିଲା ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା କଲା ବିଜେଡି, ୨୫ ନେତାଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ବିଜେଡି ପକ୍ଷରୁ ଗୁରୁବାର ଜିଲା ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରାଯାଇଛି। ୨୫ ଜଣ ନେତାଙ୍କୁ ମିଳିଲା ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ। ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲା ଦାୟିତ୍ୱ ଦିଆଯାଇଛି। ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri