ଆଇପିଏସ୍ ଅଫିସର ପରିଚୟ ଦେଇ ୭୧ ହଜାର ଠକିନେଲେ
ଭୁବନେଶ୍ବର,୭ା୧୦(ବ୍ୟୁରୋ):ଆଇପିଏସ୍ ଅଫିସର ପରିଚୟ ଦେଇ ଅଶ୍ଳୀଳ ଭିଡିଓ ଭାଇରାଲ କରିବାର ଧମକ ଦେଇ ସାଇବର ଠକ ଜଣେ ଯୁବକଙ୍କଠାରୁ ୭୧ହଜାର ଟଙ୍କା ଠକି ନେଇଛନ୍ତି। ଠକାମିରେ ଶିକାର ହୋଇଥିବା ବ୍ୟକ୍ତି ଜଣକ ହେଲେ ଖୋର୍ଦ୍ଧା ଜିଲା ଜଟଣୀ ଅଞ୍ଚଳର ବେଣୁଧର ମୁଦୁଲି।…
୫ ଦିନରେ ୪୦ରୁ ଅଧିକ ମାମଲା
ଭୁବନେଶ୍ବର,୭ା୧୦(ବ୍ୟୁରୋ):ଦୁର୍ଗାପୂଜାରେ ଚୋରି ଓ ଲୁଟ୍ ବଢ଼ିବା ଆଶଙ୍କା କରି କମିଶନରେଟ ପୋଲିସ ପକ୍ଷରୁ ଆଗୁଆ ସତର୍କ କରାଯିବା ସହ ଅପରାଧୀ ଦମନ ଅଭିଯାନ ଆରମ୍ଭ ହୋଇଥିଲା। ବିଭିନ୍ନ ଥାନାଞ୍ଚରେ ଚଢ଼ାଉ କରାଯାଇ ଅଭ୍ୟାସଗତ ଅପରାଧୀଙ୍କ ସମେତ ବହୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା।…
ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୬ା୧୦(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ପୂର୍ତ୍ତ ବିଭାଗ ସ୍ବତନ୍ତ୍ର ସଚିବ ଦିଲ୍ଲୀପ କୁମାର ରାୟଙ୍କୁ ସାମାଜିକ ସୁରକ୍ଷା ଓ…
ରାଜ୍ୟବ୍ୟାପୀ ଖୁସି ବାଣ୍ଟୁଛି ଦାନ ଉତ୍ସବ
ଭୁବନେଶ୍ୱର,୭।୧୦(ବ୍ୟୁରୋ): ଅକ୍ଟୋବର ୨ରୁ ୮ ପର୍ଯ୍ୟନ୍ତ ସାରା ଦେଶରେ ପାଳନ ହେଉଛି ଦାନ ଉତ୍ସବ। ଓଡ଼ିଶାର ଅନେକ ଜିଲାରେ ଏପରି ନିଆରା ଉତ୍ସାହପ୍ରଦ ଅଭିଯାନ ପ୍ରତି ଅଧିକରୁ ଅଧିକ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷ ଯୋଡି ହେଉଛନ୍ତି। ବକୁଳ ଫାଉଣ୍ଡେଶନର ୩୦୦ ଭଲ୍ୟୁଣ୍ଟିୟର୍ସ…
ଜିଲା ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା କଲା ବିଜେଡି, ୨୫ ନେତାଙ୍କୁ ମିଳିଲା ଦାୟିତ୍ୱ
ଭୁବନେଶ୍ୱର,୬।୧୦(ବ୍ୟୁରୋ): ବିଜେଡି ପକ୍ଷରୁ ଗୁରୁବାର ଜିଲା ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରାଯାଇଛି। ୨୫ ଜଣ ନେତାଙ୍କୁ ମିଳିଲା ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ। ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲା ଦାୟିତ୍ୱ ଦିଆଯାଇଛି। ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସଙ୍କୁ…
କମୁଛି ସଂକ୍ରମଣ: ଆଜି ଚିହ୍ନଟ ହେଲେ ୪୯ ଆକ୍ରାନ୍ତ
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬ ଜଣଙ୍କ ବୟସ ୧୮ ବର୍ଷରୁ କମ୍ ରହିଥିବା ବେଳେ କ୍ୱାରାଣ୍ଟାଇନ୍ରୁ ୨୮ ଏବଂ ଲୋକାଲ କେସ୍ ୨୧ ରହିଛି। ଏହାକୁ ମିଶାଇ ରାଜ୍ୟରେ…
ଭସାଣିକୁ ନେଇ ଆସିଲା ଗାଇଡ୍ଲାଇନ୍
ଭୁବନେଶ୍ୱର,୫ା୧୦(ବ୍ୟୁରୋ): ରାଜଧାନୀରେ ରାବଣ ପୋଡ଼ି ଏବଂ ଭସାଣିକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାବଣ ପୋଡ଼ି ଓ ଭସାଣିକୁ ନେଇ ଥିବା ଗାଇଡ୍ଲାଇନ୍ ସମ୍ପର୍କରେ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ଡିସିପି କହିଛନ୍ତି, ରାବଣ ପୋଡ଼ି ପାଇଁ ଭୁବନେଶ୍ୱରରେ…
ମିଳିଲା ଅନୁମତି: ରାଜଧାନୀର ୪ ସ୍ଥାନରେ ହେବ ରାବଣପୋଡି
ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୪ ସ୍ଥାନରେ ରାବଣପୋଡି ହେବ। ଅଗ୍ନିଶମ ବିଭାଗ ଏ ନେଇ ଅନୁମତି ଦେଇଛି। ରାଜଧାନୀର ବରମୁଣ୍ଡା, ଝାରପଡ଼ା, କୋରଡ଼କଣ୍ଟା ଏବଂ ପାହାଳ ପୂଜା କମିଟିକୁ ଅନୁମତି ଦିଆଯାଇଛି। ଏହାପରେ କମିଶନରେଟ ପୋଲିସ ପକ୍ଷରୁ କ୍ଷେତ୍ର ପରିଦର୍ଶନ କରାଯିବ…
ଆଶା ଆଶଙ୍କାରେ ରାବଣପୋଡ଼ି, ଏଯାଏ ମିଳିନି ଅନୁମତି
ଭୁବନେଶ୍ୱର,୫।୧୦(ବ୍ୟୁରୋ): ଦଶହରା ପର୍ବର ମୁଖ୍ୟ ଆକର୍ଷଣ ହେଉଛି ରାବଣପୋଡ଼ି। ତେବେ ଚଳିତ ବର୍ଷ ରାଜଧାନୀରେ ରାବଣପୋଡ଼ି ଉତ୍ସବ ହେବ କି ନାହିଁ ସେ ନେଇ ଆଶା ଆଶଙ୍କା ଲାଗି ରହିଛି। ରାବଣପୋଡି ପାଇଁ ରାଜଧାନୀରେ ଏପର୍ଯ୍ୟନ୍ତ କୌଣସି ପୂଜାମଣ୍ଡପକୁ ଅଗ୍ନିଶମ ବିଭାଗ…
ଦଶମୀ ବି ପଡ଼ିପାରେ ଫିକା, ଏସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୫।୧୦(ବ୍ୟୁରୋ): ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗିରହିଛି। ଏଥିଯୋଗୁ ପୂଜା ବଜାର ସାମାନ୍ୟ ଫିକା ପଡ଼ିଛି। ତେବେ ବୁଧବାର ୧୨ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଦଶମୀ ମଧ୍ୟ ଫିକା ପଡ଼ିଲା ଭଳି ଲାଗୁଛି।…
ଆଜି ଦଶହରା, ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ଭିଡ଼
ଭୁବନେଶ୍ୱର,୫।୧୦(ବ୍ୟୁରୋ): ମା’ ଦୁର୍ଗାଙ୍କ ଆଜି ଦଶମୀ ପୂଜା। ଭାଇଚାରାର ସହର କଟକ ସମେତ ରାଜଧାନୀର ସମସ୍ତ ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ ମା’ ଦୁର୍ଗା। ବର୍ଷା ସତ୍ତ୍ୱେ ମା’ଙ୍କୁ ଦର୍ଶନ ଲାଗି ସକାଳରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ…
ଆଜି ରାଜ୍ୟରେ ୬୮କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୮ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
Archives


