ମେଟ୍ରୋ

ଅର୍ଚ୍ଚନାଙ୍କ ଘର ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର,୬।୧ (ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କୁ ବୁଧବାର ଝାରପଡ଼ା ଜେଲରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ୬ ଘଣ୍ଟା ଜେରା କରାଯାଇଥିଲା। ଗୁରୁବାର ତାଙ୍କ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ରଙ୍କୁ ମଧ୍ୟ ଜେଲରେ ୪…

ପୁନରୁଦ୍ଧାର ଅପେକ୍ଷାରେ ରାଧା, ଲଳିତା, ଶ୍ୟାମାକୁଣ୍ଡ

ଭୁବନେଶ୍ୱର,୬।୧(ବ୍ୟୁରୋ): ପାଖେଇ ଆସୁଛି ଖଣ୍ଡଗିରି କୁମ୍ଭମେଳା। ଜାଗମରାରୁ ପ୍ରଭୁ ଅନନ୍ତ କେଶରୀ ଶୋଭାଯାତ୍ରାରେ ବାହାରି ଉଦୟଗିରିସ୍ଥିତ ଲଳିତାକୁଣ୍ଡରେ ଚାପ ଖେଳିବେ। ଖଣ୍ଡଗିରି-ଉଦୟଗିରିରେ ରହିଥିବା ୫ ପବିତ୍ର ତଥା ପୁରାତନ ଜଳାଶୟ ମଧ୍ୟରୁ ଲଳିତାକୁଣ୍ଡ ଗୋଟିଏ ହୋଇଥିବାବେଳେ ଏହା ଅବହେଳିତ ହୋଇପଡ଼ିଛି। ସେହିଭଳି…

୧୦ ଯାଏ ପ୍ରବଳ ଶୀତ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ବୃଦ୍ଧି ପାଇଛି। ଶୁକ୍ରବାରଠାରୁ ଶୀତ ଆହୁରି ବଢ଼ିବ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ତଳକୁ ଖସିବ। ଆସନ୍ତା ୧୦ ତାରିଖ ଯାଏ ପାରଦ ତଳମୁହାଁ ରହିବ। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ବାୟୁ…

ରାଗିଂ ଘଟଣାରେ ବିଜେବି କଲେଜର ୪ ଛାତ୍ର ନିଲମ୍ବିତ

ଭୁବନେଶ୍ୱର,୫।୧(ବ୍ୟୁରୋ): ବିଜେବି କଲେଜରେ ରାଗିଂ ଘଟଣାରେ ଗୁରୁବାର କଲେଜ କର୍ତ୍ତୃପକ୍ଷ ୪ ଛାତ୍ରଙ୍କୁ ସସ୍‌ପେଣ୍ଡ କରିଛନ୍ତି। ଅନ୍ୟପକ୍ଷେ, ପୋଲିସ ସମ୍ପୃକ୍ତ ୪ ଛାତ୍ରଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ୪ ଛାତ୍ର ହେଲେ ସାଇ ପ୍ରିୟ ରଞ୍ଜନ ଭୋଇ, ସୂର୍ଯ୍ୟକାନ୍ତ ସେଠୀ,…

ଭାରତ ‘ବିଶ୍ୱ ହକି କପ୍‌ ଜିତିଲେ ଖେଳାଳିଙ୍କୁ କୋଟିଏ ଲେଖାଏଁ ପୁରସ୍କାର’

ଭୁବନେଶ୍ୱର,୫ା୧(ବ୍ୟୁରୋ): ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ହକି ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର ଦିଆଯିବ ବୋଲି ରାଉରକେଲାରେ ଖେଳାଳିଙ୍କୁ ଭେଟିବା ସମୟରେ ଏହି ଘୋଷଣା କରିଛନ୍ତି…

ମହିଳା ଏସ୍‌ଆଇଙ୍କୁ ଆକ୍ରମଣ ଘଟଣା: ୩ ଗିରଫ

ଭୁବନେଶ୍ୱର,୫ା୧(ବ୍ୟୁରୋ): ମହିଳା ଏସ୍‌ଆଇ ଶୁଭଶ୍ରୀ ନାୟକଙ୍କୁ ଆକ୍ରମଣ ଘଟଣାରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଶହୀଦନଗର ଥାନାରେ ଅଟକ ରଖି ପଚରାଉଚରା କରିଛି ପୋଲିସ। ଏଥିସହ ଉକ୍ତ ରାତିରେ ଅଭିଯୁକ୍ତମାନେ ବ୍ୟବହାର କରିଥିବା ଏକ କାର୍‌କୁ ମଧ୍ୟ ପୋଲିସ ଜବତ କରିଛି। ନୂଆବର୍ଷରେ…

ଓଡ଼ିଶାରେ ୫-ଜି ସେବା ଆରମ୍ଭ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଆଜିଠୁ ଓଡ଼ିଶାରେ ୫-ଜି ସେବା ଆରମ୍ଭ ହୋଇଛି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ଏହାର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍‌କୁ ଅନୁମତି ମିଳିଛି । ପ୍ରଥମେ ରାଜ୍ୟର ମୁଖ୍ୟ ସହରରେ ୫-ଜି ନେଟ୍‌ଓ୍ବାର୍କ ସୁବିଧା ଉପଲବ୍ଧ…

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର,୫।୧(ବ୍ୟୁରୋ): ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ବୋର୍ଡ ସଭାପତି ଗୁରୁବାର ସୂଚନା ଦେଇଛନ୍ତି। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ମାଟ୍ରିକ ପରୀକ୍ଷା ପାଇଁ ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ଫର୍ମ ଫିଲଅପ୍‌…

୯ମାସରେ ପୂରଣ ହେବ ଓଏସ୍‌ଏସ୍‌ସିର ୧୦ହଜାର ପଦବୀ

ଭୁବନେଶ୍ୱର,୫।୧(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି)ର ୨୦୨୨ରେ ୫୩ଟି ନିଯୁକ୍ତି ବିଜ୍ଞାପନର ଫଳାଫଳ ଚୂଡ଼ାନ୍ତ ହୋଇଛି। ୨୦୨୨ର ଶେଷ ତ୍ରୈମାସିକରେ ରାଜ୍ୟ ସରକାର ୧୦ହଜାର ପଦବୀ ପାଇଁ ପ୍ରାର୍ଥୀ ଚୟନ କରିବାକୁ ଓଏସ୍‌ଏସ୍‌ସିକୁ କହିଛନ୍ତି। ଓଏସ୍‌ଏସ୍‌ସି ଅଧ୍ୟକ୍ଷ ଅଭୟଙ୍କ ସୂଚନା ଅନୁଯାୟୀ,…

ବୁଲା ଗୋରୁମୁକ୍ତ ହୋଇପାରୁନି ଭୁବନେଶ୍ୱର

ଭୁବନେଶ୍ୱର,୫।୧ (ବ୍ୟୁରୋ): ବୁଲା ଗୋରୁଙ୍କୁ ନେଇ ଚିନ୍ତାରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଡିସେମ୍ବର ୩୦ ସୁଦ୍ଧା ରାଜଧାନୀ ରାସ୍ତାକୁ ଷଣ୍ଢମୁକ୍ତ କରାଯିବ ବୋଲି ମେୟର କହିଥିଲେ। ତେଣୁ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ଅଧିକାରୀଙ୍କଠାରୁ ଆରମ୍ଭ କରି ଗୋରୁ ଉଠାଇବା ପାଇଁ…

ମାଷ୍ଟର ସେଫ ଇଣ୍ଡିଆ’ରେ ଓଡ଼ିଆ ପୁଅ ଅବିନାଶ

ଭୁବନେଶ୍ୱର,୫।୧(ବ୍ୟୁରୋ): ଜାନୁୟାରୀ ୨ରୁ ମାଷ୍ଟର ସେଫ ଇଣ୍ଡିଆ ଶୋ’ ଆରମ୍ଭ ହୋଇଛି। ଚଳିତବର୍ଷ ଏହି ଜାତୀୟ ଶୋ’ରେ ଓଡ଼ିଶାରୁ ଅବିନାଶ ପଟ୍ଟନାୟକ ଯୋଗଦେଇ କିଚେନକୁ ସିଧାସଳଖ ଏଣ୍ଟ୍ରି ପାଇଛନ୍ତି। ଓଡ଼ିଶାର ପ୍ରସିଦ୍ଧ ଗଇଣ୍ଠା ପିଠାକୁ ସ୍ବତନ୍ତ୍ର ଢ଼ଙ୍ଗରେ ପ୍ରସ୍ତୁତ କରି ଶୋ’ରେ…

ପକ୍ଷୀଙ୍କ ଜୀବନ ନେଉଛି ବେଆଇନ ଚିଙ୍ଗୁଡ଼ି ଘେରି

ଭୁବନେଶ୍ୱର, ୫।୧(ବ୍ୟୁରୋ): ଚିଲିକା ହ୍ରଦକୁ ରାମସର ସାଇଟ୍‌ ମାନ୍ୟତା ମିଳିବା ପରେ ତାହାକୁ ଚିଙ୍ଗୁଡ଼ି ଘେରିମୁକ୍ତ କରିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ହାଇକୋର୍ଟ ମଧ୍ୟ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ଆଦେଶ ଦେଇଥିଲେ। କିନ୍ତୁ ଜିଲା ଓ ସ୍ଥାନୀୟ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?