ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ
ଭୁବନେଶ୍ୱର,୩।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ନଭେମ୍ବର ୩ରେ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଅକ୍ଟୋବର ୭ରେ ଏହାକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ସୂଚନା ଅନୁଯାୟୀ, ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ…
ପଦ୍ମପୁର ବିଧାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୧୦(ବ୍ୟୁରୋ): ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ…
ଆଜି ରାଜ୍ୟରେ ୧୦୦ ତଳେ କରୋନା ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର,୩ା୧୦(ବ୍ୟୁରୋ): ରାଜ୍ୟରେ ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ଘୂର୍ଣ୍ଣିବଳୟ ସକ୍ରିୟ, ୫ଦିନ ବର୍ଷା
ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଫଳରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ରବିବାରଠାରୁ ଉପକୂଳରେ ବର୍ଷାର ପରିମାଣ ବଢ଼ିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରବିବାର ଅପରାହ୍ନ ସାଢ଼େ…
ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ମାମଲା: ଖବରଦାତାଙ୍କୁ ପଚରାଉଚରା, ମୋବାଇଲ ଜବତ
ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପୁରୀ ଜିଲା ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍ର ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଭୁବନେଶ୍ୱରରେ ଆତ୍ମହତ୍ୟା ଘଟଣାକୁ ସପ୍ତାହରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ କମିଶନରେଟ ପୋଲିସ ଏହା ପଛର ରହସ୍ୟ ପାଇପାରୁ ନାହିଁ।…
ଫ୍ଲାଟ୍ ଦେବା ଆଳରେ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: ଓଡ଼ିଶା ହୋମ୍ସର ନିର୍ଦ୍ଦେଶକ ମନୋଜ ଆନ୍ଧ୍ରପ୍ରଦେଶରୁ ଗିରଫ
ଭୁବନେଶ୍ୱର,୩।୧୦(ବ୍ୟୁରୋ):ଫ୍ଲାଟ୍ ଦେବା ଆଳରେ ଏକାଧିକ ଲୋକଙ୍କଠାରୁ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ଫେରାର ଥିବା ଓଡ଼ିଶା ହୋମ୍ସ ଆଣ୍ଡ୍ କମର୍ସିଆଲ୍ ପ୍ରାଇଭେଟ୍ ଲିମିଟେଡ୍ର ଅନ୍ୟତମ ନିର୍ଦ୍ଦେଶକ ମନୋଜ କୁମାର ପଣ୍ଡା ଶେଷରେ ଧରାପଡିଛନ୍ତି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା…
ପଦ୍ମପୁର ବିଧାୟକଙ୍କ ପରଲୋକ
ଭୁବନେଶ୍ୱର ବ୍ୟୁରୋ/ବରଗଡ଼ ଅଫିସ(୩ା୧୦): ବରଗଡ଼ ଜିଲା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି।ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ସମୟରେ ୬୫ ବର୍ଷରେ ସେ ଶେଷ ନିଃଶ୍ୱାସ…
ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବାରାଣସୀ ଯାଇଥିବା ତୀର୍ଥଯାତ୍ରୀ ବସ୍ ଫେରିବା ବାଟରେ ଝାଡ଼ଖଣ୍ଡର ହଜାରିବାଗଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଉକ୍ତ ବସ୍ରେ ୫୫ ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସମସ୍ତ…
ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଗାନ୍ଧୀ ଜୟନ୍ତୀ ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ବରାଜର ମହୋତ୍ସବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ ପରିସରରେ ପବିତ୍ର ଅଶ୍ବତ୍ଥ ବୃକ୍ଷକୁ ସ୍ବରାଜ ବୃକ୍ଷ ଭାବରେ ରୋପଣ କରିଛନ୍ତି।…
ଆଜି ରାଜ୍ୟରେ ୧୩୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୫ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୭ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୪ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
ରାଜରାସ୍ତାକୁ ଓହ୍ଲାଇବାକୁ ଭାଜପାର ଚେତାବନୀ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ୧୧ ନଂ. ଜିଲା ପରିଷଦ ଜୋନ ସଭ୍ୟ ତଥା ବିଜୁ ଜନତା ଦଳ ନେତା ଧର୍ମେନ୍ଦ୍ର ସାହୁ ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ମୃତ୍ୟୁର କାରଣ ସମ୍ପର୍କରେ ସ୍ପଷ୍ଟ କରିଥିଲେ। ସାହୁ ନିଜର ମୃତ୍ୟୁ…
ମନ୍ତ୍ରୀଙ୍କ ଭାଷଣକୁ ବିରୋଧ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ଭୁବନେଶ୍ୱର ବରମୁଣ୍ଡାଠାରେ ଶୁକ୍ରବାର ବିଜେଡି ସାଙ୍ଗଠନିକ ସଭା ଓ ପଦଯାତ୍ରା ପ୍ରସ୍ତୁତି ଶିବିର ଅବସରରେ ମନ୍ତ୍ରୀ ପ୍ରତାପ ଦେବ ଦେଇଥିବା ଭାଷଣକୁ ଭାଜପା କଡ଼ା ବିରୋଧ କରିଛି। ପ୍ରତାପ କହିଥିଲେ, ସାଢ଼େ ୪ କୋଟି ଓଡ଼ିଆଙ୍କର ଗୋଟିଏ ପରିଚୟ ଥିଲା ପ୍ରଭୁ…
Archives


