ମେଟ୍ରୋ

ଓଡ଼ିଶାରେ ଭାଜପା ଶାସନ ଆସିବ ବୋଲି ଆଶା ସୃଷ୍ଟି କରାଅ

ଭୁବନେଶ୍ବର,୧।୧୦(ବ୍ୟୁରୋ): ଗଁ।କୁ ଯାଇ ଲୋକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଫଳ ଏବଂ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଯାହା ଏଠି ଶୁଣିଲ ସେସବୁ କଥା ବତେଇବାକୁ ପଡ଼ିବ। ଏହାସହ ଲୋକଙ୍କ ମନରେ ଆଶା ସୃଷ୍ଟି କରିବାକୁ ପଡ଼ିବ କି ଓଡ଼ିଶାରେ ମଧ୍ୟ ଡବଲ ଇଞ୍ଜିନ…

୩ ଦାବି ରଖିଲୁ ନ ମାନିଲେ ଆନ୍ଦୋଳନ ଆଗେଇବ: କଂଗ୍ରେସ

ଭୁବନେଶ୍ବର,୧।୧୦(ବ୍ୟୁରୋ): ନିମାପଡ଼ା ବ୍ଲକର ୧୧ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ଶୁକ୍ରବାର କଂଗ୍ରେସ ମିଡିଆ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣେଶ୍ୱର କହିଛନ୍ତି,…

ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧।୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୋଇଥାଏ। ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ ପାଇଁ…

ଏଚ୍‌ଏସ୍‌ଆର୍‌ପି ଅବଧି ମାସେ ବଢ଼ିଲା

ଭୁବନେଶ୍ୱର(ବ୍ୟୁରୋ)/କଟକ ଅଫିସ, ୧।୧୦: ଜନ ଅସନ୍ତୋଷକୁ ଦେଖି ରାଜ୍ୟ ସରକାର ହାଇସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚଏସ୍‌ଆରପି) ଲଗାଇବା ଅବଧି ଆଉ ୧ ମାସ ବୃଦ୍ଧି କରିଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ପରିବହନ ପ୍ରାଧିକରଣ (ଏସଟିଏ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଆକର୍ଷଣ ସାଜିବ ମିସାଇଲ୍‌ ତୋରଣ

ଭୁବନେଶ୍ୱର, ୧।୧୦ (ବ୍ୟୁରୋ): ପାର୍ବଣରେ ଦେବୀ ଦୁର୍ଗାଙ୍କୁ ଆବାହନ କରିବାକୁ ସମସ୍ତେ ଉତ୍କଣ୍ଠାର ସହ ଚାହିଁ ବସିଛନ୍ତି। ଶନିବାର ଷଷ୍ଠୀଠାରୁ ରୀତିନୀତି ଆରମ୍ଭ ହେଉଥିବାରୁ ଚଳଚଞ୍ଚଳ ହୋଇ ପଡିଛି ଗାଁରୁ ସହର। ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି…

ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧ା୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୋଇଥାଏ। ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ ପାଇଁ…

ଚଢ଼ାଉ, ଗିରଫଦାରି, ଠିକ୍‌ ତଦନ୍ତକୁ ଗୁରୁତ୍ୱ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଆଇନ ଏବଂ ବଟଲିଂ ପ୍ଲାଣ୍ଟ ଅପରେଶନ ଉପରେ ଏକ ଦିନିକିଆ କର୍ମଶାଳା ଶୁକ୍ରବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ସମସ୍ତ ଅବକାରୀ ଅଧିକାରୀ ଅଂଶଗ୍ରହଣ କରିଥିଲେ ା କର୍ମଶାଳାକୁ ଉଦ୍‌ଘାଟନ କରି ଅବକାରୀ…

ପାଲଟା ଅଭିଯୋଗ ଆଣିଲେ ଅକ୍ଷୟ ପରିଜା

ଭୁବନେଶ୍ୱର,୧।୧୦( ବ୍ୟୁରୋ): କାଷ୍ଟିଂ କାଉଚ୍‌କୁ ନେଇ ପୁଣି ଚର୍ଚ୍ଚାକୁ ଆସିଛି ଓଲିଉଡ୍‌ ଇଣ୍ଡଷ୍ଟ୍ରି। ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କ ନାମରେ ଜଣେ ଯୁବତୀ କାଷ୍ଟିଂ କାଉଚ୍‌ ଅଭିଯୋଗ ଆଣିବା ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ଶୁକ୍ରବାର ଅକ୍ଷୟ ନୟାପଲ୍ଲୀ…

ଇଡ୍‌କୋ ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ

ଭୁବନେଶ୍ୱର,୧।୧୦( ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ଇନ୍‌ଫ୍ରାଷ୍ଟ୍ରକ୍ଚର୍‌ ଡେଭଲପ୍‌ମେଣ୍ଟ କର୍ପୋରେଶନ(ଇଡ୍‌କୋ)ର ଆସିଷ୍ଟାଣ୍ଟ ମ୍ୟାନେଜର (ସିଭିଲ୍‌) ମନୋଜ କୁମାର ଲେଙ୍କାଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଓ ଯାଞ୍ଚ ପରେ ତାଙ୍କ ନିକଟରୁ…

୭୧ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ୨୦୨୨-୨୩ ଖରିଫ ଓ ରବି ଋତୁରେ ରାଜ୍ୟରୁ ୭୧ ଲକ୍ଷ ମେଟ୍ରିକ ଟନ ଧାନ ଅର୍ଥାତ୍‌ ୪୮ ଲକ୍ଷ ମେଟ୍ରିନ ଟନ ଚାଉଳ ସଂଗ୍ରହ କରାଯିବ। ଖରିଫରେ ୫୭ ଲକ୍ଷ ଏବଂ ରବି ଋତୁରେ ୧୪ ଲକ୍ଷ ଟନ ଧାନ…

ଓଡ଼ିଆରେ ହେବ ଓସିଏସ୍‌ ପରୀକ୍ଷା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସେସ୍‌(ଓସିଏସ୍‌) ପରୀକ୍ଷା ଓଡ଼ିଆ ଭାଷାରେ ଦେଇହେବ। ଯେଉଁ ପ୍ରାର୍ଥୀମାନେ ଚାହିଁବେ ସମସ୍ତ ବିଷୟକୁ ଓଡ଼ିଆରେ ପରୀକ୍ଷା ଦେଇପାରିବେ। ତେବେ ଯେଉଁ ପ୍ରାର୍ଥୀମାନେ ଚାହିଁବେ ସେମାନେ ଇଂଲିଶ ଭାଷାରେ ପରୀକ୍ଷା ଦେଇପାରିବେ। ସାକ୍ଷାତ୍‌କାର ମଧ୍ୟ ଓଡ଼ିଆ ଏବଂ ଇଂଲିଶରେ…

ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି ବୃଦ୍ଧି

ଭୁବନେଶ୍ବର,୩୦।୯(ବ୍ୟୁରୋ): ବଢିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି । ଏନେଇ ଶୁକ୍ରବାର ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧,୨,୩,୪ରେ ସରୁଥିବା ନମ୍ବର ପାଇଁ ଶେଷ ତାରିଖ ଅକ୍ଟୋବର ୩୧ ରହିଛି। ସେହିପରି ୫,୬ରେ ସରୁଥିବା ନମ୍ବର ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri