ମେଟ୍ରୋ

୨୩ରୁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ, ୧୨।୧୨: କରୋନା ଯୋଗୁ ପ୍ରାୟ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଏବେ ଖୋଲିବାକୁ ଯାଉଛି। ଏନେଇ ଶନିବାର ମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗ ପକ୍ଷରୁ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ଖୋଲିବାକୁ ଛତିଶା...

୩୫୦ରୁ କମ୍‌ କରୋନା ପଜିଟିଭ ଚିହ୍ନଟ; ୧୮ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା...

ପ୍ରଦୀପଙ୍କ ଦୁର୍ନୀତି ମାମଲା: ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ, ତଦନ୍ତ କରିବ ଭିଜିଲାନ୍ସ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର ଏବଂ ସାଇବର ଅପରାଧ ଅଭିଯୋଗରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ତାଙ୍କର ସମସ୍ତ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ଏ...

ପିସି ଆଣ୍ଡ୍‌ ପିଏନ୍‌ଡିଟି ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର, ୧୨୧୨(ବ୍ୟୁରୋ): ଚଳିତ ବର୍ଷରୁ ରାଜ୍ୟ ସରକାର ଗର୍ଭଧାରଣ ଓ ପ୍ରସୂତି ପୂର୍ବ ରୋଗ ନିର୍ଣ୍ଣୟ (ପିସି ଆଣ୍ଡ୍‌ ପିଏନ୍‌ଡିଟି) ସମ୍ବନ୍ଧୀୟ ଅଲ୍‌ଟ୍ରାସାଉଣ୍ଡ୍‌ର ପଞ୍ଜୀକରଣ ଏବଂ ନବୀକରଣ ସୁବିଧାକୁ ଲୋକସେବା ଆଇନ ଅଧିକାର ପରିସରଭୁକ୍ତ କରିଛନ୍ତି। ଶୁକ୍ରବାର ସ୍ବାସ୍ଥ୍ୟ ଓ...

ଆକାଶଙ୍କୁ କ୍ରାଇମ୍‌ବ୍ରାଞ୍ଚର ମାରାଥନ ଜେରା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ତେବେ ଟାଟା କମ୍ପାନୀରେ...

ଖୋଲିଲା ବନ୍ଧୁକ କାରବାର ଗୁମର

କଟକ ଅଫିସ୍‌, ୧୨।୧୨: ବ୍ୟବସାୟୀ ଓ ଠିକାଦାରଙ୍କଠାରୁ ବଟି ଆଦାୟ, ଟେଣ୍ଡର ଫିକ୍ସିଂ, ବାଲିଘାଟ ନିଲାମ ଓ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ କରିବା ଅଭିଯୋଗରେ ଗିରଫ ହୋଇ ଦୀର୍ଘ ୪ବର୍ଷ ହେଲା ଜେଲରେ ଥିବା ସୁଶାନ୍ତ ଏବଂ ସୁଶୀଲ ଧଳସାମନ୍ତ ଭ୍ରାତାଙ୍କ...

ଆଇନ ସଂଶୋଧନକୁ ଅପେକ୍ଷା

ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ଦୀର୍ଘ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ରାଜ୍ୟର ୫ ମହାନଗର ନିଗମ ସମେତ ସମସ୍ତ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ନିର୍ବାଚନ ହୋଇପାରୁ ନାହିଁ। ସ୍ଥାନ ସଂରକ୍ଷଣ ନେଇ ସମସ୍ୟା ଦେଖାଦେବା ପରେ ନିର୍ବାଚନ ନେଇ...

ଭୁବନେଶ୍ୱରରୁ ଆଜି ପୁଣି ୩୨ ପଜିିଟିଭ୍‌ ଚିହ୍ନଟ: ୨୭ ସୁସ୍ଥ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ: ୨ ମାସ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୧୨: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ଏନେଇ ଲୋକାୟୁକ୍ତ ଶୁକ୍ରବାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨ ମାସ ମଧ୍ୟରେ ମାମଲାର ରିପୋର୍ଟ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଫେବୃୟାରୀ...

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୮୭ ପଜିଟିଭ୍‌ ଚିହ୍ନଟ, ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୩,୦୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୦ ଜଣ...

ରାଜଧାନୀରେ ଗୁଳିମାଡ଼: ଟାର୍ଗେଟରେ ଜେଲ ଫେରନ୍ତା ଯୁବକ

ଭୁବନେଶ୍ୱର, ୧୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଫୁଟିଛି ଗୁଳି। ଜଣେ ଜେଲ ଫେରନ୍ତା ଯୁବକଙ୍କୁ ଟାର୍ଗେଟ କରି ଗୁଳିମାଡ଼ କରିଥିବା ୩ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡ଼ିଛି। ତେବେ ଗୁଳିମାଡ଼ରୁ ଯୁବକଜଣଙ୍କ ଅଳ୍ପକେ ବର୍ତ୍ତିଯାଇଥିବା ଜଣାଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ...

୨୮ ପ୍ରକଳ୍ପକୁ ୫୮୮ କୋଟିର ଜମି ଆବଣ୍ଟନ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ପ୍ରାୟ ୫୮୮ କୋଟି ଟଙ୍କା ପୁଞ୍ଜି ନିବେଶ ହେବାକୁ ଥିବା ୨୮ଟି ଶିଳ୍ପ ପ୍ରକଳ୍ପକୁ ଜମି ଯୋଗାଇ ଦିଆଯାଇଛି। ଏହି ଶିଳ୍ପ କାର୍ଯ୍ୟକ୍ଷମ ହେଲେ ୩୨୪୫ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ମିଳିପାରିବ। ଗୁରୁବାର ଲୋକସେବା ଭବନଠାରେ ଡିଜିଟାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri