ମେଟ୍ରୋ

ଜେଇଇ ମେନ୍‌ରେ ଓଡ଼ିଶାର ସ୍ଥିତିଙ୍କ କମାଲ

ଭୁବନେଶ୍ୱର,୮।୮(ବ୍ୟୁରୋ): ଜେଇଇ ମେନ୍‌ ରେଜଲ୍ଟ ସୋମବାର ପ୍ରକାଶ ପାଇଛି । ଜେଇଇ ଅଫିସିଆଲ ଓ୍ବେବସାଇଟରେ ଛାତ୍ରୀଛାତ୍ରୀଙ୍କ ସ୍କୋରକାର୍ଡ ଲିଙ୍କ ଆକ୍ଟିଭ ହୋଇଛି । ଚଳିତବର୍ଷ ୪୪୦ ସହରର ୬୨୨ ସେଣ୍ଟରରେ ପରୀକ୍ଷା କରାଯାଇଥିବା ବେଳେ ୧୩ଟି ଭାଷାରେ ୫ ଲକ୍ଷ...

ମଙ୍ଗଳବାରଠୁ କଂଗ୍ରେସର ପଦଯାତ୍ରା

ଭୁବନେଶ୍ୱର,୮।୮(ବ୍ୟୁରୋ): ଦେଶ ସ୍ବାଧୀନତାର ୭୫ବର୍ଷ ପୂରୁଥିବାରୁ ମଙ୍ଗଳବାରଠାରୁ କଂଗ୍ରେସ ପ୍ରତି ଜିଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏହି ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ ବୋଲି ଜଣାପଡିଛି। ଭୁବନେଶ୍ବର ପଟିଆରୁ ପିସିସି ସଭାପତି ଶରତ ପଟ୍ଟନାୟକ ଏହି ପଦଯାତ୍ରାର...

ଯୁକ୍ତ ଦୁଇ କଳା ପରୀକ୍ଷାଫଳ ପ୍ରକାଶିତ

ଭୁବନେଶ୍ୱର,୮।୮(ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୋମବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ତେବେ ଯୁକ୍ତ ଦୁଇ କଳାରେ ୮୨.୧୦ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। www.odisharesults.nic.in ମାଧ୍ୟମରେ ଛାତ୍ରୀଛାତ୍ର ନିଜର...

ଲଘୁଚାପ ପ୍ରଭାବ: ଏହି ୨ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି...

ଶାହାଙ୍କୁ ସ୍ବାଗତ ଜଣାଇବାକୁ ଗଲେନି ରାଜ୍ୟର କୌଣସି ମନ୍ତ୍ରୀ: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ରାଜ୍ୟର କୌଣସି ମନ୍ତ୍ରୀ ସ୍ବାଗତ କରିବାକୁ ଯାଇ ନାହାନ୍ତି। ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଏଭଳି ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି, ଯେତେବେଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଭୁବନେଶ୍ୱର ପହଞ୍ଚିଲେ...

ଦୋଷ ଏଡାଉଛି କ୍ରୁଟ୍‌, କାର୍ଯ୍ୟାନୁଷ୍ଠାନ ପାଇଁ କୁନ୍ଥକୁନ୍ଥ

ଭୁବନେଶ୍ୱର, ୮।୮(ବ୍ୟୁରୋ): ପ୍ରବଳ ବର୍ଷାରେ ଶନିବାର ଖୋର୍ଦ୍ଧା ଜିଲା ଜଟଣୀରେ ‘ମୋ ବସ୍‌’ ବୁଡିବା ଘଟଣାକୁ ଗୁରୁତ୍ୱର ସହ ନେଉନି ଏହାର ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)। ଯାତ୍ରୀଙ୍କୁ ବିପଦ ମୁହଁକୁ ଠେଲି ଦିଆଯାଇଥିଲେ...

ଗୋଟିଏ ମଞ୍ଚରେ ନବୀନ-ଶାହା

କଟକ ଅଫିସ୍‌,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଏକ ଦୈନିକ ଖବରକାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,...

୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା ମୁମ୍ବାଇ ପୋଲିସ

ଭୁବନେଶ୍ୱର,୮ା୮(ବ୍ୟୁରୋ): ଚାଇନା ନାଗରିକଙ୍କ ଦ୍ୱାରା ବଡ଼ଧରଣର ଲୋନ୍‌ ଆପ୍‌ ଠକେଇ ଓ ନିର୍ଯାତନା ସଂକ୍ରାନ୍ତ ପୃଥକ୍‌ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଦ୍ୱାରା ଗିରଫ ହୋଇ ଜେଲରେ ଥିବା ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇଛି ମୁମ୍ବାଇ ପୋଲିସ।...

ବାଣିଜ୍ୟ କର ଓ ଜିଏସ୍‌ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଅଫିସ,୮ା୮: ବାଣିଜ୍ୟ କର ଓ ଜିଏସଟି,କଟକର ଅତିରିକ୍ତ କମିଶନର ପୀୟୁଷ ପାଣିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ବ୍ୟାସନଗର,କଟକ, ଭୁବନେଶ୍ବର...

ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହା

ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସୋମବାର ସେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ସେ ମନ୍ଦିର ଭିତରେ ପ୍ରାୟ ୨୦ ମିନିଟ୍‌ ଧରି ପୂଜାର୍ଚ୍ଚନା କରିଥିଲେ। ତାଙ୍କ...

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ସୋମବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୯,୫୨୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।...

ରାଖୀରେ ପରିବେଶ ସୁରକ୍ଷା

ଭୁବନେଶ୍ୱର,୮।୮(ବ୍ୟୁରୋ): ବର୍ତ୍ତମାନ ସମୟରେ ଜଳବାୟୁ ପରିବର୍ତ୍ତନ ଏକ ବଡ଼ ସମସ୍ୟା। ଗଛ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଚାରାରୋପଣକୁ ପ୍ରାଧାନ୍ୟ ଦିଆଯାଉଥିବାବେଳେ ରାଖୀ ସହ ପରିବେଶ କିଭଳି ସନ୍ତୁଳନ ରହିବ, ତାକୁ ନେଇ ବକୁଳ ଫାଉଣ୍ଡେଶନ ପକ୍ଷରୁ ଗ୍ରୀନରାଖୀ କ୍ୟାମ୍ପେନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri