ପୁଣି ଠିକାଦାରଙ୍କୁ ଜେରା, ଡିଜିଟାଲ ଦସ୍ତାବିଜ୍ ଦାଖଲ ନିର୍ଦ୍ଦେଶ
ଭୁବନେଶ୍ୱର, ୯।୧୨ (ବ୍ୟୁରୋ):ବହୁଚର୍ଚ୍ଚିତ ବ୍ଲାକ୍ମେଲର୍ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାରଠାରୁ ୭ ଦିନିଆ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାରାଥନ୍ ଜେରା କରୁଛି। ତେବେ ଜେରାବେଳେ ବହୁ ଚାଞ୍ଚଲ୍ୟକର ତଥା ଇଡି ପାଇଥିବା ଜଣାପଡିଛି। ଗୁରୁବାର ରିମାଣ୍ଡର ତୃତୀୟ ଦିନରେ ଇଡି…
ଖୋଲିଲା ରାଜମହଲ ବହୁତଳ କାର୍ ପାର୍କିଂ
ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜମହଲ ନିକଟ ୟୁନିଟ-୨ସ୍ଥିତ ନୂତନ ବହୁତଳ କାର୍ ପାର୍କିଂକୁ ପରୀକ୍ଷାମୂଳକ ଭାବେ ଖୋଲାଯାଇଛି। ଗୁରୁବାର ସନ୍ଧ୍ୟାରେ ଏଠାରେ ଗାଡ଼ି ରଖିବାକୁ ସାଧାରଣ ଲୋକଙ୍କୁ ସୁଯୋଗ ମିଳିଛି। ନଭେମ୍ବର ୨୬ରେ ଶହୀଦନଗର ବହୁତଳ ପାର୍କିଂ କାର୍ଯ୍ୟକ୍ଷମ ହୋଇଥିବାବେଳେ ସହରର ଦ୍ୱିତୀୟ ବହୁତଳ କାର୍…
ପୋଷଣ ଅଭିଯାନକୁ ଫଳପ୍ରଦ କର: ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର,୯ା୧୨(ବ୍ୟୁରୋ): ରାଜ୍ୟରେ ପୋଷଣ ଅଭିଯାନକୁ ପୂର୍ଣ୍ଣ ଫଳପ୍ରଦ କରିବା ପାଇଁ ପ୍ରଶାସନିକ ପ୍ରଚେଷ୍ଠା ଆରମ୍ଭ ହୋଇଛି। ଏଥିପାଇଁ ଲକ୍ଷ୍ୟଭେଦୀ ଏବଂ ସଂଯୋଜିତ କାର୍ଯ୍ୟକ୍ରମ ସ୍ଥିର କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମହିଳା ଓ ଶିଶୁ ବିକାଶ, ସ୍ବାସ୍ଥ୍ୟ…
ଘନୀଭୂତ ହେଉଛି ବାତ୍ୟା ମାଣ୍ଡୋସ୍
ଭୁବନେଶ୍ୱର,୯।୧୨(ବ୍ୟୁରୋ):ସାମୁଦ୍ରିକ ଝଡ଼ ମାଣ୍ଡୋସ ଘନୀଭୂତ ହେଉଛି। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଶୁକ୍ରବାର ସକାଳ ସୁଦ୍ଧା ଏହା ଭୟଙ୍କର ବାତ୍ୟା ରୂପ ନେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ ।…
ପ୍ରକାଶ ପାଇଲା ଓଏଏସ୍ ପ୍ରିଲିମ୍ ରେଜଲ୍ଟ
ଭୁବନେଶ୍ୱର,୮।୧୨(ବ୍ୟୁରୋ): ପ୍ରକାଶ ପାଇଲା ଓଏଏସ୍-୨୦୨୧ ପ୍ରିଲିମ୍ ପରୀକ୍ଷାଫଳ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ମୋଟ୍ ୫୨୯୬ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ସୂଚନା ମିଳିଛି। ଚଳିତ ବର୍ଷ ମୋଟ୍ ୨୯ ହଜାର ୨୯୫ ଆଶାୟୀ ପ୍ରିଲିମ୍ ପରୀକ୍ଷା…
‘ଯାହା ପ୍ରତିଶ୍ରୁତି ଦେଇଛ ପାଳିବ’
ଭୁବନେଶ୍ବର,୮ା୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ସୋମବାର ଶେଷ ହୋଇଥିବା ବେଳେ ଗୁରୁବାର ଏହାର ଫଳାଫଳ ପ୍ରକାଶ ପାଇବ। ତେବେ ଏହି ଉପନିର୍ବାଚନରେ ବିଜୟୀ ହେବା ଲାଗି ଉଭୟ ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ପ୍ରତିଯୋଗିତା ଦେଖିବାକୁ ମିଳିଛି। ଧାମନଗର ଉପନିର୍ବାଚନରେ ପରାଜୟ…
ସ୍କୁଲ, ବ୍ଲକ, ଜିଲାସ୍ତରରେ ହେବ ହକି କ୍ରୀଡ଼ା
ଭୁବନେଶ୍ୱର, ୮।୧୨(ବ୍ୟୁରୋ): ଆସନ୍ତାବର୍ଷ ଜାନୁୟାରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଏଫ୍ଆଇଏଚ୍ ଓଡ଼ିଶା ପୁରୁଷ ହକି ଓ୍ବାଲର୍ଡ କପ୍-୨୦୨୩ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି କରୁଛନ୍ତି। ତେବେ ପିଲାଙ୍କ ମଧ୍ୟରେ କିପରି ହକି ଖେଳ ଏବଂ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଶିଷ୍ଟ ତବଲା ବାଦକ ଉମେଶଙ୍କର ହେବ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮ା୧୨(ବ୍ୟୁରୋ): ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ହେବ ବୋଲି ଘୋଷଣା କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ କରଙ୍କୁ ଜଣେ ମହାନ କଳାକାର ଭାବରେ…
‘ନୂଆ ପ୍ଲାଟ୍ଫର୍ମ ସହ ଦର୍ଶକଙ୍କ ଆଦୃତି ପାଇଛି’
ଭୁବନେଶ୍ୱର ,୮।୧୨: ଚଳିତ ବର୍ଷ ଦୀପାବଳି ଅବସରରେ ‘ଜୀ-ସାର୍ଥକ’ ପକ୍ଷରୁ ଆୟୋଜିତ ‘ଦୀପାବଳିରେ ସୁନାର ବର୍ଷା’ ପ୍ରତିଯୋଗିତାର ବିଜେତାମାନଙ୍କୁ ନିକଟରେ ପୁରସ୍କୃତ କରାଯାଇଛି। ଏପରିକି ସ୍ଥାନୀୟ ପାହାଳଠାରେ ଜୀ-ସାର୍ଥକର କର୍ପୋରେଟ ଅଫିସ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଭାଗ୍ୟଶାଳୀ…
ବିଏମ୍ସିକୁ ଆଇଏସ୍ସି-ଫିକି ପରିମଳ ଆଓ୍ବାର୍ଡ
ଭୁବନେଶ୍ୱର,୮।୧୨(ବ୍ୟୁରୋ): ସହରାଞ୍ଚଳ ପରିମଳ ବ୍ୟବସ୍ଥାରେ ବିଭିନ୍ନ ପଦକ୍ଷେପ ପାଇଁ ଓଡ଼ିଶାକୁ ୩ଟି ଜାତୀୟ ପୁରସ୍କାର ମିଳିଛି। ମଳ ଉପଚାର ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି)କୁ ‘ଆଇଏସ୍ସି-ଫିକି ପରିମଳ ଆୱାର୍ଡ’ ପ୍ରଦାନ କରାଯାଇଛି। ଏହାସହ ପରିମଳ…
ପରପାରିରେ ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ କର
ଭୁବନେଶ୍ୱର,୮ା୧୨(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ କରଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଆଜି ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ସେ ସଙ୍ଗୀତ ମହାବିଦ୍ୟାଳୟର…
ପଦ୍ମପୁର ଉପନିର୍ବାଚନ: ଗୁରୁବାର ସକାଳ ୮ରୁ ଭୋଟଗଣତି
ଭୁବନେଶ୍ୱର,୭।୧୨(ବ୍ୟୁରୋ): ଆସିବ ପଦ୍ମପୁର ଉପନିର୍ବାଚନ ଫଳାଫଳ। କଡ଼ା ସୁରକ୍ଷା ମଧ୍ୟରେ ଗୁରୁବାର ଭୋଟ୍ ଗଣତି କରାଯିବ। ସକାଳ ୮ଟାରୁ ଗଣତି ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ୍ ଗଣା ହେବ। ଏହାପରେ ୮ଟା ୩୦ ମିନିଟ୍ରୁ ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ (ଇଭିଏମ୍)…
Archives


