ବର୍ଷକରେ ବନ୍ଧାହେଲେଣି ୩୮
ଭୁବନେଶ୍ୱର,୨୭।୯ (ବ୍ୟୁରୋ):ଗିରଫଦାରି ଓ କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ରାଜଧାନୀରେ ଦାଦାବଟି ଘଟଣା ବଢ଼ି ଚାଲିଛି। ବ୍ୟବସାୟିକ ସଂସ୍ଥା, ଜମି ମାଲିକ, କଣ୍ଟ୍ରାକ୍ଟରଙ୍କୁ ଅସାମାଜିକ ବ୍ୟକ୍ତିମାନେ ଦାଦାବଟି ମାଗି ପ୍ରାୟ ସମୟ ହଇରାଣ ହରକତ କରୁଛନ୍ତି। ବଟି ନ ପାଇଲେ ଆକ୍ରମଣ ଓ ହତ୍ୟା…
ମନ୍ତ୍ରୀଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ: ଭାଜପା
ଭୁବନେଶ୍ବର,୨୭ା୯(ବ୍ୟୁରୋ):ପୁରୀ ଜିଲା ଗୋପ ବ୍ଲକ ୧୧ନମ୍ବର ଜିଲା ପରିଷଦ ଜୋନ୍ ସଭ୍ୟ ତଥା ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଏବେ ରାଜ୍ୟ ରାଜନୀତି ଜୋର୍ ଧରିଛି। ଏହି ଘଟଣାରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ…
‘ଓଡ଼ିଶାର କୃଷି କ୍ଷେତ୍ରରେ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରାଯିବ’
ଭୁବନେଶ୍ୱର, ୨୭।୯(ବ୍ୟୁରୋ):ସର୍ବଭାରତୀୟ ମହାତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କୁ ନେଇ ୱାର୍ଲଡ୍ ସ୍କିଲ ସେଣ୍ଟରରେ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଏଠାରେ ଆଲୋଚନା ହୋଇଥିଲା। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ…
ଶୋଭା ପାଇବ ଅଯୋଧ୍ୟା ରାମ ମନ୍ଦିର
ଭୁବନେଶ୍ୱର,୨୭।୯(ବ୍ୟୁରୋ):ରାଜଧାନୀର ଭୁବନେଶ୍ୱରରେ ମା’ ଜଗତ୍ଜନନୀଙ୍କ ଆଗମନ ପାଇଁ ପ୍ରସ୍ତୁତି ଏକ ପ୍ରକାର ଶେଷ ହେବାକୁ ବସିଲାଣି। ସଜେଇ ହେଲାଣି ପୂଜା ମଣ୍ଡପ। ମା’ଙ୍କ କରୁଣା ଓ ଭକ୍ତମାନଙ୍କ ଶ୍ରଦ୍ଧା ବଳରେ ଅନ୍ୟବର୍ଷ ଭଳି ଏ ବର୍ଷ ଯଥାଶକ୍ତି ଦଶହରା ଉତ୍ସବ ପାଳନ…
ଯୁଆଡ଼େ ଦେଖିବ ସିଆଡ଼େ ଖାଲ
ଭୁବନେଶ୍ୱର, ୨୭।୯ (ବ୍ୟୁରୋ):‘ସ୍ମାର୍ଟସିଟି ଭୁବନେଶ୍ୱର’ କେବଳ ନାମକୁମାତ୍ର। ରାସ୍ତାଠାରୁ ଆରମ୍ଭ କରି ପରିମଳ ପର୍ଯ୍ୟନ୍ତ ସବୁକିଛି ବିପର୍ଯ୍ୟସ୍ତ। ଯୁଆଡେ ଦେଖିବ ସିଆଡେ ଖାଲ। ସହରର ଏମିତି କୌଣସି ସ୍ଥାନ ନାହିଁ, ଯେଉଁଠାରେ ଖାଲଖମା ନାହିଁ। କେଉଁଠି ସ୍ବେରେଜ ଲାଇନ୍ ପାଇଁ ରାସ୍ତାକୁ…
ଯୁବତୀଙ୍କ ନାକ କାଟିଦେଲେ ପ୍ରେମୀଯୁଗଳ
ଭୁବନେଶ୍ୱର,୨୭।୯ (ବ୍ୟୁରୋ): ପ୍ରେମ ବ୍ୟାପାରରେ ଗୋଇନ୍ଦାଗିରି କରିବା ସହ ବାଧକ ସାଜିବା ଜଣେ ଯୁବତୀଙ୍କ ପାଇଁ ମହଙ୍ଗାପଡିଛି। ପ୍ରେମୀଯୁଗଳ ତାଙ୍କୁ ଆକ୍ରମଣ କରିବା ପରେ ନାକ କାଟି ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ନୟାପଲ୍ଲୀ ଥାନା ଅନ୍ତର୍ଗତ ତ୍ରିନାଥ ସାହିରେ ଦେଖିବାକୁ…
ପର୍ଯ୍ୟଟନରେ ଯୋଡ଼ିହେଉ ଦୟାନଦୀରେ ନୌକା ବିହାର
ପୁରୁଣା ଭୁବନେଶ୍ୱର,୨୭।୯(ଡି.ଏନ୍.ଏ.):ଓଡ଼ିଶାରେ ଅନେକ ସ୍ଥାନ ରହିଛି, ଯାହାକୁ ଦୃଷ୍ଟି ଦିଆଗଲେ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଆସିପାରିବ। ସ୍ଥାନୀୟ ଅଞ୍ଚଳର ସାମାଜିକ ଏବଂ ଅର୍ଥନୈତିକ ବିକାଶ ହେବା ସହ ରାଜ୍ୟ ରାଜକୋଷକୁ ମଧ୍ୟ ଅର୍ଥ ଆସିପାରିବ। ସେପ୍ଟେମ୍ବର ୨୭ ବିଶ୍ୱ…
ନିର୍ଦ୍ଧାରିତ ସମୟରେ ୧୦୦% ଅର୍ଥ ଖର୍ଚ୍ଚ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୭ା୯(ବ୍ୟୁରୋ):ବଜେଟରେ ବରାଦ ହେଉଥିବା ଅର୍ଥ ନିର୍ଦ୍ଧାରିତ ସମୟରେ ଖର୍ଚ୍ଚ ହୋଇପାରୁ ନାହିଁ। ଏପରିକି ବହୁ କୋଟି ଟଙ୍କା ପରବର୍ତ୍ତୀ ବର୍ଷ ବଜେଟ ପ୍ରସ୍ତୁତି ପୂର୍ବରୁ ଫେରିଯାଉଛି। ବିଭିନ୍ନ ବିଭାଗ ବରାଦ ଅର୍ଥକୁ ଖର୍ଚ୍ଚ କରି ପାରୁନାହାନ୍ତି। ଯଦିଓ ଗତଗର୍ଷ ଦୁଳନାରେ ଚଳିତବର୍ଷ…
ସୁମିତା ସର୍କାର ହେଲେ ମାଧ୍ୟମିକ ଶିକ୍ଷା ପରିଷଦ ସମ୍ପାଦକ
ଭୁବନେଶ୍ବର,୨୭ା୯(ବ୍ୟୁରୋ):କଟକ ମହାନଗର ନିଗମ(ସିଏମ୍ସି) ଅତିରିକ୍ତ କମିଶନର ତଥା ବରିଷ୍ଠ ଓଏଏସ୍ ଅଧିକାରୀ ସୁମିତା ସର୍କାରଙ୍କୁ କଟକ ସ୍ଥିତ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସମ୍ପାଦକ ଭାବେ ନିଯୁକ୍ତି ମିଳିଛି। ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି…
୧ରେ ସମ୍ବର୍ଦ୍ଧିତ ହେବେ ୯୯୦୦ ବରିଷ୍ଠ ମତଦାତା
ଭୁବନେଶ୍ବର,୨୭ା୯(ବ୍ୟୁରୋ): ଭାରତର ନିର୍ବାଚନ ଆୟୋଗ ଏକ ସଶକ୍ତ, ସୁଦୃଢ଼ ନିର୍ବାଚନ ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। କୌଣସି ଭୋଟର ଯେପରି ମତଦାନରୁ ବାଦ୍ ନ ପଡ଼ନ୍ତି ସେଥିପାଇଁ ପ୍ରତ୍ୟେକ ଭୋଟରଙ୍କ ପାଇଁ ବିଭିନ୍ନ ସୁବିଧା ଉପଲବ୍ଧ ଅଛି। ବରିଷ୍ଠ ନାଗରିକ…
୨ ଦିନ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୬।୯(ବ୍ୟୁରୋ): ପୁଣି ଭିଜିବ ଓଡ଼ିଶା। ଆଗାମୀ ୪ ଦିନ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୨୮ ଏବଂ ୨୯…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଯାବତ୍ ରାଜ୍ୟରୁ ୧୩,୨୨,୮୩୧ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୧,…
Archives


