ମେଟ୍ରୋ

ନୂଆ ମୋଟର ଯାନ ଆଇନ : ଘାରିଲା ଭୟ, ବଢ଼ିଲା ଭିଡ଼

ଭୁବନେଶ୍ୱର, ୬।୯(ବ୍ୟୁରୋ) : ନୂଆ ମୋଟର ଆଇନ-୨୦୧୯ ସେପ୍ଟେମ୍ବର ୧ରୁ ସାରା ଦେଶରେ ଲାଗୁ ହୋଇଛି। ଓଡ଼ିଶାରେ ଚେକିଂ, ବ୍ଲକିଂ ଓ ଗାଡ଼ି ଧରାପଗଡ଼କୁ ଜୋର୍‌ଦାର କରାଯାଇଛି। ଟ୍ରାଫିକ ପୋଲିସ ଓ ଆର୍‌ଟିଓ ପକ୍ଷରୁ କାଗଜପତ୍ର ଯାଞ୍ଚ କଡାକଡି କରାଯିବା...

ଉପକୂଳ ଅଞ୍ଚଳରେ ସୁରକ୍ଷା ଢିଲା : ବିପଦକୁ ଆମନ୍ତ୍ରଣ କରୁଛି ମେରାଇନ୍‌ ପୋଲିସରେ ଅବ୍ୟବସ୍ଥା

ଭୁବନେଶ୍ୱର,୬।୯ : କେନ୍ଦ୍ର ସରକାର ଜମ୍ମୁକାଶ୍ମୀରରୁ ଧାରା ୩୭୦ ଓ ୩୫-ଏ ହଟାଇବା ପରେ ବିଶେଷଭାବେ ପ୍ରତିକ୍ରୀୟାଶୀଳ ହୋଇ ଉଠିଛି ପଡୋଶୀ ରାଷ୍ଟ୍ର ପାକିସ୍ତାନ। ପାକିସ୍ତାନ ସରକାର,ସେନା, ଗୁଇନ୍ଦା ସଂସ୍ଥା (ଆଇଏସ୍‌ଆଇ) ଓ ପାକିସ୍ଥାନ ଅଧିକୃତ କାଶ୍ମୀର(ପିଓକେ)ରେ ସକ୍ରିୟ ଥିବା...

ପାଠ୍ୟକ୍ରମରେ ସାମିଲ ହେବ କଠିନ ବର୍ଜ୍ୟ ପରିଚାଳନା

ଭୁବନେଶ୍ୱର,୬।୯(ବ୍ୟୁରୋ) : ପ୍ରତି ୱାର୍ଡ, ବାସଗୃହରୁ କଠିନ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ସଚେତନତା ସୃଷ୍ଟି ସହ ନିୟମ କଡ଼ାକଡ଼ି ଭାବେ ଲାଗୁ କରିବାକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନରେ ଗୁରୁବାର ସହରାଞ୍ଚଳରେ କଠିନ...

ଫ୍ଲାଟ୍‌ ଦେବା ଆଳରେ ୨ କୋଟିରୁ ଊର୍ଦ୍ଧ୍ୱ ଠକେଇ : ବିଲଡର୍‌ ଗିରଫ

ଭୁବନେଶ୍ୱର,୬।୯(ବ୍ୟୁରୋ):ରାଜଧାନୀରେ ସୁଲଭ ମୂଲ୍ୟରେ ଲୋକମାନଙ୍କୁ ଫ୍ଲାଟ୍‌ ଯୋଗାଇ ଦେବା ଆଳରେ ୨ କୋଟି ୧୦ ଲକ୍ଷ ଟଙ୍କା ଠକେଇ କରିଥିବା ବିଲଡର୍‌ଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଗିରଫ ବିଲଡର୍‌ ଜଣଙ୍କ ହେଲେ ଶୁଭାଦିତ୍ୟ ପ୍ରାଇଭେଟ୍‌ ଆଣ୍ଡ୍‌ ଲିମିଟେଡ୍‌...

ଐତିହ୍ୟ ଶିଶୁପାଳଗଡ଼ କାଟି କଲେ ରାସ୍ତା

ପୁରୁଣା ଭୁବନେଶ୍ୱର,୬।୯(ଡି.ଏନ.ଏ.) : ଏକଦା ଐତିହ୍ୟ ଶିଶୁପାଳଗଡ ଏ୫୬୨. ୬୦୦ ଡିସିମିଲରୁ ଊର୍ଦ୍ଧ୍ୱ ପରିମିତ ଅଞ୍ଚଳରେ ଥିବାବେଳେ ଏବେ ମାତ୍ର ଏ.୦.୭୭୭ ଡିସିମିଲରେ ଏହା ରହିଛି। ସମ୍ପ୍ରତି ଶିଶୁପାଳଗଡରେ ମହାଭୋଇ ଶାସନ, ଶିଶୁପାଳ, ବଡଧାନପୁର, ଏଭଳି କେତେଗୋଟି ମୌଜାକୁ ସଂରକ୍ଷଣ...

ମୋଟର ଯାନ ଆଇନ ଉଲ୍ଲଂଘନ : ଜରିମାନା ଆଦାୟରେ ଆଗରେ ଓଡ଼ିଶା

ଭୁବନେଶ୍ୱର,୬।୯ (ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ କରାଯାଉଛି। ତେବେ ଜରିମାନା ଆଦାୟରେ ଓଡ଼ିଶା ଦେଶରେ ସବୁଠୁ ଆଗରେ ରହିଛି।...

କନିଷ୍ଠ ପ୍ରଶାସନରେ ସାମାନ୍ୟ ଅଦଳବଦଳ

ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ସାମାନ୍ୟ ଅଦଳବଦଳ କରିଛନ୍ତି। ଶିଳ୍ପ ବିଭାଗ ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କୁ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ୍‌ ସେଣ୍ଟର (ଓସିଏସି)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଭାବେ ନିଯୁକ୍ତି ମିଳିଛି। କେନ୍ଦୁଝର କେଆଇପିର ସ୍ବତନ୍ତ୍ର ଭୂଅର୍ଜନ...

ଘର ଦେବାରେ ଖିଲାପ କଲେ ବିଲ୍‌ଡରଙ୍କ ସମ୍ପତ୍ତି ବାଜ୍ୟାପ୍ତ ହେବ

ଭୁବନେଶ୍ୱର,୬-୯(ବ୍ୟୁରୋ):ଘର ଖଣ୍ଡେ ପାଇଁ ବ୍ୟକ୍ତି ନିଜର ସମସ୍ତ ଆୟକୁ ଲଗାଇ ଦେଇଥାଏ। ଟଙ୍କା ପଇଠ କରି ଯଦି ଘର ନ ମିଳିବ ତେବେ କଥା ସରିଲା। ରାଜ୍ୟ ତଥା ଦେଶରେ ବହୁ ବ୍ୟକ୍ତି ଘର ନ ପାଇ ବିଲଡର କିମ୍ବା...

ବେଆଇନ ନିର୍ମାଣକୁ ମାଫ୍‌

ଭୁବନେଶ୍ୱର,୬-୯(ବ୍ୟୁରୋ):ବିନା ଅନୁମୋଦନରେ କିମ୍ବା ଅନୁମୋଦନ ସହ ନିୟମ ଉଲ୍ଲଂଘନ କରି ଘର ନିର୍ମାଣ କରିଥିବା ଲୋକମାନଙ୍କ ପାଇଁ ସର୍ବକ୍ଷମା ଯୋଜନା(ଆମେନିଷ୍ଟ ସ୍କିମ୍‌) ଜରିମାନା ରାଶିକୁ ରାଜ୍ୟ ସରକାର ହ୍ରାସ କରିଛନ୍ତି। ଆବାସିକ ଘର ପାଇଁ ଅନୁମୋଦନକୁ ଉଲ୍ଲଂଘନ କରି ଗୃହ...

ଓଡ଼ିଶା ଅଭିମୁଖେ ଜଗା-କାଳିଆ

ଭୁବନେଶ୍ୱର, ୬-୯(ବ୍ୟୁରୋ): କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଜଣ ଡାକ୍ତର ଗୁରୁବାର ଦିଲ୍ଲୀରେ ପହଞ୍ଚି ଜଗା-କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଛନ୍ତି। ଡାକ୍ତର ଶିବଶଙ୍କର ବରିହା ଏବଂ ଡାକ୍ତର ବିଭୁ ପ୍ରସାଦ ନାୟକ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଜଗା-କାଳିଆଙ୍କ...

ସରକାରୀ ସ୍କୁଲ, ଅଙ୍ଗନଓ୍ବାଡି ଗୃହ ମରାମତି କରିବ ପଞ୍ଚାୟତ

ଭୁବନେଶ୍ୱର,୬-୯(ବ୍ୟୁରୋ):ଗ୍ରାମାଞ୍ଚଳରେ ଥିବା ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ସ୍କୁଲ ଏବଂ ଅଙ୍ଗନଓ୍ବାଡି ଗୃହ ମରାମତି ଓ ରକ୍ଷଣାବେକ୍ଷଣ କରିବ ଗ୍ରାମପଞ୍ଚାୟତ। ଏ ନେଇ ଏକ ନିର୍ଦ୍ଦେଶନାମା ପ୍ରତ୍ୟେକ ଜିଲାପାଳଙ୍କୁ ଦିଆଯାଇଛି। ଚତୁର୍ଦ୍ଦଶ ଏବଂ ଚତୁର୍ଥ ଅର୍ଥ କମିଶନରେ ଯୋଗାଇ ଦିଆଯାଇଥିବା...

ଜେଟ୍‌ଲୀଙ୍କ ଶ୍ରଦ୍ଧାଞ୍ଜଳି ସଭା:ଦକ୍ଷତା କଥା ବଖାଣିଲେ ନେତୃବୃନ୍ଦ

ଭୁବନେଶ୍ୱର,୬-୯(ବ୍ୟୁରୋ):ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ଅରୁଣ ଜେଟ୍‌ଲୀଙ୍କ ସ୍ମରଣରେ ଗୁରୁବାର ସ୍ଥାନୀୟ ଏକ ଘରୋଇ ହୋଟେଲରେ ସାର୍ବଜନୀନ ଏବଂ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି ା ଏହି ଅବସରରେ ରାଜ୍ୟପାଳ ଗଣେଶୀ ଲାଲ୍‌, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

Advertisement
Archives

Model This Week

Why Dharitri