ଭୋଟ ଦେଲେ ୧୦୫୩: ଆଜି ଫଳାଫଳ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟର ହାଇପ୍ରୋଫାଇଲ ଭୁବନେଶ୍ୱର କ୍ଲବ୍ର ନିର୍ବାଚନ ଶନିବାର ଶେଷ ହୋଇଛି। ରବିବାର ସକାଳ ୯ଟାରେ ଭୋଟ ଗଣତି ହେବ ଓ ଫଳାଫଳ ପ୍ରକାଶ ପାଇବ। ଶନିବାର ମଧ୍ୟାହ୍ନ ୧୨ଟାରେ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ଶେଷ ହୋଇଥିଲା।…
୨ରେ ଲଘୁଚାପ: ପ୍ରବଳ ଛେଚିବ
ଭୁବନେଶ୍ୱର୨୫।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ହେବ। ଉପକୂଳ ଓଡିଶାର କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି…
ଓଡ଼ିଶାର ୩ଜଣଙ୍କୁ ଏନ୍ଏସ୍ଏସ୍ ପୁରସ୍କାର
ଭୁବନେଶ୍ୱର,୨୫।୯(ବ୍ୟୁରୋ): ୨୦୨୦-୨୧ ବର୍ଷ ପାଇଁ ଶନିବାର ଜାତୀୟ ସେବା ଯୋଜନା(ଏନ୍ଏସ୍ଏସ୍) ପୁରସ୍କାର ମିଳିଛି। ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନୋଟି ବର୍ଗରେ ଦେଶର ମୋଟ ୪୨ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ବିଶ୍ୱବିଦ୍ୟାଳୟ/ଯୁକ୍ତ୨ ପରିଷଦ…
ବିଜେଡିରୁ ବାଣୀକଲ୍ୟାଣ ମହାନ୍ତି ନିଲମ୍ବିତ
ଭୁବନେଶ୍ୱର/ପଦ୍ମପୁର (ବ୍ୟୁରୋ/ଡି.ଏନ୍.ଏ.),୨୫।୯: ଯୁବ ବିଜେଡି ସାଧାରଣ ସମ୍ପାଦକ ପଦରୁ ବାଣୀକଲ୍ୟାଣ ମହାନ୍ତିଙ୍କୁ ଶନିବାର ନିଲମ୍ବିତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା ବିଜେଡି ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ…
ଅଟକିଛି ୬ ଜଳପଥ ପ୍ରକଳ୍ପ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ଜଳପଥରେ ପରିବହନ ହେବ। ସଡ଼କ ପଥଠାରୁ ବହୁ କମ୍ ଖର୍ଚ୍ଚରେ ପରିବହନ ସୁବିଧା ହୋଇପାରିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାର ଜାତୀୟ ଜଳ ମାର୍ଗ ନୀତି-୨୦୧୬ କାର୍ଯ୍ୟକାରୀ କରିଛନ୍ତି। ଦେଶରେ ୧୧୧ଟି ଜଳପଥ ଚିହ୍ନଟ କରାଯାଇଥିବାବେଳେ ଓଡ଼ିଶାରେ ୬ଟି ଜଳପଥ…
ସନ୍ଦେହ ଘେରରେ ଜିଲା ପରିଷଦ ସଭ୍ୟଙ୍କ ମୃତ୍ୟୁ, ମିଳିଥିବା ମୋବାଇଲ୍ ଖୋଲିବ କି ଗୁମର
ଭୁବନେଶ୍ୱର,୨୪।୯: ପୁରୀ ୧୧ ନମ୍ବର ଜୋନ୍ ଜିଲା ପରିଷଦ ସଭ୍ୟଙ୍କ ଆତ୍ମହତ୍ୟା ସନ୍ଦେହ ଘେରରେ ରହିଛି । ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ପୋଷ୍ଟକୁ ନେଇ ଚର୍ଚ୍ଚା ହେଉଛି। ଜିଲା ପରିଷଦ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ମାମଲାରେ ଦିତ୍ୱୀୟ ଥର ଲାଗି…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୪ା୯(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୨୨,୫୦୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ହସ୍ପିଟାଲରୁ ଡିସ୍ଚାର୍ଜ ହେଲେ ବାବୁସାନ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ଓଲିଉଡ୍ ସୁପରଷ୍ଟାର ବାବୁସାନ ମହାନ୍ତି ଶନିବାର ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ସେ ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତେବେ ଡିସଚାର୍ଜ ପୂର୍ବରୁ ବାବୁସାନଙ୍କୁ ଭେଟିବାକୁ ତାଙ୍କ ସ୍ତ୍ରୀ…
ଭଡାଘରୁ ମିଳିଲା ମହିଳାଙ୍କ ମୃତଦେହ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜଧାନୀରେ ପୁଣି ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳେଶୀବିହାରସ୍ଥିତ ଭଡାଘରୁ ମହିଳାଙ୍କ ଝଲନ୍ତା ଅବସ୍ଥାରେ ମୃତଦେହ ମିଳିଛି। ସେ ହେଉଛନ୍ତି ପ୍ରିୟଙ୍କା ରାୟ ସାମନ୍ତ। ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।…
ରାଜ୍ୟରୁ ଚିହ୍ନଟ ହେଲେ ୨୨୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୦ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ…
୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନଡ୍ଡା
ଭୁବନେଶ୍ବର,୨୪ା୯(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ଓଡ଼ିଶା ଆଗମନ ନେଇ ଦଳୀୟ କାର୍ଯ୍ୟାଳୟ କିଛିଦିନ ହେଲା ଚଳଚଞ୍ଚଳ ହୋଇ ଉଠିଛି। ନଡ୍ଡାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଦଳର ଏବେ ଘନ ଘନ ବୈଠକ ଅନୁଷ୍ଠିତ ହେଉଛି। ତେବେ ଶୁକ୍ରବାର…
ମୋ ବସ୍ରୁ ଚୋରି କରୁଥିଲେ ବନ୍ଜାରା
ଭୁବନେଶ୍ୱର,୨୪।୯ (ବ୍ୟୁରୋ): ରାଜଧାନୀରେ ଚଳାଚଳ କରୁଥିବା ମୋ ବସ୍ରେ ଚୋରି କରୁଥିଲେ ବନ୍ଜାରା। ଭିଡ଼ ଭିତରେ ଆଖି ପିଛୁଳାକେ ଯାତ୍ରୀଙ୍କଠାରୁ ମୋବାଇଲ ଫୋନ୍, ଟଙ୍କା ଆଦି ସାମଗ୍ରୀ ଚୋରି କରି ଚମ୍ପଟ ମାରୁଥିଲେ। ଶେଷରେ ଏହି ବନ୍ଜାରା ଗ୍ୟାଙ୍ଗ୍ର ଦୁଇ ମୁଖ୍ୟଙ୍କୁ…
Archives


