ଦୁର୍ଗାପୂଜାରେ ବାଜା, ସାଉଣ୍ଡ୍, ଲାଇଟ, ଭସାଣ କଟକଣା
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଦୁର୍ଗାପୂଜା, ଭସାଣି ସମୟରେ ଉଚ୍ଚ ଶବ୍ଦ ଯୋଗୁ ଯେପରି ସ୍ମାର୍ଟସିଟିବାସୀଙ୍କ ସ୍ବାଭାବିକ ଜୀବନଯାତ୍ରା ପ୍ରଭାବିତ ନ ହେବ ଓ ସହରରେ ଟ୍ରାଫିକ୍ ଜାମ୍ ସ୍ଥିତି ନ ଉପୁଜିବ, ସେଥିପାଇଁ କମିଶନରେଟ ପୋଲିସ ଗୁରୁତ୍ୱ ଦେଇଛି। ଏନେଇ ଶୁକ୍ରବାର ଭୁବନେଶ୍ୱର…
ଓଡ଼ିଶା ହୋମ୍ସର ନିର୍ଦ୍ଦେଶକଙ୍କ ନାଁରେ ଲୁକ୍ଆଉଟ୍ ସର୍କୁଲାର୍
ଭୁବନେଶ୍ୱର ୨୪ା୯(ବ୍ୟୁରୋ): ଫ୍ଲାଟ୍ ଦେବା ଆଳରେ ଓଡ଼ିଶା ହୋମ୍ସ ଆଣ୍ଡ୍ କମର୍ସିଆଲ୍ ପ୍ରାଇଭେଟ୍ ଲିମିଟେଡ୍ ଏକାଧିକ ଲୋକଙ୍କଠାରୁ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ତଦନ୍ତକୁ ଜୋରଦାର କରିଛି। ଫେରାର ଥିବା ସଂସ୍ଥାର…
ସ୍ବାସ୍ଥ୍ୟକେନ୍ଦ୍ରରେ ଆଇନ ଶୃଙ୍ଖଳା ସ୍ଥିତି ବଜାୟ ରଖ
ଭୁବନେଶ୍ବର,୨୪ା୯(ବ୍ୟୁରୋ): ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ବିଶୃଙ୍ଖଳା, ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ରୋଗୀଙ୍କ ସମ୍ପର୍କୀୟ ନିର୍ଯାତନା ଓ ଶାରୀରିକ ଆଘାତ ଦେଉଥିବା ନେଇ ରାଜ୍ୟର ବିଭିନ୍ନ ସ୍ଥାନରୁ ଅଭିଯୋଗ ଆସୁଛି। ଗତ କିଛିଦିନ ମଧ୍ୟରେ ସମ୍ବଲପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନେ…
ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି କମିଛି
ଭୁବନେଶ୍ୱର,୨୪ା୯(ବ୍ୟୁରୋ): ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସମ୍ପତ୍ତି ତାଲିକାରେ ଉଲ୍ଲେଖ…
ବ୍ୟବସାୟ ସହ ଗ୍ରାହକଙ୍କୁ ମନୋରଞ୍ଜନ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ପ୍ରଦର୍ଶନୀ କିମ୍ବା ମେଳା ପଡ଼ିଲେ ବ୍ୟବସାୟର କଥା ଆସେ। କିଣାକିଣି ସହ ମେଳା ବୁଲାର ମଜା ନେଇଥାନ୍ତି ଲୋକେ। ଏବେ ଏସବୁ ଭିତରେ ଲୋକଙ୍କୁ ମନୋରଞ୍ଜନ ଯୋଗାଉଛି ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ୨୦୨୨। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ…
ସ୍ଲଟ୍ ମିଳୁନି, ଜରିମାନା ଭୟ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ନମ୍ବର ପ୍ଲେଟ୍ର ଶେଷ ଅଙ୍କ ୧, ୨,୩ ଓ ୪ ଥିବା ପୁରୁଣା ଗାଡ଼ିଗୁଡ଼ିକରେ ହାଇ୍ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ (ଏଚ୍ଏସ୍ଆର୍ପି) ଲଗାଇବା ଅବଧି ସେପ୍ଟେମ୍ବର ୩୦ରେ ଶେଷ ହେବ। ଏହାପରେ ଏଚ୍ଏସ୍ଆର୍ପି ଲାଗି ନ ଥିବା ଉକ୍ତ ବର୍ଗର…
ଭୁବନେଶ୍ବର ଫେରିବା ପରେ ପ୍ରତିକ୍ରିୟା ରଖିଲେ ହକି ଇଣ୍ଡିଆର ନବନିର୍ବାଚିତ ସଭାପତି
ଭୁବନେଶ୍ୱର,୨୪।୯(ବ୍ୟୁରୋ): ହକି ଇଣ୍ଡିଆର ନବନିର୍ବାଚିତ ସଭାପତି ଦିଲୀପ ତିର୍କୀ ଶନିବାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଆଗାମୀ ଦିନରେ ସାରା ଦେଶରେ ହକିର ବିକାଶ ମୋର ଲକ୍ଷ । ବିଶେଷକରି ତୃଣମୂଳ ସ୍ତରରେ କିପରି ହକିକୁ ପହଞ୍ଚାଯାଇ…
ସାର୍ବଜନୀନ ହେଲା ସମ୍ପତ୍ତି ତାଲିକା: ମୁଖ୍ୟମନ୍ତ୍ରୀଙ୍କ କମିଛି; ୪ ମନ୍ତ୍ରୀଙ୍କ ୪ ଚକିଆ ଯାନ ନାହିଁ
ଭୁବନେଶ୍ୱର,୨୩ା୯(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା । ଗତ ବର୍ଷ ତୁଳନାରେ ତାଙ୍କ…
କୁକୁଡ଼ା ଚାଷୀଙ୍କ ୧୦ ଦଫା ଦାବି: ନ ମାନିଲେ ଆନ୍ଦୋଳନ
ଫୁଲନଖରା,୨୩।୯(ଡି.ଏନ୍.ଏ): କଟକ ସଦର ଥାନା ଅଧୀନ କୋରକୋରାଠାରେ ସଦର ବ୍ଲକ କୁକୁଡ଼ା ଚାଷୀଙ୍କ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୁକ୍କୁଟ ମହାସଂଘ ଉପସଭାପତି ନାରାୟଣ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ କୁକ୍କୁଟ ମହାସଂଘର ସଭ୍ୟ ରାମଚନ୍ଦ୍ର…
ଓଡ଼ିଶାରେ ଭାଜପା ପ୍ରଭାରୀ ବଂଶଲ
ଭୁବନେଶ୍ବର,୨୩।୯(ବ୍ୟୁରୋ): ଭାଜପା ପ୍ରଭାରୀ ସୁନୀଲ ବଂଶଲ ଶୁକ୍ରବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ପ୍ରଭାରୀ ବଂଶଲଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବେ। ଏହାସହ ଦଳର ବିଧାୟକ, ଏମ୍ପି ଓ…
୫୦ ଦୋକାନ ଭାଙ୍ଗିଲା ବିଡିଏ
ଫୁଲନଖରା,୨୩।୯(ଡି.ଏନ.ଏ): ବିଏମ୍ସି ୪ ନମ୍ବର ୱାର୍ଡସ୍ଥିତ ନଖରା ମୌଜାର ଫୁଲନଖରା ଡିଷ୍ଟ୍ରିବୁଟାରୀ କେନାଲ ପାର୍ଶ୍ୱ ଜଳସମ୍ପଦ ବିଭାଗ ଅଧୀନରେ ଥିବା ଜାଗାରେ ବେଆଇନ ଭାବେ ଗଢି ଉଠିଥିବା ଦୋକାନଗୁଡ଼ିକ ବିଡିଏ ପକ୍ଷରୁ ଶୁକ୍ରବାର ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପ୍ରକିୟାରେ ବିଡିଏ ଏନଫୋର୍ସମେଣ୍ଟ…
ଉପକୂଳରେ ମେଘୁଆ ପାଗ: କିଛି ସ୍ଥାନରେ ଲାଗିରହିଛି ବର୍ଷା
ଭୁବନେଶ୍ୱର,୨୩।୯(ବ୍ୟୁରୋ): ସମୁଦ୍ର ପତ୍ତନ ଠାରୁ ୧.୫ ରୁ ୪.୫ କିମି ଉଚ୍ଚତା ମଧ୍ୟରେ ବାୟୁମଣ୍ଡଳରେ ଏକ ନିମ୍ନଚାପ ରେଖା ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରୁ ବାହାରି ଉତ୍ତର-ଓଡିଶା, ଉତ୍ତର-ଛତିଶଗଡ ଏବଂ ପୂର୍ବ-ମଧ୍ୟପ୍ରଦେଶ ଦେଇ ଉତ୍ତରପଶ୍ଚିମ-ମଧ୍ୟପ୍ରଦେଶ ଯାଏ ଲମ୍ବିଛି। ଏହାର ପ୍ରଭାବରେ ଉପକୂଳ ଓଡିଶା…
Archives


