୭ରୁ ଜେଇଇ ଆଡ୍ଭାନ୍ସଡ ଆବେଦନ, ସେପ୍ଟମ୍ବର ୧୧ରେ ରେଜଲ୍ଟ
ଭୁବନେଶ୍ୱର, ୨।୮(ବ୍ୟୁରୋ) – ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ(ଆଡ୍ଭାନ୍ସଡ) ୨୦୨୨ ଚଳିତ ମାସ ୨୮ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତା ୭ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ୭ ତାରିଖ ପୂର୍ବାହ୍ନ ୧୦ଟାରୁ ୧୧ ତାରିଖ...
ପ୍ରହଲ୍ଲାଦ ମୀନା ହେଲେ ବୌଦ୍ଧ ଏସ୍ପି, ପ୍ରମୋଦ ରଥ ଦେବଗଡ଼ ଏସ୍ପି
ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍ ଏବଂ ବରିଷ୍ଠ ଓପିଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୨୦୧୭ ବ୍ୟାଚ୍ ଆଇପିଏସ୍ ଅଫିସର ପ୍ରହଲ୍ଲାଦ ସହାଏ ମୀନାଙ୍କୁ...
କାଷ୍ଟିଂ କାଉଚ ମାମଲା: ପପୁ ପମ୍ପମ୍ଙ୍କୁ କ୍ଲିନଚିଟ୍
ଭୁବନେଶ୍ୱର,୨।୮(ବ୍ୟୁରୋ): ହାଇକୋର୍ଟ ଅଭିନେତା ପପୁପମ୍ପମଙ୍କୁ କାଷ୍ଟିଂ କାଉଚ ମାମଲାରେ କ୍ଲିନଚିଟ ପ୍ରଦାନ କରିଛନ୍ତି। । ୨୦୧୬ରେ ଜଣେ ନାବାଳିକା ପପୁଙ୍କ ନାଁରେ କାଷ୍ଟିଂ କାଉଚ ଅଭିଯୋଗ କରିଥିଲେ। ପପୁଙ୍କ ସହଯୋଗୀ ଗିଟୁ ମଧ୍ୟ ନିର୍ଦ୍ଦେଷ ପ୍ରମାଣିତ ହୋଇଛନ୍ତି। ତେବେ କ୍ୟାରିୟରେ...
ରାଜ୍ୟର ୯ ସହରରେ ତାପମାତ୍ରା ୩୫ ଡ଼ିଗ୍ରୀରୁ ଅଧିକ
ଭୁବନେଶ୍ୱର,୨।୮(ବ୍ୟୁରୋ): ମୌସୁମୀ ଦୁର୍ବଳ ହେବା ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି। ଅନେକ ଜିଲାରେ ଦିନ ତାପମାତ୍ରା ସ୍ବାଭାବିକ ତାପମାତ୍ରା ଠାରୁ ୩ ରୁ ୪ ଡ଼ିଗ୍ରୀ ଯାଏ ଅଧିକ ରହିବାର ସମ୍ଭାବନା ରହିଛି। ଅନ୍ୟପଟେ, ରାଜ୍ୟର ୯ ସହରରେ...
ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୦କୁ ବୃଦ୍ଧି...
ରାଷ୍ଟ୍ରପତିଙ୍କୁ ଭେଟିବାକୁ ଆଜି ଦିଲ୍ଲୀ ଯିବେ ୨୬ ବିଧାୟକ
ଭୁବନେଶ୍ୱର,୨।୮(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ମଙ୍ଗଳବାର ଓଡ଼ିଶାର ୨୬ ବିଧାୟକ ଦିଲ୍ଲୀ ଯିବେ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୬ ବିଧାୟକ ଆଜି ଦିଲ୍ଲୀ ଗସ୍ତରେ ଯାଇ ବୁଧବାର ରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବିଧାୟକଙ୍କ...
ଆଜି ରାଜ୍ୟରେ ୭୪୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୨।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଥମୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୩୩ ଚିହ୍ନଟ...
ରାଜ୍ୟରେ ମୁଣ୍ଡ ପିଛା ଋଣ ୨୨,୦୪୨ଟଙ୍କା
ଭୁବନେଶ୍ବର, ୨ା୮(ବ୍ୟୁରୋ): ଓଡିଶାର ଏ.ଜି(ମହାଲେଖାକାର)ଙ୍କ ତଥ୍ୟ ଅନୁଯାୟୀ ୨୦୨୧-୨୨ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟ ସରକାରଙ୍କ ମୋଟ ଋଣ ଭାର୯୭,୭୦୨.୦୩ କୋଟି ଟଙ୍କା ରହିଛି। ଚଳିତ ବର୍ଷ ଅର୍ଥାତ୍ ୨୦୨୨-୨୩ରେ ରାଜ୍ୟ ସରକାର ୨୫,୫୮୯ କୋଟି ଟଙ୍କାର ଋଣ ଆହରଣ...
ବଢୁଛି କର୍କଟ ରୋଗୀ, ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, ୨ା୮(ବ୍ୟୁରୋ): କର୍କଟ ରୋଗ ଏବେ ରାଜ୍ୟରେ ବଢ଼ିଚାଲିଛି। ଗତ ୩ ବର୍ଷର ସରକାରୀ ରିପୋର୍ଟ ଉପରେ ନଜର ପକାଇଲେ ଏକଥା ସ୍ପଷ୍ଟ ହୋଇଛି। ତେବେ କର୍କଟ ଭଳି ରୋଗକୁ ହ୍ରାସ କରିବା ପାଇଁ ସରକାର ରାଜ୍ୟରେ ପଦକ୍ଷେପ ନେବାରେ...
ନଦୀ ପାଇଁ ଚିନ୍ତା ନାହିଁ
ଭୁବନେଶ୍ବର, ୨ା୮(ବ୍ୟୁରୋ): ନଦୀଗୁଡ଼ିକ ଉପରେ ମାନବ ସଭ୍ୟତା ସର୍ବଦା ନିର୍ଭରଶୀଳ। ଓଡ଼ିଶାର ପ୍ରାୟ ସାଢ଼େ ୪ କୋଟି ଲୋକ ତାଙ୍କ ଦୈନନ୍ଦିନ ଜୀବନରେ ନଦୀ ଉପରେ ନିର୍ଭର କରିବା ସହ କୃଷି, ପଶୁପାଳନ ପାଇଁ ମଧ୍ୟ ସର୍ବଦା ନିର୍ଭର କରିଥାଆନ୍ତି।...
ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ
ଭୁବନେଶ୍ବର, ୨ା୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକପ୍ରତିନିଧି ଆଇନ ୧୯୫୦/୧୯୫୧ର ପରିବର୍ତ୍ତନ କରାଯାଇ ଭୋଟର ତାଲିକାରେ କେତେଗୁଡ଼ିଏ ସଂଶୋଧନ କରାଯାଇଛି। ଏହା ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ...
ମାର୍କେଟ ବିଲ୍ଡିଂ ଖୋଲିବା ବାଟ ଫିଟୁନି
ଭୁବନେଶ୍ୱର, ୨।୮ (ବ୍ୟୁରୋ):ମାର୍କେଟ ବିଲ୍ଡିଂରେ କିଏ ବସିବ, କିଏ ଉଠିବ ତାକୁ ନେଇ ଚାଲିଛି ଟଣାଓଟରା। ସ୍ଥାୟୀ ଦୋକାନୀ ଓ ଉଠା ଦୋକାନୀ ମଧ୍ୟରେ ବିବାଦ ଯୋଗୁ ରବିବାରଠାରୁ ମାର୍କେଟ ବିଲ୍ଡିଂ ବନ୍ଦ ରହିଥିବାବେଳେ ସମସ୍ୟା ସମାଧାନର ରାସ୍ତା ବାହାରିପାରୁନାହିଁ।...
Archives


