ମେଟ୍ରୋ

ରାଜଧାନୀରେ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରେ ବିଷ ପିଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଭରତପୁର ଥାନା ଫୁଲେଶ୍ବରୀ ବସ୍ତିରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତଦେହ ଜବତ କର ପୋଲିସ ଏମ୍ସ ହସ୍ପିଟାଲ ପଠାଇଛି। ମୃତ ପୁରୁଷଙ୍କ ଘର ନୟାଗଡ଼ରେ ହୋଇଥିବା…

ଡେଙ୍ଗୁରେ କୌଣସି ଲୋକଙ୍କ ମୃତ୍ୟୁ ହୋଇନାହିଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଛି। ଏ ନେଇ ବୁଧବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ତାଙ୍କର ପ୍ରତିକ୍ରିୟା ଦେଇ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୭୮୮ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତ। ୨୭ ହଜାର ୭୫୯ ସାମ୍ପୁଲ ଟେଷ୍ଟ…

କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୯୯ ଆକ୍ରାନ୍ତ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୧୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୮୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି…

ସିବିଆଇ, ଇଡି ଓଡ଼ିଶା ଆସିବା ଆବଶ୍ୟକ: ଜୟନାରାୟଣ

ଭୁବନେଶ୍ବର,୨୧ା୯(ବ୍ୟୁରୋ): ସିବିଆଇ ଓ ଇଡି ଓଡ଼ିଶା ଆସିବାର ଆବଶ୍ୟକତା ନିଶ୍ଚିତ ରହିଛି। କାରଣ ଓଡ଼ିଶାରେ ଦୁର୍ନୀତି ଚରମସୀମାରେ ପହଞ୍ଚିଯାଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ଦିଲ୍ଲୀରୁ ଫେରିବା ପରେ ବିରୋଧୀ ଦଳ…

ଆଇଏଫ୍‌ଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଧିକାରୀସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟସରକାର। ୧୯୯୪ ବ୍ୟାଚ୍‌ ଆଇଏଫ୍‌ଏସ୍‌ କେ.ମୁରୁଗେସନଙ୍କୁ ରାଜ୍ୟ ପରିବେଶ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି । ତେବେ ପୂର୍ବରୁ ପରିବେଶ ନିର୍ଦ୍ଦେଶକ ଥିବା ଆଇଏଫ୍‌ଏସ୍‌ ସୁଶାନ୍ତ ନନ୍ଦଙ୍କୁ ପିସିସିଏଫ(ନୋଡାଲ)କୁ ବଦଳି କରାଯାଇଛି। ସେ…

୨୪ଘଣ୍ଟା ପରେ କମିବ ଲଘୁଚାପ ପ୍ରଭାବ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ସ୍ଥଳ ଭାଗ ମୁହାଁ ଲଘୁଚାପ। ଏହାର ପ୍ରଭାବରେ ବୁଧବାର ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ୨୪ଘଣ୍ଟା…

ପୁଅକୁ କିଡ୍‌ନୀ ଦେଲେ ବାପା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି ଏମ୍ସ ଭୁବନେଶ୍ୱର। ଏମ୍ସରେ ପ୍ରଥମ କିଡ୍‌ନୀ ପ୍ରତିରୋପଣ ସଫଳ ହୋଇଛି। ପିତା ଓ ପୁତ୍ରଙ୍କ ମଧ୍ୟରେ ଏହି କିଡ୍‌ନୀ ପ୍ରତିରୋପଣ ହୋଇଥିଲା। ଅସୁସ୍ଥ ପୁଅକୁ ପିତା ନିଜ କିଡ୍‌ନୀ ଦାନ…

୩୫୪୦ ମାମଲାରୁ ୨୧୮୨ ସମାଧାନ

ଭୁବନେଶ୍ୱର ୨୧।୯ (ବ୍ୟୁରୋ): କମିଶନରେଟ ପୋଲିସ ଓ ମହିଳା ସ୍ବେଚ୍ଛାସେବୀ ଅନୁଷ୍ଠାନ ଇନଷ୍ଟିଚ୍ୟୁଟ୍‌ ଫର୍‌ ସୋସିଆଲ୍‌ ଡେଭେଲପ୍‌ମେଣ୍ଟ (ଆଇ.ଏସ୍‌.ଡି.)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ମହିଳା ସହଯୋଗ କେନ୍ଦ୍ର ‘ମାଧ୍ୟମ’କୁ ୮ ବର୍ଷ ପୂରିଛି। ୨୦୧୪ ସେପ୍ଚେମ୍ବର ୪ରୁ ଭୁବନେଶ୍ୱର ଡିସିପି…

ସାଲିଆସାହି ଦେଶୀମଦ ଭାଟି ଭାଙ୍ଗିଲା

ଭୁବନେଶ୍ୱର, ୨୧।୯(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ସାଲିଆସାହି ଦେଶୀମଦ ପ୍ରସ୍ତୁତିର ପେଣ୍ଠସ୍ଥଳୀ ପାଲଟିଛି। ବିଭିନ୍ନ ସମୟରେ ଅବକାରୀ ଟିମ୍‌ ଓ କମିଶନରେଟ ପୋଲିସ ପକ୍ଷରୁ ସେଠାରେ ଚଢ଼ାଉ କରାଯାଇ ବହୁ ପରିମାଣର ଦେଶୀମଦ ଜବତ କରାଯାଉଛି। ଭାଟି ଭଙ୍ଗାଯିବା ସହ ବିପୁଳ…

ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ଯୋଗୁ ସମ୍ଭବ: ଅଶୋକ ପଣ୍ଡା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଭୁବନେଶ୍ୱର ଏକାମ୍ର ପ୍ରକଳ୍ପ ଏବଂ କୋଣାର୍କ ପ୍ରକଳ୍ପ ପାଇଁ ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ (ଏନ୍‌ଏମ୍‌ଏ) ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି) ଦେଇଛନ୍ତି। କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ରାଜ୍ୟ ସଂସ୍କୃତି ବିଭାଗକୁ…

ଡମଣାରେ ‘ପଶ୍ଚିମବଙ୍ଗର ରୟାଲ ପ୍ୟାଲେସ’

ଭୁବନେଶ୍ୱର,୨୧।୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଚାରିଆଡେ ଖୁସିର ମାହୋଲ। ଦୁଇ ବର୍ଷ ପରେ ଭକ୍ତମାନେ ଦର୍ଶନ କରିବେ ମା’ ଦଶଭୁଜାଙ୍କୁ। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଦୌଡ଼ରୁ ବାଦ୍‌ପଡ଼ିନି ଡମଣା…

ପ୍ରଦୂଷଣ ମୁକ୍ତ ପୂଜା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଆଗକୁ ଆସୁଛି ପାର୍ବଣ ଋତୁ। କରୋନା ସଂକ୍ରମଣ ହ୍ରାସ ପରେ ପ୍ରଥମ ଥର ଲାଗି ବିଭିନ୍ନ ମଣ୍ଡପରେ ପୂଜାର ଆୟୋଜନ କରାଯାଉଛି । ଦୁର୍ଗାପୂଜା, କାଳୀପୂଜା ଆଦି ଅନ୍ୟାନ୍ୟ ପୂଜାରେ ଯେପରି କୌଣସି ପ୍ରଦୂଷଣ ନ ହେବ ସେଥିପ୍ରତି ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri