ମେଟ୍ରୋ

ପୁଣି ରାସ୍ତାକୁ ଓହ୍ଲାଇଲେ ଅଧ୍ୟାପକ, କର୍ମଚାରୀ

ଭୁବନେଶ୍ୱର, ୧୯।୯ (ବ୍ୟୁରୋ):ପୁଣି ରାସ୍ତାକୁ ଓହ୍ଲାଇଛି ନିଖିଳ ଓଡ଼ିଶା ୬୬୨ (+୨ ଓ +୩) ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ। ପ୍ରସ୍ତାବିତ ତ୍ରୁଟିପୂର୍ଣ୍ଣ ଗ୍ରେଡ୍‌ ପେ’ ସଂଶୋଧନ ଓ ସମାନ କାମକୁ ସମାନ ଦରମା ବ୍ୟବସ୍ଥା ଦାବି କରି ରବିବାର ଲୋୟର…

ସାଇବର ଠକଙ୍କ ହାତରେ ୟୁପିଆଇ

ଭୁବନେଶ୍ୱର ୧୯।୯ (ବ୍ୟୁରୋ):ଆପଣଙ୍କ ଅଜାଣତରେ ବ୍ୟାଙ୍କ ଆକାଉଣ୍ଟରୁ ଉଭାନ ହୋଇଯାଇପାରେ ଟଙ୍କା। କାରଣ ସାଇବର ଠକଙ୍କ ହାତକୁ ଚାଲିଯାଇପାରେ ଟଙ୍କା ଟ୍ରାନ୍ସଫର ପାଇଁ ବ୍ୟବହୃତ ହେଉଥିବା ୟୁପିଆଇ ନମ୍ବର। ଏପରି ଭାବେ ଭୁବନେଶ୍ୱରରେ ଜଣେ ରାଜମିସ୍ତ୍ରୀଙ୍କ ଆକାଉଣ୍ଟ୍‌ରୁ ୟୁପିଆଇ ମାଧ୍ୟମରେ ସାଇବର…

ଶୋଭାପାଇବ ଲୋଧିଫୋର୍ଟ

ପୁରୁଣା ଭୁବନେଶ୍ୱର, ୧୯ା୯(ଡି.ଏନ୍‌.ଏ.):ଆଉ ଦିନ କେଇଟା ପରେ ଦୁର୍ଗାପୂଜା। ଏଥିପାଇଁ ଚଳଚଞ୍ଚଳ ରାଜଧାନୀ। ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଗଲାଣି। ମା’ଙ୍କ ପାଇଁ ସୁଦୃଶ୍ୟ ମଣ୍ଡପ ଓ ତୋରଣ କରି ଆଗରେ ରହିବାକୁ ବିଭିନ୍ନ କମିଟି ପକ୍ଷରୁ ଚାଲିଛି…

ଲଳିଥା ପ୍ୟାଲେସ୍‌ରେ ବିରାଜିବେ ମା’

ଭୁବନେଶ୍ୱର,୧୯।୯(ବ୍ୟୁରୋ):ପାଖେଇ ଆସିଲାଣି ଦୁୁର୍ଗାପୂଜା। ବିରାଜମାନ କରିବେ ମା’। ଏବେ ରାଜଧାନୀ ଉତ୍ସବମୁଖର। ଦୀର୍ଘ ୨ବର୍ଷ ପରେ ବଡ଼ ଧୁମଧାମରେ ପାଳନ ହେବ ଦୁର୍ଗାପୂଜା। ଏଥିପାଇଁ ବମିଖାଲ ଦୁର୍ଗା ମଣ୍ଡପ ବେଶ୍‌ ସଜେଇ ହେଲାଣି। ଚଳିତବର୍ଷ ମହୀଶୂରର ଲଳିଥା ମହଲ ପ୍ୟାଲେସ୍‌ରେ ମନ…

ପଛୁଆ, ଏସ୍‌ସି/ଏସ୍‌ଟି ପିଲା ସାମ୍ବିଧାନିକ ଅଧିକାରରୁ ବଞ୍ଚିତ

ଭୁବନେଶ୍ବର,୧୯ା୯(ବ୍ୟୁରୋ):ରାଜ୍ୟରେ ଉଚ୍ଚଶିକ୍ଷାରେ ଆସନ ସଂରକ୍ଷଣ ବିଷୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଚିଠି ଲେଖିଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟର ମୋଟ ଜନସଂଖ୍ୟାର ୬ ପ୍ରତିଶତ ହେଉଛନ୍ତି ସାଧାରଣବର୍ଗ। ରାଜ୍ୟ…

ରତ୍ନଭଣ୍ଡାର ଖୋଲିବାରେ ବିଳମ୍ବ କରିବା ଅଫିସରଙ୍କ ଅହଂକାର: ବିଜୟ

ଭୁବନେଶ୍ବର,୧୯ା୯(ବ୍ୟୁରୋ):ରତ୍ନଭଣ୍ଡାର ଖୋଲିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପଦକ୍ଷେପ ନେଉଥିବା ଓଡ଼ିଶା ହାଇକୋର୍ଟର ଆମିକସ୍‌କ୍ୟୁରି ଏନ୍‌.କେ. ମହାନ୍ତିଙ୍କ ମତ ପ୍ରକାଶ ପରେ ବିରୋଧୀ ଦଳ ନେତାଙ୍କ ପକ୍ଷରୁ ତୁରନ୍ତ ରତ୍ନଭଣ୍ଡାର ଖୋଲିବା ଦାବି ଜୋର ହୋଇଛି। ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର…

୨୦ ବିଜେତାଙ୍କୁ ସ୍ବର୍ଣ୍ଣ, ୪୧ ଜଣଙ୍କୁ ରୌପ୍ୟ ମୁଦ୍ରା

ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଭଉଣୀ ଭାଇର ସମ୍ପର୍କ ଅବର୍ଣ୍ଣନୀୟ। ଏହି ବନ୍ଧନ ସର୍ବଦା ଅତୁଟ। ନିଜର ନ ହୋଇ ମଧ୍ୟ ପ୍ରତ୍ୟେକ ଝିଅଙ୍କୁ ନିଜ ଭଉଣୀ ଭଳି ସ୍ନେହ ଦେଇପାରିଲେ ଦେଶରେ ଏକ ସୁନ୍ଦର ସମାଜ ସୃଷ୍ଟି ହୋଇପାରିବ। ରାଖୀ ବାନ୍ଧୁଥିବା ଝିଅକୁ ସମ୍ମାନ,…

୨୦ରେ ଲଘୁଚାପ, ଆଜିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୯।୯(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୦ ତାରିଖରେ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରବିବାର ଢେଙ୍କାନାଳରେ ୨୨ମିମି…

କିଟ୍‌ର ୬ ଇଞ୍ଜିନିୟରିଂ ପାଠ୍ୟକ୍ରମକୁ ଆବେଟ୍‌ର ସ୍ବୀକୃତି

ଭୁବନେଶ୍ୱର, ୧୯।୯(ବ୍ୟୁରୋ):କିଟ୍‌ ବିଶ୍ୱବିଦ୍ୟାଳୟରେ ଇିଞ୍ଜିନିୟରିଂର ୬ଟି ପାଠ୍ୟକ୍ରମକୁ ଆମେରିକାର ପ୍ରତିଷ୍ଠିତ ଆକ୍ରିଡିଟେଶନ ବୋର୍ଡ ଫର୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(ଆବେଟ୍‌)ର ସ୍ବୀକୃତି ମିଳିଛି। ଗୋଟିଏ ଅନୁଷ୍ଠାନର ୬ଟି ପାଠ୍ୟକ୍ରମକୁ ଆବେଟ୍‌ ମାନ୍ୟତା ମିଳିବା କ୍ଷେତ୍ରରେ କିଟ୍‌ ବିଶ୍ୱବିଦ୍ୟାଳୟ ହେଉଛି ଦେଶର ପ୍ରଥମ। ଆବେଟ୍‌…

ଲିଙ୍ଗ ନିରୂପଣ ସୂଚନାକାରୀଙ୍କୁ ମିଳିବ ୨୫ ହଜାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ):ରାଜ୍ୟରେ ଲିଙ୍ଗ ନିରୂପଣ ଓ କନ୍ୟାଭ୍ରୂଣ ହତ୍ୟା ରୋକିବା ଲାଗି ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ଥିବା କ୍ଲିନିକ ସମ୍ପର୍କରେ ସୂଚନା ଦେଲେ ସୂଚନାକାରୀଙ୍କୁ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି। ୩ଟି କିସ୍ତିରେ…

ନକଲି ଔଷଧ ବିକିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯।୯ (ବ୍ୟୁରୋ):ନକଲି ଔଷଧ ବିକ୍ରି କରୁଥିଲେ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଏନେଇ ରବିବାର ଓଡ଼ିଶା ପୋଲିସ ଟୁଇଟ୍‌ ମାଧ୍ୟମରେ ଔଷଧ ବିକ୍ରେତାଙ୍କୁ ସତର୍କ କରାଇଛି। ଉକ୍ତ ଟୁଇଟ୍‌ରେ ଉଲ୍ଲେଖ କରାଯାଇଛି ଯେ, ଔଷଧ ସଞ୍ଜୀବନୀ ସଦୃଶ। ଏହା ମଣିଷକୁ…

ବ୍ୟବସ୍ଥାରେ ଉନ୍ନତି ଆଣିବ ନୂତନ ଜଳନୀତି

ଭୁବନେଶ୍ବର,୧୯ା୯(ବ୍ୟୁରୋ):ରାଜ୍ୟରେ ନୂତନ ଜଳ ନୀତି ପ୍ରଣୟନ ସମ୍ପର୍କିତ ଆନ୍ତଃବିଭାଗୀୟ ବୈଠକ ରବିବାର ରାଜ୍ୟ ଜଳସମ୍ପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କୁ ମୁଖ୍ୟଯନ୍ତ୍ରୀ ଆଗାମୀ ଦିନରେ କାର୍ଯ୍ୟକାରୀ ହେବାକୁ ଥିବା ପ୍ରସ୍ତାବିତ ନୂତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri