ମେଟ୍ରୋ

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳୁ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଏହାକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏନେଇ ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶକଙ୍କୁ ଚିଠି ଲେଖି ଏହି ପ୍ରସଙ୍ଗରେ ବ୍ୟକ୍ତିଗତ ହସ୍ତକ୍ଷେପ...

୬୨୭ ସଂସ୍ଥାର ଜଳକର ବକେୟା ୩୯୩୬.୮୬ କୋଟି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ, ଦ୍ରୁତ ଶିଳ୍ପାୟନ ଓ ସହରୀକରଣ କାରଣରୁ ରାଜ୍ୟର ଅଧିକାଂଶ ନଦୀରେ ଜଳ ପ୍ରବାହ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ ଉତ୍କଟ ପାନୀୟ ଜଳ ସଙ୍କଟ ସୃଷ୍ଟି ହେବା ନେଇ ପରିବେଶବିତ୍‌ ଚେତାବନୀ ଦେଲେଣି।...

ଆଲୋକୀକରଣ ହେଲା ମଣିକର୍ଣ୍ଣିକା ପୁଷ୍କରିଣୀ

ପୁରୁଣା ଭୁବନେଶ୍ୱର, ୨୮ା୧୧(ଡି.ଏନ୍‌.ଏ.): କପିଳେଶ୍ୱର ମନ୍ଦିର ପରିସରରେ ରହିଥିବା ଐତିହ୍ୟ ମଣିକର୍ଣ୍ଣିକା ପୁଷ୍କରିଣୀକୁ ଶୁକ୍ରବାର ଆଲୋକୀକରଣ କରାଯାଇଛି। ସନ୍ଧ୍ୟାରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହାକୁ ଉଦ୍‌ଘାଟନ କରିଥିଲେ। ଟୁରିଜମ ବିଭାଗ ପକ୍ଷରୁ ୧୧ଲକ୍ଷ ଟଙ୍କା...

ସୌମ୍ୟ କହିଲେ ଛୋଟ ଘଟଣା, ଲେଖାଶ୍ରୀ ପଚାରିଲେ ବଡ଼ କ’ଣ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ବିଜେଡି ଉପସଭାପତି ତଥା ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ନାବାଳିକା ପରୀ ହତ୍ୟାକାଣ୍ଡକୁ ଏକ ଛୋଟ ଘଟଣା ବୋଲି ମତ ଦେଇଛନ୍ତି। ଏହାକୁ ନେଇ ଭାଜପା ସୌମ୍ୟଙ୍କୁ କଡ଼ା ସମାଲୋଚନା କରିଛି। ନୟାଗଡ଼ ଜିଲାର ୫ ବର୍ଷର ଝିଅ...

ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର...

୫ବର୍ଷର ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ଘୋଷଣା

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ୫ବର୍ଷ ପାଇଁ ଘୋଷଣା କରାଯାଇଛି। ଏହାସହ ଏକାଡେମୀ ତରଫରୁ ସମ୍ବର୍ଦ୍ଧିତ ହେବାକୁ ଥିବା ଶିଳ୍ପୀଙ୍କ...

ବିଧାନସଭା ଆଗରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା...

ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର...

ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ କଲେଜ ଖୋଲିବ। ଏ ନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କରୋନା ଗାଇଡଲାଇନ...

ରାଜ୍ୟରେ ସୁସ୍ଥ ହେଲେ ୯୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୬୫, କଟକରୁ ୬୩, ମୟୂରଭଞ୍ଜରୁ ୫୬, ସୁନ୍ଦରଗଡରୁ ୫୪, ଝାରସୁଗୁଡାରୁ ୫୧, କେନ୍ଦୁଝରରୁ ୫୧, ବାଲେଶ୍ୱରରୁ...

ଭୁବନେଶ୍ୱରରୁ ଆଜି ୩୮ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୭

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ବିଧାନସଭା ସମ୍ମୁଖରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ)-କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା ଘଟିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri