ମେଟ୍ରୋ

୨୪ରୁ କମିବ ଥଣ୍ଡା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ଉତ୍ତର-ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟରେ ଗତ କିଛିଦିନ ହେବ ପାରଦ ତଳମୁହାଁ ରହିଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହିଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ…

୨୦୨୩ ଡିସେମ୍ବରରେ ଏଡୁଫେଷ୍ଟ

ଭୁବନେଶ୍ୱର, ୨୧ା୧୨ (ବ୍ୟୁରୋ): ଆସନ୍ତା ୨୦୨୩ ଡିସେମ୍ବରରେ ଏଡୁଫେଷ୍ଟ ଆୟୋଜିତ ହେବ। ଡିସେମ୍ବର ୧ରୁ ୩ ଯାଏ ଭୁବନେଶ୍ୱରରେ ଏହା ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଏଥିରେ କନ୍‌ଫରେନ୍ସ, ଏଗ୍‌ଜିବିଶନ୍‌ ଓ ଇଭେଣ୍ଟସ କର୍ନର ହେବ। ସେଥିରେ ପ୍ରାଥମିକ ଶିକ୍ଷା, ଉଚ୍ଚଶିକ୍ଷା,…

ହକି ପାଇଁ ୨୨ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀରେ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏହାକୁ କିଭଳି ସୁରୁଖୁରୁରେ ସମ୍ପାଦନ କରାଯିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଆସନ୍ତା ୨୨ ତାରିଖ ଅପରାହ୍ନ ୫ଟାରେ ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ…

ରାଜ୍ୟ ସରକାରଙ୍କୁ ଏନ୍‌ଜିଟି ନୋଟିସ

ଭୁବନେଶ୍ୱର, ୨୧।୧୨(ବ୍ୟୁରୋ): ହାତୀ କରିଡର (ହାତୀ ଚଲାପଥ) ପ୍ରସଙ୍ଗ ନେଇ ପୁଣି ରାଜ୍ୟ ସରକାରଙ୍କୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ନୋଟିସ ଜାରି କରିଛନ୍ତି। ମଙ୍ଗଳବାର ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏନ୍‌ଜିଟି କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ହାତୀ କରିଡର…

୨୪ରୁ ଶୀତ କମିବ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ଉତ୍ତର-ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟରେ ଗତ କିଛିଦିନ ହେବ ପାରଦ ତଳମୁହାଁ ରହିଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହିଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ…

ଆସନ୍ତା ୨୩ରେ ମହାଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷୟତ୍ରୀଶିକ୍ଷକ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଦୁଇ ଦଫା ଦାବି ନେଇ ନୂତନ ପେନ୍‌ସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ ସଂଘ ୯ ଦିନ ଧରି ଆନ୍ଦୋଳନ ଚଳାଇଛନ୍ତି। ହେଲେ ରାଜ୍ୟ ସରକାର ସେମାନଙ୍କ ଦାବି ପ୍ରତି କର୍ଣ୍ଣପାତ କରୁନାହାନ୍ତି। ଫଳରେ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି।…

ଗୋବିନ୍ଦ ସାହୁ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ। ଡିଏସ୍‌ପି ବିଜୟ ମଲ୍ଲିକଙ୍କ ନେତୃତ୍ୱରେ ୧୦ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ଗଠନ…

ଭିଜିଲାନ୍ସ ଜାଲରେ ଡେପୁଟି ମ୍ୟାନେଜର: ପୈତୃକ ଘର ସମେତ ୭ ସ୍ଥାନରେ ଚଢାଉ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଇଡିକଲ୍‌ ଅମ୍ପାଭାଲି ଲାଇମ ଷ୍ଟୋନ ମାଇନ୍ସର ଡେପୁଟି ମ୍ୟାନେଜର ଗୟା ସାନ୍ତରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ତାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଭୁବନେଶ୍ୱର, କୋରାପୁଟ, ରାୟଗଡା, ନୟାଗଡ ସମେତ…

ଲୀଳାନ୍ଦ୍ରି ‘ମିସେସ୍‌’, ଆହିଲ ‘ମିଷ୍ଟର ଭୁବନେଶ୍ୱର’

ଭୁବନେଶ୍ୱର, ୨୦।୧୨ (ବ୍ୟୁରୋ):ମୁଡ୍‌ଲିଫ୍ଟ ଫ୍ୟାଶନ ପକ୍ଷରୁ ମିଷ୍ଟର, ମିସେସ୍‌, ମିସ୍‌, ଶିଶୁ ଓ ଚାଲିବା ଆରମ୍ଭ କରିଥିବା ଛୋଟ ଶିଶୁ (ଟୋଡଲର୍ସ)ଙ୍କୁ ନେଇ ବିଭିନ୍ନ ବିଭାଗରେ ଫ୍ୟାଶନ ପ୍ରତିଯୋଗିତାର ଚୂଡାନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗୋପବନ୍ଧୁ ସ୍ମୃତି ସଂସଦଠାରେ ଆୟୋଜିତ ଏହି…

ହକି ପାଇଁ ମାଟିରେ ମିଶୁଛି ଭାତହାଣ୍ଡି

ଭୁବନେଶ୍ୱର, ୨୦।୧୨ (ବ୍ୟୁରୋ):ଜାନୁୟାରୀ ମାସରେ ହକି ବିଶ୍ୱକପ୍‌ ଦେଖିବ ସମଗ୍ର ବିଶ୍ୱ। ରାଜଧାନୀ ଭୁବନେଶ୍ୱର ଏବଂ ରାଉରକେଲାରେ ଖେଳ ଅନୁଷ୍ଠିତ ହେବ। ହକି ଦେଖିବାକୁ ବିଭିନ୍ନ ଦେଶବିଦେଶରୁ ପ୍ରଶଂସକଙ୍କ ସହ ଖେଳାଳିଙ୍କ ସୁଅ ଛୁଟିବ। ତେଣୁ ଅତିଥିମାନଙ୍କୁ ସ୍ବାଗତ କରିବା ପାଇଁ…

ଆଉ ମିଳିଲାନି ରିମାଣ୍ଡ, ଜେଲ ଗଲେ ଅର୍ଚ୍ଚନା

ଭୁବନେଶ୍ୱର,୨୦।୧୨ (ବ୍ୟୁରୋ):ଦୀର୍ଘ ଦିନର ଜେରା, ଚଢ଼ାଉ ସହ ଥାନା ଓ ଫୋରେନ୍‌ସିକ୍‌ ଲାବ୍‌ରୁ ଦସ୍ତାବିଜ ପାଇବା ସତ୍ତ୍ୱେ ଏଯାଏ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳା ସାମ୍ରାଜ୍ୟର କାଣିଚାଏ ଗୁମର ଖୋଲିପାରି ନାହିଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ମାତ୍ର କିଛି ଲକ୍ଷ ଟଙ୍କାର ବେଆଇନ…

୧୦ ଡିଗ୍ରୀ ତଳେ ୬ ସହର

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ତଳକୁ ଖସି ଯାଇଛି। ରାଜ୍ୟର ୬ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଉତ୍ତର ପୂର୍ବ ଦିଗରୁ ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?