ମେଟ୍ରୋ

ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଓଡ଼ିଆ ପୁଅ ଇନ୍ଦ୍ରଜିତ ମହାନ୍ତି

ଭୁବନେଶ୍ୱର,୩୦।୮: ଜଷ୍ଟିସ ଇନ୍ଦ୍ରଜିତ ମହାନ୍ତି ହେବେ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି। ଶୁକ୍ରବାର ଏ ନେଇ ସୁପ୍ରିମ କୋର୍ଟଙ୍କ ପକ୍ଷରୁ ତାଙ୍କୁ ମନୋନୀତ କରାଯାଇଛି। ସେ ଓଡ଼ିଶା ହାଇକୋର୍ଟରେ ବହୁ ସମୟ ଧରି କାର୍ଯ୍ୟ କରିଥିବା ବେଳେ ବମ୍ବେ ହାଇକୋର୍ଟରେ...

ଆଇଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍‌ ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୧୯୮୯ ବ୍ୟାଚ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ। ତାଙ୍କୁ ଅତିରିକ୍ତ ଭାବେ ଏସଆରସି ଓ ଓସଡମା...

ସୂଚନା କମିଶନର ଭାବେ ଶପଥ ନେଲେ ବାଳକୃଷ୍ଣ ମହାପାତ୍ର

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ଶୁକ୍ରବାର ଶପଥ ନେଇଛନ୍ତି ବାଳକୃଷ୍ଣ ମହାପାତ୍ର। ରାଜଭବନରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିରୋଧୀ ଦଳ ନେତା ପ୍ରଦୀପ...

ସ୍ପେଶାଲ୍‌ ସ୍କ୍ବାଡ୍‌ ଆଳରେ ବ୍ୟବସାୟୀଙ୍କୁ ଲୁଟ୍‌ ଘଟଣା : ୩ ପୋଲିସ କର୍ମଚାରୀଙ୍କ ଜାମିନ ଖାରଜ

କଟକ ଅଫିସ,୩୦।୮: କମିଶନରେଟ୍‌ ପୋଲିସ ସ୍ପେଶାଲ୍‌ ସ୍କ୍ବାଡ୍‌ କହି ବ୍ୟବସାୟୀଙ୍କଠୁ ଦେଢ଼ ଲକ୍ଷ ଟଙ୍କା ଲୁଟିବା ଘଟଣାରେ ଅଭିଯୁକ୍ତ ଟାଙ୍ଗୀ ଥାନାର ୩ ପୋଲିସ କର୍ମଚାରୀଙ୍କ ଜାମିନ ଖାରଜ ହୋଇଛି। ଏହି ତିନିଜଣ କଟକ ଜେଏମ୍‌ଏଫସି(ଗ୍ରାମ୍ୟ)ରେ ଜାମିନ ପାଇଁ ଆବେଦନ...

ବାଣୀବିହାର ଛକରେ ରହିପାରିବନି ବସ୍‌

ଭୁବନେଶ୍ୱର,୩୦।୮(ବ୍ୟୁରୋ) : ଏଥର ସାବାଡ ହେବେ ବସ୍‌ ଡ୍ରାଇଭର। ସେମାନେ ଆଉ ମନଇଚ୍ଛା ବାଣୀବିହାର ଛକରେ ନିୟମ ଉଲ୍ଲଂଘନ କରି ବସ୍‌ ରଖିପାରିବେ ନାହିଁ। ସେହିପରି ରଙ୍ଗ୍‌ରୁଟ୍‌ରେ କୌଣସି ଗାଡ଼ି ଚଳାଚଳ କରିପାରିବ ନାହିଁ। ଏଠାରେ ଟ୍ରାଫିକ ସମସ୍ୟା ଜଟିଳ...

ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲା : ଆଶୀର୍ବାଦଙ୍କ ସହ ୩ଜଣଙ୍କ ବିରୋଧରେ ଚାର୍ଜଶିଟ୍‌

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲାରେ ସିବିଆଇର ପ୍ରାଥମିକ ଚାର୍ଜଶିଟ୍‌ ସିବିଆଇ କୋର୍ଟରେ ଗୁରୁବାର ଦାଖଲ କରିଛି। ସିବିଆଇ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ସହ ଅନ୍ୟ ଦୁଇ ଜଣଙ୍କ ନାମରେ ଏହି ଚାର୍ଜଶିଟ୍‌ ଦାଖଲ କରିଛି।...

ରମାଦେବୀରୁ ପ୍ରଥମ ଡକ୍ଟରେଟ୍‌ ପାଇଲେ ରେଣୁ

ଭୁବନେଶ୍ୱର,୩୦।୮(ବ୍ୟୁରୋ) : ବିଶିଷ୍ଟ ବୈଜ୍ଞାନିକ ତଥା କେନ୍ଦ୍ର ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ ସଚିବ ଡ. ରେଣୁ ସ୍ବରୂପଙ୍କୁ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରଥମ ସମ୍ମାନ ସୂଚକ ଡକ୍ଟରେଟ୍‌ (ଡି.ଏସ୍‌ସି) ପ୍ରଦାନ କରିଛି। ଗୁରୁବାର ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ...

ଡିସେମ୍ବର ୧ରୁ ଦୁଇଦିନିଆ ସବୁଜ ସମାରୋହ : ଯୋଗଦେବେ ୫୦ ଦେଶର ପ୍ରତିନିଧି

ଭୁବନେଶ୍ୱର,୩୦।୮(ବ୍ୟୁରୋ) : ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ, ଉତ୍ତାପ ବୃଦ୍ଧି, ଅତିବୃଷ୍ଟି, ଅନାବୃଷ୍ଟି ଆଦି ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆସନ୍ତା ଡିସେମ୍ବର ୧ରୁ ଦୁଇଦିନିଆ ସବୁଜ ସମାରୋହ ଅନୁଷ୍ଠିତ ହେବ। ପ୍ରେରଣା ଗ୍ରୀନ୍‌ ଆର୍ମି ପକ୍ଷରୁ ଆୟୋଜିତ...

ପୂର୍ବ ଯୋଜନାର ଫଳ ଏମିତି

ସହରାଞ୍ଚଳ ବିକାଶ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରତିବର୍ଷ ମାଳମାଳ ଯୋଜନା ଓ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଉଛି। ବିଶେଷକରି ସ୍ବାୟତ୍ତଶାସନ ଦିବସରେ ସର୍ବାଧିକ ପ୍ରକଳ୍ପ ଘୋଷଣା ସହ ବହୁ ଆଡ଼ମ୍ବରପୂର୍ଣ୍ଣ ଭାବେ ଉଦ୍‌ଘାଟନ ତଥା ଶିଳାନ୍ୟାସ...

ଯୁକ୍ତ ୨ ବହି ଆଉ ଛାପିବନି ଟେକ୍‌ଷ୍ଟ ବୁକ୍‌ ଅଫ ବ୍ୟୁରୋ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଟେକ୍‌ଷ୍ଟ ବୁକ୍‌ ଅଫ ବ୍ୟୁରୋ ଅଫିସ୍‌ କାର୍ଯ୍ୟାଳୟଠାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉଚ୍ଚଶିକ୍ଷା ବିଭାଗ ସଚିବ, ଟେକ୍‌ଷ୍ଟ ବୁକ୍‌ ଅଫ୍‌ ବ୍ୟୁରୋର ନିର୍ଦ୍ଦେଶକ ଏବଂ ସଦସ୍ୟମାନେ...

ବିଳମ୍ବରେ ପହଞ୍ଚୁଥିବା କର୍ମଚାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୮(ବ୍ୟୁରୋ) : ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ କାର୍ଯ୍ୟାଳୟରେ ପହଞ୍ଚିବା ଲାଗି ସକାଳ ୧୦ଟା ଏବଂ ଫେରିବା ସମୟ ଅପରାହ୍ନ ୫ଟା ୩୦ ମିନିଟ ଧାର୍ଯ୍ୟ କରିଛନ୍ତି। ଏହି ସମୟ ପରେ ଆସୁଥିବା ଏବଂ ପୂର୍ବରୁ ଯାଉଥିବା କାର୍ମଚାରୀମାନଙ୍କୁ ଅନୁପସ୍ଥିତ...

ଆଜିଠାରୁ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର,୩୦-୮(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଯୁକ୍ତ ୨ କଲେଜଗୁଡିକରେ ଖାଲିଥିବା ସିଟ୍‌ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଥିବା ବେଳେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ପୂର୍ବାହ୍ନ...

Advertisement
Archives

Model This Week

Why Dharitri