ମେଟ୍ରୋ

ପରୀ ହତ୍ୟା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ):ନୟାଗଡ଼ ଜିଲା ଯଦୁପୁର ଗ୍ରାମର ଅଶୋକ ସାହୁ ଏବଂ ସୌଦାମିନୀ ସାହୁଙ୍କ ୫ ବର୍ଷର ଝିଅ ପରୀ ହତ୍ୟା ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରିବ। ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର। ପରୀକୁ...

୩ ବିଶ୍ୱବିଦ୍ୟାଳୟ କୁଳପତି ପଦବୀ ପୂରଣ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୨୬ା୧୧ (ବ୍ୟୁରୋ): ରାଜ୍ୟର ଆଉ ୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦବୀ ପୂରଣ ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଭେନ୍‌ଶା, ସମ୍ବଲପୁର ଓ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟ ପାଇଁ ବୁଧବାର ଏହି ବିଜ୍ଞପ୍ତି ପ୍ରକାଶ...

ଆଇଏଫ୍‌ଏସ୍‌ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫ୍‌ଏସ୍‌ ଅଫିସର ତଥା ରାଜ୍ୟ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଓଡ଼ିଶା ସମେତ ୪ ରାଜ୍ୟରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ସମ୍ପତ୍ତି ଯାଞ୍ଚ କରିଛି। ଭୁବନେଶ୍ୱରର ୫...

ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍‌ସ ହେଉ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଓଡ଼ିଶାରେ ଆଉ ଏକ ଏମ୍‌ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲାରେ ରାଜ୍ୟର ଦ୍ବିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ସେ ଚିଠିରେ ଉଲ୍ଲେଖ...

ଅନୁମତି ବାତିଲ କଲେ ସରକାର

ଭୁବନେଶ୍ୱର,୨୬ା୧୧:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ୍‌ରେ ଗତ ଅକ୍ଟୋବର ୭ ତାରିଖରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟଣାରେ ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଏହାର ଅନୁମତି ବାତିଲ କରିଦିଆଯାଇଛି। ଏ ସଂକ୍ରାନ୍ତରେ ନଭେମ୍ବର ୧୭ରେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ...

ଆଖି ବୁଜିଲା କାଳିଆ

କଟକ/ଭୁବନେଶ୍ୱର, ୨୫।୧୧(ବ୍ୟୁରୋ)- ଶେଷରେ ଯୋଡ଼ା ମୁଣ୍ଡ ଶିଶୁ କାଳିଆ ଭାଇ ଜଗାକୁ ଛାଡି ଚାଲିଗଲା। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ କାଳିଆର ବୁଧବାର ମୃତ୍ୟୁ ଘଟିଛି। କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍ସିବି) ମେଡିକାଲ ଓ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୨୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୩ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ...

ସ୍ଥଳଭାଗ ମୁହାଁ ‘ନିଭାର’, ଓଡ଼ିଶାକୁ ବାତ୍ୟା ଭୟ ନାହିଁ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିଭାର’ ମଙ୍ଗଳବାର ରାତିରୁ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଏବେ ଉପକୂଳ ଆଡ଼େ ମାଡ଼ି ଆସୁଥିଲେ ମଧ୍ୟ ତା’ର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି...

ଭୁବନେଶ୍ୱରରୁ ଆଜି ପୁଣି ୩୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮ ଜଣ ରହିଥିବା ବେଳେ ଲୋକାଲ କେସ୍‌୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

୨୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଆସନ୍ତା ୨ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଭାଗରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।...

କୋଭିଡ୍‌ ସ୍ଥିତିରେ ଦଶମ, ଯୁକ୍ତ ୨ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ପାଠପଢ଼ା ହୋଇପାରି ନ ଥିବା ବେଳେ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱରେ ରହିଛନ୍ତି ଛାତ୍ରୀଛାତ୍ର। ତେଣୁ କୋଭିଡ୍‌କୁ ଦୃଷ୍ଟିରେ ରଖି ଦଶମ ଓ ଯୁକ୍ତ ୨ ପରୀକ୍ଷା ନିମନ୍ତେ ଜାତୀୟ ସ୍ତରରେ...

ରାଜ୍ୟରେ ଆଖିବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୬୮୭ରେ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri