ମେଟ୍ରୋ

୫୦୦୦କୋଟିର ପୁଞ୍ଜିନିବେଶ କରିବ ଟାଟା ପାଓ୍ବାର

ଭୁବନେଶ୍ୱର,୧୬।୯:ଓଡ଼ିଶାରେ ଉତ୍ତମ ବିଦ୍ୟୁତ୍‌ ସେବା ପ୍ରଦାନ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଓ ଟାଟା ପାଓ୍ବାର ମଧ୍ୟରେ ଏକ ରାଜିନାମା ସ୍ବାକ୍ଷର ହୋଇଛି। ଉକ୍ତ ରାଜିନାମା ଅନୁଯାୟୀ ଟାଟା ପାଓ୍ବାର ଓଡ଼ିଶାର ଡିସ୍‌କମ୍‌ଗୁଡ଼ିକୁ ଅଧିଗ୍ରହଣ କରିବା ପରଠାରୁ ବିଭିନ୍ନ ପଦକ୍ଷେପ ଗ୍ରହଣ…

ପୂଜା ପାଇଁ ସିଆଲଦା-ପୁରୀ ସ୍ପେଶାଲ ଟ୍ରେନ ଚାଲିବ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ପାର୍ବଣ ଋତୁରେ ଯାତ୍ରୀମାନଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ପକ୍ଷରୁ ସିଆଲଦା ଓ ପୁରୀ ମଧ୍ୟରେ ପୂଜା ସ୍ପେଶାଲ ଟ୍ରେନ ଚଲାଇବା ପାଇଁ ବ୍ୟବସ୍ଥା ହୋଇଛି। ସିଆଲଦା-ପୁରୀ ପୂଜା ସ୍ପେଶାଲ ଟ୍ରେନ ନମ୍ବର ୦୩୧୦୧ ଅକ୍ଟୋବର ୧ରୁ ୨୯…

ଓଏସ୍‌ସିପିସିଆର୍‌ ଅଫିସ୍‌ ଆଗରେ ବସିଲେ ମା’

ଭୁବନେଶ୍ୱର,୧୬।୯ (ବ୍ୟୁରେ):ବହୁ ଚର୍ଚ୍ଚିତ ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ମଧୁସୂଦନପୁର ଗ୍ରାମର ଲକ୍ଷ୍ମଣ ନାୟକ ଓ ମୋନାଲିସା ନାୟକଙ୍କ ୨ ବର୍ଷର ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ ଓରଫ୍‌ ପିହୁ ନିଖୋଜ ହେବା ଘଟଣାକୁ ୨ ବର୍ଷ ପୂରିଛି। ଗାଁ ଦାଣ୍ଡରେ…

‘ଭିନ୍ନକ୍ଷମଙ୍କ ନିଯୁକ୍ତି ବୃଦ୍ଧି ପାଇଁ ଘରୋଇ ଉଦ୍ୟୋଗ ସହଯୋଗ ଲୋଡ଼ା’

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ଭିନ୍ନକ୍ଷମମାନଙ୍କ ପାଇଁ ନିଯୁକ୍ତି ଓ ଆୟକାରୀ ସୁଯୋଗଗୁଡ଼ିକର ବୃଦ୍ଧି ନିମନ୍ତେ ଘରୋଇ ଉଦ୍ୟୋଗର ସହଯୋଗ ଅତ୍ୟନ୍ତ ଲୋଡ଼ା ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା କହିଛନ୍ତି। ଏଥିସହିତ ଭିନ୍ନକ୍ଷମମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ରାଜ୍ୟଗୁଡ଼ିକରେ…

ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ ନ ଲଗାଇଲେ ୫ରୁ ୧୦ ହଜାର ଜରିମାନା

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚ୍‌ଏସ୍‌ଆର୍‌ପି) ନ ଲଗାଇଥିଲେ ଜରିମାନା ଗଣିବାକୁ ହେବ । ଯେଉଁ ଯାନବାହନର ଶେଷ ନମ୍ବର ୧,୨,୩, ୪ ହୋଇଥିବ ଏବଂ ସେମାନେ ଯଦି ସେପ୍ଟେମ୍ବର ୩୦ ସୁଦ୍ଧା ଏଚ୍‌ଏସ୍‌ଆର୍‌ପି ଲଗାଇ ନ ଥିବେ ତେବେ…

ବଢୁଛି ଇ-ଯାନ ଚାହିଦା

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢୁଛି। ତୈଳ ଦର ବୃଦ୍ଧି ଯୋଗୁ ଲୋକମାନେ ଇ-ଯାନ କ୍ରୟ ପ୍ରତି ଆଗ୍ରହ ଦେଖାଉଛନ୍ତି। ସହରାଞ୍ଚଳ ପ୍ରଦୂଷଣ ହ୍ରାସ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଇ- ଯାନକୁ ପ୍ରୋତ୍ସାହନ…

ପଥଚାରୀଙ୍କ ପାଇଁ ରାଜ୍ୟ, ଜାତୀୟ ରାଜପଥରେ ହେବ ସ୍ବତନ୍ତ୍ର ଟ୍ରାକ୍‌

ଭୁବନେଶ୍ବର,୧୬ା୯(ବ୍ୟୁରୋ):ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ରହିବ ସ୍ବତନ୍ତ୍ର ଟ୍ରାକ୍‌, ଯେଉଁଥିରେ କେବଳ ପଥଚାରୀ ଚାଲିବେ। ଠିକ୍‌ ସେମିତି ସାଇକେଲ ଚାଳକଙ୍କ ପାଇଁ ମଧ୍ୟ ସ୍ବତନ୍ତ୍ର ଟ୍ରାକ୍‌ ରହିବ। ହେଲେ ସେହି ରାସ୍ତାରେ ଯାନବାହନ ଯାଇପାରିବ ନାହିଁ। ରାଜ୍ୟର ସବୁ ସଡ଼କରେ…

ଲୋକଙ୍କ ପାଇଁ କାମ କଲେ ଥକ୍କା ଲାଗେନି: ନବୀନ

ଭୁବନେଶ୍ୱର୧୬,ା୯(ବ୍ୟୁରୋ):ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ଯାଏ ଭୁବନେଶ୍ୱରରେ ମେକ ଇନ ଓଡିଶା କନକ୍ଲେଭ-୨୦୨୨ ଅନୁଷ୍ଠିତ ହେବ। ଏହାର ଅବ୍ୟବହିତ ପୂର୍ବରୁ ବୁଧବାର ମୁମ୍ବାଇରେ ଦେଶର ବଡ ବଡ ଶିଳ୍ପପତିଙ୍କ ସହ ନବୀନ ଆଲୋଚନା କରି ସେମାନଙ୍କୁ କନକ୍ଲେଭକୁ ଆମନ୍ତ୍ରଣ…

ଆଜି ସୂର୍ଯ୍ୟକିରଣ ଏୟାର ଶୋ

ଭୁବନେଶ୍ୱର(ବ୍ୟୁରୋ)/ବାରଙ୍ଗ,୧୫।୯ (ଡି.ଏନ୍‌.ଏ.): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭୁବନେଶ୍ୱର ଜରିପାଟଣାସ୍ଥିତ ବାଲିଯାତ୍ରା ପଡ଼ିଆର କୁଆଖାଇ ନଦୀପଠାରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଶୁକ୍ରବାର ଅନୁଷ୍ଠିତ ହେବ। ଏ ନେଇ ଗୁରୁବାର କୁଆଖାଇ ନଦୀପଠାରେ ବାୟୁସେନାର ୯ଟି ଲଢୁଆ…

ଖାଦ୍ୟ ଦୋକାନରେ ବିଏମ୍‌ସିର ଚଢାଉ ଜାରି

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜଧାନୀରେ ବିଏମ୍‌ସି ପକ୍ଷରୁ ଗୁରୁବାର କିଟ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଦୋକାନରେ ଚଢାଉ କରାଯାଇଛି। ଏହି ଚଢାଉରେ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ସାମିଲ ଥିଲେ। ଦୋକାନଗୁଡିକରେ ଖାଦ୍ୟର ମାନ ପରୀକ୍ଷା କରିବା ସହ ଲାଇସେନ୍ସ…

ଓଡ଼ିଶାରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ୫ଜି ସେବା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଓଡ଼ିଶାରେ ଖୁବ୍‌ଶୀଘ୍ର ୫ଜି ସେବା ଆରମ୍ଭ ହେବ। ଏ ନେଇ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ସୂଚନା ଦେଇଛନ୍ତି। ଏହାସହ ୫ଜି ସେବାରେ କୌଣସି ରେଡିଏଶନର ପ୍ରଭାବ ନାହିଁ, ତେଣୁ ଆଶ୍ୱସ୍ତି ରୁହନ୍ତୁ ବୋଲି ଅଶ୍ୱିନୀ ବୈଷ୍ଣବ…

ରାଜ୍ୟରେ ୨ରୁ ୩ ଦିନ ଯାଏ ଗୁଳୁଗୁଳି!

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଆଗାମୀ ୨ ରୁ ୩ ଦିନ ଯାଏ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନ ଥିବାରୁ ଦିନ ତାପମାତ୍ରା ପାଇବ। ଏହାସହ ଉପକୂଳ ଓଡିଶା ସମେତ ପାର୍ଶବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri