ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କୁ ଭାଜପା ନେତା ଦାୟୀ କରିବା ଅପ୍ରାସଙ୍ଗିକ: ଦାମ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଲାଗି ଆନ୍ଦୋଳନରତ ସମ୍ବଲପୁର ଓକିଲ ସଂଘ ଏବଂ ସୁପ୍ରିମକୋର୍ଟଙ୍କ ମଧ୍ୟରେ ଯେଉଁ ସମସ୍ୟା ଉପୁଜିଛି ଏବଂ ଏଥିରେ ଓକିଲମାନେ ଗିରଫ ହୋଇ ଜେଲ୍‌କୁ ଯିବା ଘଟଣା ସମ୍ପର୍କରେ ଭାଜପା ଏମ୍‌ପି…

ଅର୍ଚ୍ଚନା ନାଗ ମାମଲା: ଇଡିରେ ହାଜର ହେଲେ ଦୁଇ ସୁନା ବ୍ୟବସାୟୀ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଦୁଇ ପ୍ରତିଷ୍ଠିତ ସୁନା ବ୍ୟବସାୟୀଙ୍କୁ ଶନିବାର ପଚରାଉଚରା କରିଛି ଇଡି। ଅର୍ଚ୍ଚନା ଏବଂ ତାଙ୍କ ସ୍ବାମୀ ଜଗବନ୍ଧୁ କେବେ କେତେ ସୁନା କିଣିଥିଲେ ସେସବୁର ତଥ୍ୟ ଦାଖଲ କରିଛନ୍ତି ଦୁଇ ସୁନା ବ୍ୟବସାୟୀ।…

ଛାତ୍ରଙ୍କ ବେକରେ ଜାଭେଲିନ ପଶିବା ଘଟଣା: ସମସ୍ତ ସହାୟତା ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ବେକରେ ଜାଭେଲିନ ପଶି ବଲାଙ୍ଗୀର ଆଗଲପୁର ବାଳକ ଉଚ୍ଚ ବିଦ୍ୟାଳୟର ଗୁରୁତର ଛାତ୍ର ସଦାନନ୍ଦଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି । ଉନ୍ନତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ସମସ୍ତ ସହାୟତା ଯୋଗାଇ ଦେବାକୁ…

ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଶନିବାର ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା। ଅର୍ଚ୍ଚନା ନାଗଙ୍କ ବେଆଇନ୍‌ ଅର୍ଥ କାରବାର ମାମଲାକୁ ନେଇ ଇଡି ତଦନ୍ତ ଚଳାଇଛି। ଜଣଙ୍କ ପରେ ଜଣଙ୍କୁ…

୨୦୨୪ ପାଇଁ ରଣନୀତି

ଭୁବନେଶ୍ବର,୧୭।୧୨(ବ୍ୟୁରୋ): ଭାଜପା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଶନିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଦୁଇଟି ପର୍ଯ୍ୟାୟରେ ଦଳର ଆଗାମୀ ରଣନୀତି ସମ୍ପର୍କରେ ବୈଠକ କରିବେ। ଅନ୍ୟପଟେ ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି। ମିଳିଥିବା ସୂଚନା…

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ବର, ୧୭।୧୨(ବ୍ୟୁରୋ): ସମ୍ବଲପୁରରେ ଓକିଲ ଆନ୍ଦୋଳନ ବେଳେ ଘଟିଥିବା ହିଂସା ଘଟଣାକୁ ନେଇ ବହୁ ଓକିଲଙ୍କୁ ବନ୍ଧାଯାଇଛି। ଅନେକ ଓକିଲଙ୍କ ଲାଇସେନ୍ସ ମଧ୍ୟ ବାତିଲ ହୋଇଛି। ଏଭଳି ସ୍ଥିତିରେ ସମ୍ବଲପୁର କୋର୍ଟ କାର୍ଯ୍ୟ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ବେଳେ ଗରିବ ଲୋକମାନେ…

ଇଡି ହାତରେ ଅର୍ଚ୍ଚନାଙ୍କ ଦୁଇ ଡାଏରୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ): ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରୁଛି। ପ୍ରଥମ ପର୍ଯ୍ୟାୟରେ ୭ ଦିନିଆ ରିମାଣ୍ଡ ଅବଧି ସମୟରେ ଅର୍ଚ୍ଚନା ଇଡି ଆଗରେ ତାଙ୍କ…

୨ ମାସ ହେବ ମା’ପୁଅଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଅଞ୍ଚଳରେ ରହୁଥିବା ମା’ ପ୍ରିୟା ନାୟକ (୨୭) ଓ ତାଙ୍କ ୫ବର୍ଷର ପୁଅ ନିଖୋଜ ହେବା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ବିତିଲାଣି। ହେଲେ ଏଯାଏ ତାଙ୍କର କୌଣସି ଖୋଜ ଖବର…

ମଶା ଦାଉରେ କଲବଲ ରାଜଧାନୀବାସୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ): ମଶା ଦାଉରେ କଲବଲ ରାଜଧାନୀବାସୀ। ରାତି ହେଉ କି ଦିନ ଘରେ, ବାହାରେ ସାଲୁବାଲୁ ହେଉଛନ୍ତି ମଶା। ବସ୍ତିରୁ ଆପାର୍ଟମେଣ୍ଟ, ସ୍କୁଲରୁ ଅଫିସ ସବୁଠି ମଶା ଲାଗି ଅତିଷ୍ଠ ହେଉଛନ୍ତି ଲୋକେ। ମଶା ଯୋଗୁ ସହରରେ ଅସମ୍ଭାଳ…

ହୋଟେଲ ମାଲିକଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦିନ ଦ୍ୱିପହରରେ ଜଣେ ହୋଟେଲ ମାଲିକଙ୍କୁ କଟୁରି ଧରି ଗୋଡାଇ ଗୋଡାଇ ହାଣିଲେ ଯୁବକ। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ରସୁଲଗଡ଼ରେ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବକଙ୍କ କଟୁରି ଚୋଟରେ ରସୁଲଗଡର…

ଓଡ଼ିଶାରୁ ପ୍ରତିନିଧିତ୍ୱ କରିବେ ୨ ମନ୍ତ୍ରୀ, ଯିବେନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୭ା୧୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଶନିବାର କୋଲକାତାଠାରେ ଅନୁଷ୍ଠିତ ହେବ ପୂର୍ବାଞ୍ଚଳ ଜୋନାଲ୍‌ ପରିଷଦ ବୈଠକ। ଏଥିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌, ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ୍‌…

ସ୍କୁଲସ୍ତରରେ ଆରମ୍ଭ ହେବ ବିଜ୍ଞାନ ପ୍ରାକ୍ଟିକାଲ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ସ୍କୁଲ ସ୍ତରରେ ବିଜ୍ଞାନ ପ୍ରାକ୍ଟିକାଲ ଆରମ୍ଭ କରାଯିବ। ଯୁକ୍ତ୨ ବିଜ୍ଞାନରେ ପ୍ରାକ୍ଟିକାଲ ରହିଥିବାରୁ ଏଥିରେ ଓଡ଼ିଆ ମାଧ୍ୟମ ସ୍କୁଲରୁ ଆସିଥିବା ପିଲାଙ୍କ ପାଇଁ ସମସ୍ୟା ହୋଇଥାଏ। କିନ୍ତୁ ଘରୋଇ ସ୍କୁଲଗୁଡ଼ିକରେ ପ୍ରାକ୍ଟିକାଲକୁ ଗୁରୁତ୍ୱ ଦିଆଯାଉଥିବାରୁ ସେମାନଙ୍କ ପିଲାଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?