ମେଟ୍ରୋ

ଶ୍ୱେତା ଆତ୍ମହତ୍ୟା ମାମଲା: ବୟଫ୍ରେଣ୍ଡଙ୍କୁ ଡାକି ପୋଲିସର ପଚରାଉଚରା

ଭୁବନେଶ୍ୱର,୧୫ା୯(ବ୍ୟୁରୋ): ରାଜଧାନୀରେ ବହୁ ଚର୍ଚ୍ଚିତ ସଫ୍ଟଓ୍ବେୟାର ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାକୁ ମାସେ ପୂରଣ ହେବାକୁ ବସିଥିବା ବେଳେ ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପୂର୍ବରୁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ କରି…

ଯୁକ୍ତ୨: ଆଜି ସ୍ପଟ୍‌ ମେଧା ତାଲିକା

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ରେ ନାମଲେଖା ଲାଗି ଗୁରୁବାର ଅପରାହ୍ନ ୨ଟାରେ ସ୍ପଟ୍‌ ମେଧା ତାଲିକା ପ୍ରକାଶ ପାଇବ। ଏହି ତାଲିକାରେ ବଳକା ସିଟ୍‌ର ୧୦ଗୁଣ ରହିବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ୧୫ ତାରିଖ ମଧ୍ୟାହ୍ନ ୩ଟାରୁ ୧୬ତାରିଖ…

୨୦ରେ ଲଘୁଚାପ, ଏଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୫ା୯(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୦ରୁ ୨୩ ତାରିଖ ଯାଏ ଦକ୍ଷିଣ ଏବଂ ଉପକୂଳ ଓଡିଶାରେ…

ପିଜି ନାମଲେଖା: ଆଜି ପ୍ରକାଶ ପାଇବ ସିଟ୍‌ ଆବଣ୍ଟନ ତାଲିକା

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ଗୁରୁବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ଆବଣ୍ଟନ ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ରଙ୍କର ୧୬ ଓ ୧୭ ତାରିଖରେ…

ଡ. ଅଚ୍ୟୁତ ସାମନ୍ତଙ୍କୁ ‘ନାଗରିକ ସମ୍ବର୍ଦ୍ଧନା’

ଭୁବନେଶ୍ୱର,୧୫।୯(ବ୍ୟୁରୋ): କିସ୍‌ ବିଶ୍ୱବିଦ୍ୟାଳୟକୁ ନିକଟରେ ବିଶ୍ୱର ସର୍ବଶ୍ରେଷ୍ଠ ୟୁନେସ୍କୋ ସାକ୍ଷରତା ପୁରସ୍କାର ମିଳିଛି। ଏ ନେଇ କିସ୍‌ ଓ କିଟ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଓଡ଼ିଶା ସଚେତନ ନାଗରିକ ଫୋରମ୍‌ ପକ୍ଷରୁ ବୁଧବାର ରବୀନ୍ଦ୍ର ମଣ୍ଡପରେ ‘ନାଗରିକ ସମ୍ବର୍ଦ୍ଧନା’ ପ୍ରଦାନ…

ପ୍ରସିଦ୍ଧ କିଶୋର ଭାଇନାଙ୍କ ମଟନ ହୋଟେଲର ଫୁଡ୍‌ ରେଜିଷ୍ଟ୍ରେଶନ ରଦ୍ଦ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜଧାନୀରେ ପ୍ରସିଦ୍ଧ କିଶୋର ଭାଇନାଙ୍କ ମଟନ୍‌ ହୋଟେଲରେ ବୁଧବାର ବିଏମ୍‌ସି ପକ୍ଷରୁ ଚଢ଼ାଉ କରାଯାଇଛି। ବିଏମ୍‌ସି ଅଧିକାରୀଙ୍କ ସହ ଫୁଡ୍‌ ସେଫ୍ଟି ସ୍କ୍ବାଡ୍‌ ପହଞ୍ଚତ୍ ହୋଟେଲ ପରିବେଶ ଓ ପ୍ରସ୍ତୁତ ଖାଦ୍ୟ ଯାଞ୍ଚ କରିଥିଲେ। ଖାଦ୍ୟର ରଙ୍ଗ, ବୈଧତା ଶେଷ…

ରାଜ୍ୟରେ ଚିହ୍ନଟ ହେଲେ ୨୮୬ କରୋନା ଆକ୍ରାନ୍ତ; କଟକ-ସୁନ୍ଦରଗଡ଼-ଖୋର୍ଦ୍ଧାରୁ ଅଛନ୍ତି ସର୍ବାଧିକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୬୭ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୧୯ ଲୋକାଲ କେସ୍‌ ରହିଛି। ସେହିଭଳି ୧୮ ବର୍ଷରୁ କମ୍‌ ବୟସର ୩୬ ଆକ୍ରାନ୍ତ ରହିଥିବା ନେଇ ଗୁରୁବାର…

୮ ଶିଳ୍ପୀ ପାଇବେ ‘ରାଜ୍ୟ ଚାରୁକଳା ପୁରସ୍କାର’

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ୨୦୨୨ ମସିହା ପାଇଁ ‘୪୦ତମ ରାଜ୍ୟ ଚାରୁକଳା ପୁରସ୍କାର’ ବୁଧବାର ଘୋଷଣା କରାଯାଇଛି। ୮ଜଣ ଶିଳ୍ପୀ ଏହି ପୁରସ୍କାର ପାଇବେ। ସେମାନେ ହେଲେ ଭାସ୍କର୍ଯ୍ୟରେ ଶିଳ୍ପୀ ପ୍ରତାପ ଚନ୍ଦ୍ର ଜେନା ଓ ଅଶାନ୍ତ…

ଆଇଏଏସ୍‌ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିବା ବେଳେ ସେ ଗ୍ରୀଡ୍‌କୋ ଅଧ୍ୟକ୍ଷ ଭାବେ…

ନକଲି ଔଷଧ କାରବାର: ମୁହଁ ଖୋଲିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୯(ବ୍ୟୁରୋ): ରାଜ୍ୟରେ କିଛିଦିନ ତଳେ ନକଲି ଔଷଧ ନେଇ ଅଭିଯୋଗ ଆସିବା ପରେ ବିଭିନ୍ନ ସ୍ଥାନରେ ଚଢାଉ କରାଯାଉଛି। ଏ ନେଇ ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ଦେଇ କହିଛନ୍ତି, ଯଦି କେହି ଭୁଲ କରିଥିବେ, ତେବେ ତାଙ୍କୁ…

ଆଜିଠୁ କମିବ, ୧୮ରୁ ବଢିବ

ଭୁବନେଶ୍ବର,୧୪।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ…

ଓଡ଼ିଶାରେ ହେବ ଭାରତ ଯୋଡ଼ୋ ଯାତ୍ରା

ଭୁବନେଶ୍ବର,୧୪ା୯(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ ହୋଇଛି। ଘୃଣା ଓ ବିଦ୍ୱେଷର ରାଜନୀତିକୁ ପରାହତ ସହ ଆକାଶଛୁଆଁ ଦରଦାମ ଓ ବେକାରି ବୃଦ୍ଧିକୁ ପ୍ରସଙ୍ଗ କରି ଏହି ଯାତ୍ରା ଚାଲିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri