କଟକ-ପାରାଦୀପ: ୮ ଟ୍ରେନ୍ ଡିସେମ୍ବର ୧୭ରୁ ୨୬ ବାତିଲ
ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ପାରାଦୀପ ରେଳ ଷ୍ଟେଶନରେ ନିରାପତ୍ତା ସମ୍ପର୍କିତ କାର୍ଯ୍ୟ ଯୋଗୁ କଟକ-ପାରାଦୀପ ରେଳଷ୍ଟେଶନରେ ଡିସେମ୍ବର ୧୭ରୁ ୨୬ ତାରିଖ ଯାଏ ୮ଟି ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି। ଏ ନେଇ ପୂର୍ବତଟ ରେଳପଥ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଆସନ୍ତା ୧୮…
ମେ’ ୭ରେ ଏନ୍ଇଇଟି ୟୁଜି, ୨୧ରୁ ସିୟୁଇଟି
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଏନ୍ଇଇଟି(ୟୁଜି) ୨୦୨୩ ମେ’ ୭ରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ପେନ୍-ପେପର ମୋଡ୍ରେ କରାଯିବ। ସେହିପରି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୟୁଜି ନାମଲେଖା ପାଇଁ କମନ ୟୁନିଭର୍ସିଟି…
ଅପରାଜିତା ଉଠାଇଲେ ରାଜ୍ୟରେ ଖଣି ଦୁର୍ନୀତି ପ୍ରସଙ୍ଗ, କହିଲେ- ନିମ୍ନମାନର ଦର୍ଶାଇ ହୋଇଛି କୋଟି କୋଟି ଟଙ୍କା ହଡ଼ପ
ଭୁବନେଶ୍ବର,୧୬ା୧୨(ବ୍ୟୁରୋ): କୋଭିଡ୍ ସମୟରେ ଓଡ଼ିଶାରେ ହୋଇଛି ଖଣି ଦୁର୍ନୀତି । ଉଚ୍ଚମାନର ଖଣିଜକୁ ନିମ୍ନମାନର ଦର୍ଶାଯାଇ କୋଟି କୋଟି ଟଙ୍କା ହଡ଼ପ କରାଯାଇଛି। ଶୁକ୍ରବାର ଲୋକ ସଭାରେ ରାଜ୍ୟରେ ଏହି ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଛନ୍ତି ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ।…
ଉଷା ପାଢ଼ୀଙ୍କୁ ନୂଆ ଦାୟିତ୍ୱ: ଦକ୍ଷତା ବିକାଶ ସହ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଆଇଏଏସ୍ ଅଫିସରସ୍ତରରେ ଅଦଳ ବଦଳ କରାଯାଇଛି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୯୬ ବ୍ୟାଚ୍ ଆଇଏଏସ୍ ଅଫିସର ଉଷା ପାଢୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି…
‘ମହିଳା ସଂରକ୍ଷଣ ବିଲ୍ ପାରିତ ହେଉ’
ଭୁବନେଶ୍ୱର,୧୬।୧୨(ବ୍ୟୁରୋ):ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍ ପାରିତ କରିବା ନେଇ ବିଜେଡି ଦାବି ଉଠାଇଛି। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଗୁରୁବାର ରାଜ୍ୟ ସଭାରେ ଏକ ସ୍ବତନ୍ତ୍ର ଆଲେଖ୍ୟରେ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି ଯେ ମହିଳା ବିଲ୍ ପାରିତ…
ଘରେ ଶ୍ୱଶୁରଙ୍କୁ ତାଲା ପକାଇ ବୋହୂ ନିଖୋଜ ଘଟଣା: ନାବାଳକଙ୍କୁ ନେଇ ଫେରାର ଥିବା ଅଭିଯୋଗ
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀରେ ଶ୍ୱଶୁରଙ୍କୁ ବାହାର ପଟୁ ତାଲା ପକାଇ ଘରୁ ୧୦ ଲକ୍ଷ ଟଙ୍କାର ସୁନାଗହଣା ସହ ଦେଢ଼ ଲକ୍ଷ ଟଙ୍କା ନେଇ ବୋହୁ ଚମ୍ପଟ ମାରିବା ଘଟଣା ଭିନ୍ନ ମୋଡ଼ ନେଇଛି। ସ୍ତ୍ରୀ ନିଖୋଜ ହୋଇଥିବା ନେଇ ସ୍ବାମୀ ଏୟାରପୋର୍ଟ…
ଫେସ୍ବୁକ୍ରେ ଏସିପିଙ୍କ ଫଟୋ ବ୍ୟବହାର କରି ଠକେଇ
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): କମିଶନରେଟ ପୋଲିସରେ କାର୍ଯ୍ୟରତ ଏସିପି ସଞ୍ଜୀବ ଶତପଥୀଙ୍କ ନାଁରେ ସାଇବର ଠକ ନକଲି ଫେସ୍ବୁକ ଆକାଉଣ୍ଟ ଖୋଲିବା ସହ ଫଟୋ ବ୍ୟବହାର କରି ଲୋକଙ୍କୁ ଠକୁଛନ୍ତି। ଏ ନେଇ ଗୁରୁବାର ଏସିପି ଶତପଥୀ ନିଜେ ସୂଚନା ଦେଇଛନ୍ତି। ସେ କହିଛନ୍ତି,…
ଫୋରେନ୍ସିକ୍ ଲାବଠୁ ଡିଜିଟାଲ ଦସ୍ତାବିଜ୍ ମାଗିଲା ଇଡି
ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ବ୍ଲାକ୍ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରୁଛି। ଏପଟେ ଅର୍ଚ୍ଚନାଙ୍କଠାରୁ ଜବତ ହୋଇଥିବା ଡିଜିଟାଲ ପ୍ରମାଣପତ୍ର ଦାଖଲ ପାଇଁ ଷ୍ଟେଟ୍ ଫରେନ୍ସିକ୍ ଲ୍ୟାବ୍କୁ ଇଡି…
କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍ପି
ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ପାର୍ଲାମେଣ୍ଟ ଅଧିବେଶନ ଚାଲିଥିବା ବେଳେ ରାଜ୍ୟର ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ସମସ୍ତ ଭାଜପା ଏମ୍ପି ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଖୁବ୍ଶୀଘ୍ର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମ୍ଜେଏୱାଇ) ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ…
ପଦ୍ମପୁର ପ୍ରତିଶ୍ରୁତି ପାଳନ ପାଇଁ ବିଜେଡିର କସରତ
ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନ ଦାୟିତ୍ୱରେ ଥିବା ନେତାମାନଙ୍କୁ ନବୀନ ନିବାସରୁ ଗୁରୁବାର ପୂର୍ବାହ୍ନ ୧୧ଟା ସୁଦ୍ଧା ପହଞ୍ଚିବା ପାଇଁ ଡକରା ମିଳିଥିଲା। ଡକରା ପାଇ ଦାୟିତ୍ୱରେ ଥିବା ସମସ୍ତ ନେତା ଯାଇ ନବୀନ ନିବାସରେ ପହଞ୍ଚିଥିଲେ। ଏହାସହ ଯେଉଁମାନେ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ…
ପାର୍ଲାମେଣ୍ଟରେ ଅର୍ଚ୍ଚନା ନାଗ ପ୍ରସଙ୍ଗ
ଭୁବନେଶ୍ୱର,୧୬।୧୨(ବ୍ୟୁରୋ):ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଥିବା ଅର୍ଚ୍ଚନା ନାଗ ମାମଲା ପାର୍ଲାମେଣ୍ଟରେ ଉଠିଛି। ଭାଜପା ଏମ୍ପି ସୁରେଶ ପୂଜାରୀ ଗୁରୁବାର ଏହି ପ୍ରସଙ୍ଗ ଉଠାଇଛନ୍ତି। ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଥିବା ଏହି ମାମଲାରେ ଅନେକ ବଡ଼ ବଡ଼ ନେତା, ଅଫିସର, ବ୍ୟବସାୟୀ, ଫିଲ୍ମ…
କୋଲ୍ ଇଣ୍ଡିଆର ପ୍ରଥମ ଇଣ୍ଡଷ୍ଟ୍ରିଆଲ ରିଲେଶନ୍ସ କନ୍କ୍ଲେଭ-୨୦୨୨
ଭୁବନେଶ୍ୱର,୧୬।୧୨:କୋଲ୍ ଇଣ୍ଡିଆ ଲିମିଟେଡ୍ର ପ୍ରଥମ ଇଣ୍ଡଷ୍ଟ୍ରିଆଲ ରିଲେଶନ୍ସ(ଆଇଆର୍) କନ୍କ୍ଲେଭ-୨୦୨୨ ଗୁରୁବାର ସ୍ଥାନୀୟ ଜୟଦେବବିହାରସ୍ଥିତ ଏକ ହୋଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ବ୍ୟବସାୟ ସକ୍ଷମ ଆଇଆର୍ ପରିବେଶ ସୃଷ୍ଟି’ ଶୀର୍ଷକ ବିଷୟବସ୍ତୁକୁ ନେଇ ଏକ ୨ ଦିନିଆ କର୍ମଶାଳା ଆୟୋଜିତ…

