ରାଜ୍ୟରେ ଚିହ୍ନଟ ହେଲେ ୨୮୬ କରୋନା ଆକ୍ରାନ୍ତ; କଟକ-ସୁନ୍ଦରଗଡ଼-ଖୋର୍ଦ୍ଧାରୁ ଅଛନ୍ତି ସର୍ବାଧିକ
ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୬୭ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୧୯ ଲୋକାଲ କେସ୍ ରହିଛି। ସେହିଭଳି ୧୮ ବର୍ଷରୁ କମ୍ ବୟସର ୩୬ ଆକ୍ରାନ୍ତ ରହିଥିବା ନେଇ ଗୁରୁବାର…
୮ ଶିଳ୍ପୀ ପାଇବେ ‘ରାଜ୍ୟ ଚାରୁକଳା ପୁରସ୍କାର’
ଭୁବନେଶ୍ୱର,୧୫।୯(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ୨୦୨୨ ମସିହା ପାଇଁ ‘୪୦ତମ ରାଜ୍ୟ ଚାରୁକଳା ପୁରସ୍କାର’ ବୁଧବାର ଘୋଷଣା କରାଯାଇଛି। ୮ଜଣ ଶିଳ୍ପୀ ଏହି ପୁରସ୍କାର ପାଇବେ। ସେମାନେ ହେଲେ ଭାସ୍କର୍ଯ୍ୟରେ ଶିଳ୍ପୀ ପ୍ରତାପ ଚନ୍ଦ୍ର ଜେନା ଓ ଅଶାନ୍ତ…
ଆଇଏଏସ୍ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିବା ବେଳେ ସେ ଗ୍ରୀଡ୍କୋ ଅଧ୍ୟକ୍ଷ ଭାବେ…
ନକଲି ଔଷଧ କାରବାର: ମୁହଁ ଖୋଲିଲେ ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୪।୯(ବ୍ୟୁରୋ): ରାଜ୍ୟରେ କିଛିଦିନ ତଳେ ନକଲି ଔଷଧ ନେଇ ଅଭିଯୋଗ ଆସିବା ପରେ ବିଭିନ୍ନ ସ୍ଥାନରେ ଚଢାଉ କରାଯାଉଛି। ଏ ନେଇ ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ଦେଇ କହିଛନ୍ତି, ଯଦି କେହି ଭୁଲ କରିଥିବେ, ତେବେ ତାଙ୍କୁ…
ଆଜିଠୁ କମିବ, ୧୮ରୁ ବଢିବ
ଭୁବନେଶ୍ବର,୧୪।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ…
ଓଡ଼ିଶାରେ ହେବ ଭାରତ ଯୋଡ଼ୋ ଯାତ୍ରା
ଭୁବନେଶ୍ବର,୧୪ା୯(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ ହୋଇଛି। ଘୃଣା ଓ ବିଦ୍ୱେଷର ରାଜନୀତିକୁ ପରାହତ ସହ ଆକାଶଛୁଆଁ ଦରଦାମ ଓ ବେକାରି ବୃଦ୍ଧିକୁ ପ୍ରସଙ୍ଗ କରି ଏହି ଯାତ୍ରା ଚାଲିଛି।…
ରାଜ୍ୟରୁ ୨୬୦ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୪।୯(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୫୨ କ୍ବାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ରୁ କମ୍ ବୟସର ପିଲା ୨୯ ଜଣ ଅଛନ୍ତି। ଏନେଇ ସୂଚନା…
ଦିଲ୍ଲୀରୁ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଗିରଫ
ଭୁବନେଶ୍ୱର,୧୪।୯ (ବ୍ୟୁରୋ): ଆୟକର ଟିକସ ରିଫଣ୍ଡ୍ ଠକେଇ ମାମଲାରେ କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଦିଲ୍ଲୀ ଏନ୍ସିଆର୍ ଅଞ୍ଚଳରୁ ଜଣେ ଚାର୍ଟାଡର୍ର୍ ଆକାଉଣ୍ଟାଣ୍ଟ୍(ଇଣ୍ଟରମିଡିଏଟ)ଙ୍କୁ ଗିରଫ କରିଛି। ସେ ହେଲେ ହରିୟାଣା ଫରିଦାବାଦ୍ର ନୀରଜ ସିଙ୍ଗ୍ଲା(୨୮)। ଅଭିଯୁକ୍ତ ନୀରଜଙ୍କୁ ଗତ ଶୁକ୍ରବାର…
ତୁରନ୍ତ ବିକାଶମୂଳକ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୪।୯(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରର ବିକାଶମୂଳକ କାର୍ଯ୍ୟକୁ ଯଥାଶୀଘ୍ର ତ୍ୱରାନ୍ବିତ କରିବା ନେଇ ମଙ୍ଗଳବାର ବିଏମ୍ସି କାର୍ଯ୍ୟାଳୟରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଏମ୍ସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ…
ଲିଖିତ ପ୍ରତିଶ୍ରୁତି ପରେ ଅଳିଆ ଉଠାଇଲା ବିଏମ୍ସି
ଭୁବନେଶ୍ୱର, ୧୪।୯(ବ୍ୟୁରୋ): ରାଜଧାନୀରେ ଅଳିଆ ଖିଲାପକାରୀଙ୍କ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରୁଛି ବିଏମ୍ସି। ଓଦା ଓ ଶୁଖିଲା ଅଳିଆକୁ ପୃଥକ କରି ବିଏମ୍ସି ସଫେଇ ଗାଡ଼ିରେ ଦେବା ପାଇଁ ବାରମ୍ବାର ସଚେତନ କରିବା ସତ୍ତ୍ୱେ ଏହାକୁ କେତେଜଣ ବ୍ୟକ୍ତି ପାଳନ…
ସହରରେ ବିକ୍ରି ହେଉଛି ବାସି, ଭେଜାଲ ଖାଦ୍ୟ
ଭୁବନେଶ୍ୱର, ୧୪।୯ (ବ୍ୟୁରୋ): ପାର୍ବଣ ଋତୁ ଆସିଯାଇଥିବାରୁ ବିଏମ୍ସି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଆରମ୍ଭ କରିଛି। ଭେଜାଲ ଓ ବାସି ଖାଦ୍ୟ ଖାଇ ଯେପରି କେହି ଅସୁସ୍ଥ ନ ହୁଅନ୍ତି ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ବିଏମ୍ସିର ଫୁଡ୍…
୩ ଦିନିଆ ମୁମ୍ବାଇ ଗସ୍ତରେ ନବୀନ
ଭୁବନେଶ୍ୱର,୧୪ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠାରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି। ବୁଧବାର ମୁମ୍ବାଇରେ ଆୟୋଜିତ ଓଡ଼ିଶା ଇନ୍ଭେଷ୍ଟର୍ସ ମିଟ୍ରେ ଯୋଗଦେବେ। ଦେଶର ଖ୍ୟାତନାମା ଶିଳ୍ପପତିଙ୍କୁ ସେଠାକୁ ଆମନ୍ତ୍ରିତ କରାଯାଇଛି। ଏହାପରେ ସେଠାରେ ଏକ ରୋଡ୍ ଶୋ’ କାର୍ଯ୍ୟକ୍ରମ ଅନୁଷ୍ଠିତ…
Archives


