ମେଟ୍ରୋ

ଓଡ଼ିଶା ସମେତ ୫ ରାଜ୍ୟର ୮ ଖଣି ନିଲାମ ହେଲା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଓଡ଼ିଶାର ୨ଟି ଖଣି ସମେତ ଦେଶର ୫ ରାଜ୍ୟରେ ଥିବା ୮ଟି କୋଇଲା ଖଣି ନିଲାମ ହୋଇଛି। କୋଇଲା ମନ୍ତ୍ରଣାଳୟ ଦ୍ୱାରା ମଙ୍ଗଳବାର ଏସବୁ ଖଣିର ଇ- ନିଲାମ କରାଯାଇଛି । ଓଡ଼ିଶାର ୨ଟି ହେଲା- ରାମପିଆ ଏବଂ ରାମପିଆ…

ଆସନ୍ତା ୨୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୩ା୯(ବ୍ୟୁରୋ)-ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୦ରୁ ୨୩ ତାରିଖ ଯାଏ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।…

୩ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୯(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠାରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି। ବୁଧବାର ମୁମ୍ବାଇରେ ଆୟୋଜିତ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେବେ । ଦେଶର ଖ୍ୟାତନାମା ଶିଳ୍ପପତିଙ୍କୁ ସେଠାକୁ ଆମନ୍ତ୍ରିତ କରାଯାଇଛି । ଏହାପରେ ସେଠାରେ ଏକ ରୋଡ୍‌ ଶୋ’ କାର୍ଯ୍ୟକ୍ରମ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୂଳପତି ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ

ଭୁବନେଶ୍ୱର, ୧୩।୯(ବ୍ୟୁରୋ)- କୋରାପୁଟ ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଚକ୍ରଧର ତ୍ରିପାଠୀଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ପ୍ରଫେସର ତ୍ରିପାଠୀଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ନେଇ ମଙ୍ଗଳବାର ଶିକ୍ଷା ମନ୍ତ୍ରଣାଳୟର ଉଚ୍ଚଶିକ୍ଷା…

ରାଜଧାନୀରେ ପୁଣି ଛାତ୍ର ଆତ୍ମହତ୍ୟା

ଭୁବନେଶ୍ୱର,୧୩।୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆତ୍ମହତ୍ୟା ମାଲମା ବଢ଼ୁଛି। ମଙ୍ଗଳବାର ଭୁବନେଶ୍ବରରେ ଆଉ ଜଣେ ଛାତ୍ର ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ସେ ହେଲେ ଗଙ୍ଗପଡ଼ାରେ ଏକ ଘରୋଇ କଲେଜର ଛାତ୍ର ସୂର୍ଯ୍ୟପ୍ରକାଶ ପଲାଇ । ସୂର୍ଯ୍ୟପ୍ରକାଶ ଯୁକ୍ତ…

ପୁରୀରେ ରାଜ୍ୟ ଭାଜପାର ୩ ଦିନିଆ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ମଙ୍ଗଳବାରଠୁ ପୁରୀରେ ରାଜ୍ୟ ଭାଜପାର ୩ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଭାଜପା ପ୍ରଭାରୀ ସୁନୀଲ ବଂଶଲ, ଭାଜପା ଜାତୀୟ ସଂଗଠନ ସମ୍ପାଦକ ବି.ଏଲ୍‌ ସନ୍ତୋଷଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଯୋଗ ଦେବେ…

ଭୁବନେଶ୍ୱରରେ ହେବ ସୂର୍ଯ୍ୟକିରଣ ଶୋ’

ଭୁବନେଶ୍ୱର,୧୩।୯(ବ୍ୟୁରୋ): ବାୟୁସେନା ପକ୍ଷରୁ ଭୁବନେଶ୍ୱର ଓ ପୁରୀରେ ସୂର୍ଯ୍ୟକିରଣ ଶୋ’ କରାଯିବ। ଆସନ୍ତା ୧୬ ତାରିଖରେ କୁଆଖାଇ ନଦୀ ଶଯ୍ୟାରେ ଏବଂ ୧୮ ତାରିଖରେ ପୁରୀରେ ରାଜଭବନ ଉପରେ ଶୋ’ କରାଯିବ। ଏହାକୁ ଦେଖିବା ପାଇଁ ବହୁ ଲୋକ ସମାଗମ ହେବେ।…

ହ୍ବାଇଟ୍‌ ସ୍ପାଇଡର: ୮ ମାସରେ ଭୁବନେଶ୍ୱରରୁ ୧୦୯ ଗିରଫ

ଭୁବନେଶ୍ୱର,୧୩।୯ (ବ୍ୟୁରୋ):ରାଜଧାନୀରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ କମିଶନରେଟ ପୋଲିସ ୨୦୨୧ ଅଗଷ୍ଟ ୧୫ରେ ‘ହ୍ବାଇଟ୍‌ ସ୍ପାଇଡର’ ନାମରେ ଏକ ଅଭିଯାନ ଆରମ୍ଭ କରିଥିଲା। ଚଳିତବର୍ଷ ଜାନୁୟାରୀରୁ ଅଗଷ୍ଟ ଅର୍ଥାତ୍‌ ୮ ମାସ ମଧ୍ୟରେ ଏହି ଅଭିଯାନରେ ୧୦୯ ଜଣଙ୍କୁ…

ଆଜି ରାଜ୍ୟରେ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୩…

୨୧୫ ଷ୍ଟଲରେ ୧୫ ରାଜ୍ୟର ହସ୍ତତନ୍ତ ବସ୍ତ୍ର

ଭୁବନେଶ୍ୱର, ୧୩।୯ (ବ୍ୟୁରୋ):ଗୋଟିଏ ସ୍ଥାନରେ ବିଭିନ୍ନ ରାଜ୍ୟର ହସ୍ତତନ୍ତ ବସ୍ତ୍ରର ସମ୍ଭାର। ପଶ୍ଚିମବଙ୍ଗର ଜାମଦାନୀ ହେଉ କି ଟାଙ୍ଗାଇଲ୍‌ ଶାଢି, ଗୁଜରାଟର ପଟୋଲା, ଲକ୍ଷ୍ନୌର ଚିକେନ୍‌ କାରୀ, ଜମ୍ମୁ କାଶ୍ମୀରର ପଶ୍ମିନା ସାଲ୍‌, ପଞ୍ଜାବର କମ୍ବଳ, ତାମିଲନାଡୁର କାଞ୍ଜିବରମ ପାଟଶାଢି ସବୁକିଛି…

ରାଜଧାନୀରେ ଝଲସିବ ଯୋଧପୁର ରାଜପ୍ରାସାଦ

ଭୁବନେଶ୍ୱର, ୧୩।୯ (ବ୍ୟୁରୋ):ମା’ ଜଗଜ୍ଜନନୀଙ୍କ ଆବାହନ ପାଇଁ ଏବେଠୁ ଶ୍ରଦ୍ଧାଳୁଙ୍କ ମନରେ ଉତ୍କଣ୍ଠା ବାରି ହୋଇପଡୁଛି। ସମସ୍ତେ ମା’ଙ୍କ ଧରାବତରଣ ପାଇଁ ଚାହିଁ ବସିଛନ୍ତି। ଏଥିପାଇଁ ରାଜଧାନୀର ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତିକୁ ମଧ୍ୟ ଜୋର୍‌ଦାର କରାଯାଇଛି। ୨୨ ବର୍ଷ…

‘ଉଚ୍ଚମାନର ଖଣିକୁ ନିମ୍ନମାନର ଦର୍ଶାଯାଉଛି’

ଭୁବନେଶ୍ବର,୧୩ା୯(ବ୍ୟୁରୋ):ଓଡ଼ିଶାର ଖଣି ଦୁର୍ନୀତି ‘ଭ୍ରଷ୍ଟାଚାର’ ନୁହେଁ, ଏକ ବିରାଟ ସ୍କାମ୍‌। ରାଜ୍ୟରେ ଥିବା ବିଭିନ୍ନ ଖଣି ଘରୋଇ ମାଲିକାନାରେ ରହିଛି। ଏଥିରୁ ବାହାରୁଥିବା ଉଚ୍ଚମାନର ଲୁହାପଥରକୁ ନିମ୍ନମାନର ବୋଲି ଦର୍ଶାଯାଉଛି, ଯାହାଫଳରେ କୋଟି କୋଟି ଟଙ୍କାର ରାଜସ୍ବ କ୍ଷତି ହେଉଛି। ସରକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri